Sign in
Sign in
Recover your password.
A password will be e-mailed to you.
ଅକ୍ଟୋବର ୨୩ ରୁ ଦିଲ୍ଲୀରେ ‘ନ୍ୟାୟ ଯାତ୍ରା’ ଆରମ୍ଭ କରିବେ ରାହୁଲ
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର ଏବଂ ହରିୟାଣା ପରେ ରାହୁଲ ଗାନ୍ଧୀ ଏବେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଅକ୍ଟୋବର ୨୩ ରୁ ସେ ଦିଲ୍ଲୀରେ କଂଗ୍ରେସର ‘ନ୍ୟାୟ ଯାତ୍ରା’ ଆରମ୍ଭ କରିବେ। ଏହି ଯାତ୍ରାରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ମଲ୍ଲିକାର୍ଜୁନ ଖଡ୍ଗେ!-->…
ତିର୍ତ୍ତୋଲ ବ୍ଲକ୍ ସହକାରୀ ଯନ୍ତ୍ରୀ ନିଲମ୍ବିତ
ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ସହକାରୀ ଯନ୍ତ୍ରୀ ଚିନ୍ମୟୀ ଦ୍ୱିବେଦୀଙ୍କୁ ନିଲମ୍ବନ କରାଯାଇଛି। ଗୋପାଳପୁର ପଞ୍ଚାୟତରେ ହୋଇଥିବା ଏକ ଉନ୍ନୟନମୂଳକ କାର୍ଯ୍ୟର ବିଲ୍ ପାସ୍ କରିଦେବା ପାଇଁ ସଂପୃକ୍ତ ଠିକାଦାରଙ୍କୁ ସହକାରୀ ଯନ୍ତ୍ରୀ ଚିନ୍ମୟୀ ଦ୍ୱିବେଦୀ ୧୦% ପିସି ମାଗିବାର ଅଡିଓ!-->…
ଆସନ୍ତା ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ
ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ | କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି | ଉଲ୍ଲେଖ ଥାଉ କି ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ!-->…
ମେଡିସିନରେ ଦୁଇ ଜଣଙ୍କୁ ନୋବେଲ
ଚଳିତ ବର୍ଷ ପାଇଁ ବିଶ୍ୱର ସର୍ବୋଚ୍ଚ ସମ୍ମାନ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଆଜି ଚିକିତ୍ସା କ୍ଷେତ୍ର ପାଇଁ ନୋବେଲ ବିଜେତାଙ୍କ ନାମ ଘୋଷଣା ହୋଇଛି। ଏଥର ଦୁଇ ଜଣ ମିଳିତ ଭାବେ ନୋବେଲ ପାଇବେ।
ବୈଜ୍ଞାନିକ ଭିକ୍ଟୋର ଆମ୍ବ୍ରୋସ ଏବଂ ଗ୍ୟାରୀ ରୁବକୁନଙ୍କୁ ନୋବେଲ ଦିଆଯିବ। ମେଡିସିନ!-->!-->!-->…
ହୀରାକୁଦ ଡ୍ୟାମ ଓ କେନାଲ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୮୫୫ କୋଟି ଟଙ୍କା
ସମ୍ବଲପୁର : ହୀରାକୁଦ ଡ୍ୟାମ ଓ କେନାଲର ପ୍ରକଳ୍ପ ପାଇ ମୋହନ ସରକାରଙ୍କ ବଡ ନିଷ୍ପତ୍ତି । ବନ୍ଧ ପ୍ରକଳ୍ପ ମରାମତି ନେଇ ରାଜ୍ୟ ସରକାର ସଙ୍କଳ୍ପ ପତ୍ର ଜାରୀ କଲେ । ୪ ବର୍ଷ ଯାଏ କାର୍ଯ୍ୟ ଚାଲିବ ବେଳେ ଏଥିରେ ୮୫୫ କୋଟି ଟଙ୍କା ଖର୍ଚ୍ଚ ହେବ । ୬୫ ବର୍ଷ ପରେ ଏହା ନୂତନ ସରକାରଙ୍କ!-->…
ଆମେରିକା ରାଷ୍ଟ୍ରପତି ନିର୍ବାଚନ: ମହାକାଶରୁ ଭୋଟ୍ ଦେବେ ସୁନୀତା ୱିଲିୟମ୍ସ
ଇତିହାସ ରଚିବାକୁ ଯାଉଛନ୍ତି ମହାକାଶଚାରୀ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ। ଅନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରୁ ସେ ତାଙ୍କ ମାନବିକ ଅଧିକାର ସାବ୍ୟସ୍ତ କରିବେ। ଅର୍ଥାତ୍ ମହାକାଶରୁ ଦେବେ ଭୋଟ୍।
ନଭେମ୍ବରରେ ୫ରେ ହେବାକୁ ଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ସେ ତାଙ୍କର ମତ!-->!-->!-->…
ବଦଳିବ ସରକାରୀ କୋଠାର ରଙ୍ଗ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ ହେବ । ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ କରାଯିବ ।
ଏନେଇ ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍ସ),!-->!-->!-->…
ଇସ୍ରାଏଲ- ହମାସ ଯୁଦ୍ଧକୁ ପୂରିଲା ବର୍ଷେ, IDF କହିଲା ଜାରି ରହିବ ଯୁଦ୍ଧ
ଇସ୍ରାଏଲ- ହମାସ ଯୁଦ୍ଧକୁ ପୂରିଲା ବର୍ଷେ। ଗତବର୍ଷ ଅକ୍ଟୋବର ୭ରେ ଇସ୍ରାଏଲରେ ନରସଂହାର ରଚିଥିଲେ ହମାସ୍ ଆତଙ୍କୀ। ଆକାଶ ମାର୍ଗରୁ ଓହ୍ଲାଇ ଘରେ ପଶି ସାଧାରଣ ଲୋକ, ମହିଳା ଓ ଛୋଟପିଲାଙ୍କୁ ଖୋଜି ଖୋଜି ଅତି ନୃଶଂସତାର ସହ ହତ୍ୟାକାଣ୍ଡ ଭିଆଇଥିଲେ। ଏହାର ଜବାବରେ ଗାଜାରେ ଥିବା ହମାସ୍ ଆଡ୍ଡା!-->…
କଟକ ଦୁର୍ଗାପୂଜା ପାଇଁ ନିୟୋଜିତ ହେବେ ୬୦ ପ୍ଲାଟୁନ ପୋଲିସ ଫୋର୍ସ
କଟକ : କଟକ ସହରରେ ଦୁର୍ଗାପୂଜା ପାଇଁ ମୋଟ ୬୦ ପ୍ଲାଟୁନ ପୋଲିସ ଫୋର୍ସ। ଦୁଇ କମ୍ପାନୀ ସି ଆର୍ ପି ଏଫ୍ ଫୋର୍ସ ନିୟୋଜିତ ହେବେ। ଉଭୟ ପୂଜା ଓ ଭସାଣି ପାଇଁ ପୋଲିସ ବନ୍ଦୋବସ୍ତ। ମୋବାଇଲ ପେଟ୍ରୋଲିଂ, ଫୁଟ ପେଟ୍ରୋଲିଂ ଆରମ୍ଭ ହୋଇ ଗଲାଣି। ସୁନା, ଚାନ୍ଦୀ ମେଢ଼ ନିକଟରେ ମୃତାୟନ୍ ହେବେ!-->…
ସର୍ବକାଳୀନ ରେକର୍ଡ କଲା ସୁନା ଦର
ରେକର୍ଡ କଲା ସୁନା ଦର। ସର୍ବୋଚ୍ଚ ରେକର୍ଡ ସ୍ତରରେ ସୁନାର ଦାମ। ଆଜି ସୁନାର ଦାମ ଆଉ ୨୫୦ ଟଙ୍କା ମହଙ୍ଗା ହୋଇଛି। ଫଳରେ ୧୦ ଗ୍ରାମ ସୁନାର ଦାମ ୭୮,୭୦୦ ଟଙ୍କାରେ ପହଞ୍ଚିଛି। ଏହା ସର୍ବକାଳୀନ ରେକର୍ଡ। ଶୁକ୍ରବାର ଅନ୍ତର୍ଜାତୀୟ ବଜାରରେ ସୁନାର ଦାମ ୧୦ ଗ୍ରାମ ପିଛା ୭୮,୪୫୦ ଟଙ୍କା!-->…