Sign in
Sign in
Recover your password.
A password will be e-mailed to you.
କର୍ଣ୍ଣେଲ ଶ୍ରୀକାନ୍ତ ପୁରୋହିତଙ୍କୁ ବ୍ରିଗେଡିୟର ପଦୋନ୍ନତି
ନୂଆଦିଲ୍ଲୀ : ଭାରତୀୟ ସେନାର କର୍ଣ୍ଣେଲ ଶ୍ରୀକାନ୍ତ ପୁରୋହିତଙ୍କୁ ପଦୋନ୍ନତି ମିଳିଛି । କର୍ଣ୍ଣେଲରୁ ବ୍ରିଗେଡିୟର ପଦବୀକୁ ପଦୋନ୍ନତି ହୋଇଛନ୍ତି ଭାରତୀୟ ସେନା ଅଧିକାରୀ ଶ୍ରୀକାନ୍ତ ପୁରୋହିତ । ବହୁଚର୍ଚ୍ଚିତ ମହାରାଷ୍ଟ୍ର ମାଲେଗାଓଁ ବ୍ଲାଷ୍ଟ ମାମଲାରେ ଫସିଥିଲେ ଶ୍ରୀକାନ୍ତ ପୁରୋହିତ!-->…
ଇରାନ ସହ ଶାନ୍ତି ଆଲୋଚନା ପାଇଁ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ପାକିସ୍ତାନ ଗସ୍ତ: ସୁରକ୍ଷା ବ୍ୟବସ୍ଥା…
କରାଚୀ : ପାକିସ୍ତାନରେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ପାଇଁ କଡ଼ା ସୁରକ୍ଷା । ୧୦୦ରୁ ଅଧିକ ଗାଡ଼ି ମୁତୟନ। ସୁରକ୍ଷାକର୍ମୀଙ୍କ ଛାଉଣୀ । ଇସଲାମାବାଦରେ କାଲି ଶାନ୍ତି ଆଲୋଚନା । ଇରାନ ସହିତ ଗୁରୁତ୍ୱପୂର୍ଣ୍ଣ ଶାନ୍ତି ଆଲୋଚନା ପାଇଁ ଆମେରିକା ଉପ-ରାଷ୍ଟ୍ରପତି ଜେଡି ଭାନ୍ସ!-->…
ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନୀତିଶ କୁମାର
ବିହାର : ନୀତିଶ କୁମାରଙ୍କ ନୂଆ ଇନିଂସ । ଦିଲ୍ଲୀରେ ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନୀତିଶ କୁମାର । ତାଙ୍କୁ ଶପଥ ପାଠ କରାଇଲେ ରାଜ୍ୟସଭା ସଭାପତି ସିପି ରାଧାକ୍ରିଷ୍ଣନ ।
ଶପଥ ନେବା ପୂର୍ବରୁ ବିଜେପିର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଥିଲେ । ଶପଥ ନେବା!-->!-->!-->…
ଇସ୍ତଫା ଦେଲେ ଜଷ୍ଟିସ ଯଶୱନ୍ତ ବର୍ମା, ସରକାରୀ ବାସଭବନରୁ ମିଳିଥିଲା ବିପୁଳ ଟଙ୍କା
ନୂଆଦିଲ୍ଲୀ : ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଛନ୍ତି । ଜଷ୍ଟିମ ଯଶୱନ୍ତ ବର୍ମା ବିରୋଧରେ ଗତବର୍ଷ ମାର୍ଚ୍ଚ ୧୪ରେ ଦିଲ୍ଲୀର ସରକାରୀ ବାସଭବନରେ ନିଆଁ ଲାଗିବା ଯୋଗୁଁ ବିପୁଳ ଟଙ୍କା!-->…
ଦୁଇ କାର୍ ମୁହାଁମୁହିଁ : ଚାଲିଗଲା ଗୋଟିଏ ପରିବାରର ୬ ଜୀବନ
ଛତିଶଗଡ଼ : ଗତକାଲି ରାତିରେ ଛତିଶଗଡ଼ କାଙ୍କେରରୁ ଏକ ଭୟଙ୍କର ସଡକ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି । ଜାତୀୟ ରାଜପଥରେ ନାଥିଆ ନବ ଗାଁ ନିକଟରେ ଏହି ଦୁର୍ଘଟଣା ଦେଖିବାକୁ ମିଳିଥିଲା । ଦୁର୍ଘଟଣାରେ ୬ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଆହତ ଥିବା ଜଣାପଡିଛି ।!-->…
ହାତୀର ଗଳିତ ମୃତଦେହ ଉଦ୍ଧାର, ଦାନ୍ତ ଲୁଟ ପାଇଁ ହତ୍ୟା ସନ୍ଦେହ
ନରସିଂହପୁର : କଟକ ବଡମ୍ବା ଖାରୋଡ଼ ହାଡୁଆ ବ୍ରିଜ ନିକଟରୁ ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର । ସ୍ଥାନୀୟ ଲୋକେ ଜଙ୍ଗଲକୁ କାଠ ପାଇଁ ଯାଇଥିବା ବେଳେ ମୃତଦେହ ଦେଖି ବନବିଭାଗକୁ ଖବର ଦେଇଥିଲେ । ବନବିଭାଗ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଦାନ୍ତ!-->…
ରାଜ୍ୟ କ୍ୟାବିନେଟରେ ୫ ବିଭାଗର ୧୧ ପ୍ରସ୍ତାବକୁ ମୋହର
ଭୁବନେଶ୍ୱର : ୫ ବିଭାଗର ୧୧ ପ୍ରସ୍ତାବକୁ ମୋହର । ଜଳସଂପଦ ବିଭାଗର ୫ଟି ଟେଣ୍ଡରକୁ ଅନୁମୋଦନ । ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପାନୀୟଜଳ ପରିଚାଳନା ଓ ରକ୍ଷଣାବେକ୍ଷଣ ନୀତିକୁ ମଞ୍ଜୁରୀ । ୩ ,୪୦୦ କୋଟିର ଅଟକଳ ବସଷ୍ଟାଣ୍ଡ ଯୋଜନାକୁ!-->…
ଛତ୍ରପୁରରେ ”ଆମେ ଜାଣିବା ଆମ ବଜେଟ୍ “ କାର୍ଯ୍ୟକ୍ରମ : ଓଡିଆ ଅର୍ଥନୀତିର ଆକାର ୯.୮୮ଲକ୍ଷ କୋଟି ଟଙ୍କା
୨୦୨୬-୨୭ରୁ ୨୦୩୦-୩୧ ମଧ୍ୟରେ କେନ୍ଦ୍ରୀୟ ଟିକସରୁ ରାଜ୍ୟର ଅଂଶ ଭାବେ ୪.୬୨ ଲକ୍ଷ କୋଟି ଟଙ୍କା ପାଇବ ଓଡିଶା
ଋଷିକୂଲ୍ୟା ପୁନରୁଦ୍ଧାର, ଜଳସେଚନ ବୃଦ୍ଧି, ଜୈବିକ ଚାଷୀଙ୍କୁ ପ୍ରୋତ୍ସାହନ, ଆର୍ଯ୍ୟପଲ୍ଲୀ ଫିସିଂ ହାରବର ଉପରେ ବିସ୍ତୃତ ଆଲୋଚନା
ଛତ୍ରପୁର : ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->!-->!-->!-->!-->!-->!-->…
ଘର ଭିତରେ ଜଳିଗଲେ ମହିଳା, ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ
କଣ୍ଟାମାଳ : ଘର ଭିତରେ ଜିଅନ୍ତା ଜଳିଗଲେ ମହିଳା । ବୌଦ୍ଧ ଜିଲ୍ଲା ବାଉଁସୁଣି ଥାନା ଟିକିରାପଡ଼ା ଗାଁରେ ଅଗ୍ନିକାଣ୍ଡ । ଘର ଭିତରେ ମହିଳା ଜଣଙ୍କ ସୋଇଥିବା ବେଳେ ବେଳେ ହଠାତ୍ ଲାଗିଥିଲା ନିଆଁ । ବାହାରକୁ ବହାରି ନପାରି ମହିଳା ଜୀବନ୍ତ ଦଗ୍ଧ । ମୃତକ ସୂର୍ଯ୍ୟକାନ୍ତି ସାହୁ!-->…
ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି: ଏପ୍ରିଲ୍ ସୁଦ୍ଧା ସିଟ୍ ସଂରକ୍ଷଣ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର : ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ । ଏପ୍ରିଲ୍ ସୁଦ୍ଧା ସିଟ୍ ସଂରକ୍ଷଣ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । ସରପଞ୍ଚଙ୍କ ଠାରୁ ଜିଲ୍ଲା ପରିଷଦ, କାହା ପାଇଁ କେଉଁ ସିଟ୍ ସଂରକ୍ଷଣ ରହିବ ହେବ ଚିହ୍ନଟ । ୫୦% ମହିଳାଙ୍କ ପାଇଁ ସଂରକ୍ଷଣ ହେବ ।!-->…