GST ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ; ୫ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ବର : GST ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ। ଯାଜପୁର CT&GST ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ରହିଛି। ପ୍ରାୟ

ବଜ୍ରପାତରେ ୧୦ ମୃତ , ୧୭ ଆହତ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ଏକ ଦମ୍ପତିଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି। ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଯାଜପୁର, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ଏହି ଘଟଣାଗୁଡ଼ିକ ଘଟିଛି। ଆଉ ଅଧିକାଂଶ ବିଲରେ କାମ କରୁଥିବା

ଅରୁଣ ସ୍ତମ୍ଭ ଆଗରେ ଭାସୁଛି ପେଜ ପାଣି, ଭକ୍ତ ଅସନ୍ତୁଷ୍ଟ

ପୁରୀ : କୋଟି କୋଟି ଟଙ୍କା ବ୍ୟୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶେଷ ହେବାର ୬ ମାସ ନ ପୁରୁଣୁ ଦେଖାଦେଲାଣି ସାଂଘାତିକ ତ୍ରୁଟି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଅରୁଣ ସ୍ତମ୍ଭ ସାମ୍ନାରେ ଭାସୁଛି ପେଜ ନଳାରୁ ନିର୍ଗତ ପାଣି। ଏହାର ଦୁର୍ଗନ୍ଧରେ ନାକ ଫାଟି ପଡ଼ୁଥିବା ସତ୍ତ୍ୱେ ଭକ୍ତମାନେ

୨୫ରେ ଶଙ୍ଖ ଭବନରେ ଆୟୋଜିତ ହେବ ବିଜେଡିର ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର: ବିଜେଡି ନିଜର ନବନିର୍ବାଚିତ ବିଧାୟକମାନଙ୍କୁ ପ୍ରଶିକ୍ଷଣ ଦେବା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିଛି। ଆଗାମୀ ୨୫ ତାରିଖରେ ଶଙ୍ଖ ଭବନରେ ଆୟୋଜିତ ହେବ ଏହି ପ୍ରଶିକ୍ଷଣ ଶିବିର। ଏଥିରେ ବରିଷ୍ଠ ତଥା ଅନୁଭବୀ ନେତା ବିଧାନସଭାର ନୀତି ନିୟମ ବାବଦରେ ପ୍ରଶିକ୍ଷଣ ଦେବେ। ଏଥିରେ

ଅତିରିକ୍ତ ଯୋଗାଣ ଅଧିକାରୀ ଗିରଫ; ଠୁଳ କରିଥିଲେ ଆୟଠାରୁ ଅଧିକ ସମ୍ପତ୍ତି

କଟକ : ଭିଜିଲାନ୍ସ ସ୍କାନରରେ ସରକାରୀ ବାବୁ। ଜଣକ ପରେ ଜଣେ ବଡ଼ ଅଧିକାରୀଙ୍କ ଘରେ ରେଡ୍ ପରେ ବନ୍ଧାଯାଉଛନ୍ତି। ଗତକାଲି ଭିଜିଲାନ୍ସ ଜାଲରେ ପଡ଼ିଥିବା କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ର ଆଜି ବନ୍ଧାଯାଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ

ପିଲାଙ୍କୁ ମିଳିଲା ପଚା ଅଣ୍ଡା ତରକାରୀ ! ୬୦ ହସ୍ପିଟାଲରେ ଭର୍ତ୍ତି

ଝାରସୁଗୁଡ଼ା : ମଧ୍ୟାହ୍ନ ଭୋଜନରେ ମିଳିଲା ପଚା ଅଣ୍ଡା ତରକାରୀ। ଆଉ ତାହାକୁ ଖାଇ ଅସୁସ୍ଥ ହୋଇଗଲେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ । ପିଲାମାନେ ଏବେ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ଏପରି ସାଂଘାତିକ ଅଭିଯୋଗ ଆଣିଛନ୍ତି ଅଭିଭାବକ । ଏପରି ଏକ ଅଭାବନୀୟ ଘଟଣା ଆଜି ଝାରସୁଗୁଡ଼ା ଜିଲ୍ଲା

ଖୁସି ଖବର; ରାସନକାର୍ଡ ହିତାଧିକାରୀ ପାଇବେ ଚାଉଳ ସହ ଗହମ

ଭୁବନେଶ୍ବର : ଏଣିକି ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ। ମୁଣ୍ଡପିଛା ମାସକୁ ୪ କିଲୋ ଚାଉଳ ଓ ୧କିଲୋ ଗହମ ମିଳିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି।ମନ୍ତ୍ରୀ କହିଛନ୍ତି, ଲୋକଙ୍କର ଲୋକଙ୍କ ଗହମ ଚାହିଦାକୁ ଦୃଷ୍ଟିରେ

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦ ଛାଡ଼ିଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ବର : ପଶ୍ଚିମଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ପୂର୍ବତନ ମୁଖ୍ୟସଚିବ ଅସିତ୍ କୁମାର ତ୍ରିପାଠୀ ଇସ୍ତଫା ଦେଇଛନ୍ତି । ତାଙ୍କର ଇସ୍ତଫାକୁ ରାଜ୍ୟ ସରକାର ଆଜି ଅପରାହ୍ନରୁ ଗ୍ରହଣ କରିଥିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ତ୍ରିପାଠୀଙ୍କୁ ବିଜେଡି ସରକାର ୨୦୨୦

କେନ୍ଦୁଝର: ବିଜେପିରେ ମିଶିଲେ ବିଜେଡି ନେତା

କେନ୍ଦୁଝର: ବିଜେପିରେ ମିଶିଲେ ବିଜେଡି ନେତା। ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିବା ନେତାମାନେ ହେଲେ ସଦର ବ୍ଲକ ଅଧ୍ୟକ୍ଷା ଜ୍ୟୋତିର୍ମୟୀ ନାଏକ, ଉପାଧ୍ୟକ୍ଷ ଦିଲ୍ଲୀପ ବେହେରା,  ଆଦିବାସୀ ଉନ୍ନୟନ ପରିଷଦ ଅଧକ୍ଷା ଲକ୍ଷ୍ମୀ ନାଏକ, ବିଜେଡି ବରିଷ୍ଟ ନେତା ତଥା ବ୍ଲକ ଓ ଜ଼ିଲ୍ଲା ପରିଷଦ

ଅବସରପ୍ରାପ୍ତ ଏୟାର ଫୋର୍ସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: କାରରୁ ମିଳିଲା ଅବସରପ୍ରାପ୍ତ ଏୟାର ଫୋର୍ସ କର୍ମଚାରୀଙ୍କ ମୃତଦେହ। ଜଟଣୀ ଥାନା ରାମଚନ୍ଦ୍ରପୁର ବଜାର ନିକଟ ୧୨ ନମ୍ବର ୱାର୍ଡ ଆରଆଇ ଅଫିସ ପାଖରେ ଅଲ୍ଟୋ କେ୧୦ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ଜଟଣୀ ପୁଲିସ ପହଂଚି କରିଛି ତଦନ୍ତ ଆରମ୍ଭ। ମୃତକ ସତୀଶ କୁମାର