Sign in
Sign in
Recover your password.
A password will be e-mailed to you.
ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦ ଛାଡ଼ିଲେ ଅସିତ୍ ତ୍ରିପାଠୀ
ଭୁବନେଶ୍ବର : ପଶ୍ଚିମଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ପୂର୍ବତନ ମୁଖ୍ୟସଚିବ ଅସିତ୍ କୁମାର ତ୍ରିପାଠୀ ଇସ୍ତଫା ଦେଇଛନ୍ତି । ତାଙ୍କର ଇସ୍ତଫାକୁ ରାଜ୍ୟ ସରକାର ଆଜି ଅପରାହ୍ନରୁ ଗ୍ରହଣ କରିଥିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ତ୍ରିପାଠୀଙ୍କୁ ବିଜେଡି ସରକାର ୨୦୨୦!-->…
କେନ୍ଦୁଝର: ବିଜେପିରେ ମିଶିଲେ ବିଜେଡି ନେତା
କେନ୍ଦୁଝର: ବିଜେପିରେ ମିଶିଲେ ବିଜେଡି ନେତା। ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିବା ନେତାମାନେ ହେଲେ ସଦର ବ୍ଲକ ଅଧ୍ୟକ୍ଷା ଜ୍ୟୋତିର୍ମୟୀ ନାଏକ, ଉପାଧ୍ୟକ୍ଷ ଦିଲ୍ଲୀପ ବେହେରା, ଆଦିବାସୀ ଉନ୍ନୟନ ପରିଷଦ ଅଧକ୍ଷା ଲକ୍ଷ୍ମୀ ନାଏକ, ବିଜେଡି ବରିଷ୍ଟ ନେତା ତଥା ବ୍ଲକ ଓ ଜ଼ିଲ୍ଲା ପରିଷଦ!-->…
ଅବସରପ୍ରାପ୍ତ ଏୟାର ଫୋର୍ସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର
ଖୋର୍ଦ୍ଧା: କାରରୁ ମିଳିଲା ଅବସରପ୍ରାପ୍ତ ଏୟାର ଫୋର୍ସ କର୍ମଚାରୀଙ୍କ ମୃତଦେହ। ଜଟଣୀ ଥାନା ରାମଚନ୍ଦ୍ରପୁର ବଜାର ନିକଟ ୧୨ ନମ୍ବର ୱାର୍ଡ ଆରଆଇ ଅଫିସ ପାଖରେ ଅଲ୍ଟୋ କେ୧୦ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ଜଟଣୀ ପୁଲିସ ପହଂଚି କରିଛି ତଦନ୍ତ ଆରମ୍ଭ। ମୃତକ ସତୀଶ କୁମାର!-->…
ପୋଲାଭରମ ପ୍ରକଳ୍ପ ବିବାଦ: ମୋଟୁ ଅଂଚଳ ଗସ୍ତ କଲେ କଂଗ୍ରେସ୍ର ଟିମ୍
ମାଲକାନଗିରି : ବାଦବିବାଦ ଭିତରେ ଛନ୍ଦି ହୋଇ ରହିଥିବା ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପକୁ ନେଇ ରାଜନୀତି ସରଗରମ ହୋଇ ରହିଛି। ପୋଲାଭରମ ପ୍ରକଳ୍ପକୁ ବିରୋଧ କରି ବିଜେଡି ପ୍ରଥମରୁ ହିଁ ସ୍ବରତ୍ତୋଳନ କରିଆସୁଥିବା ବେଳେ ଏବେ କଂଗ୍ରେସ ଏହି ଆନ୍ଦୋଳନରେ ସାମିଲ ହୋଇଛି। ଆଜି କଂଗ୍ରେସର ବିଧାୟକ!-->…
ସିମ୍ ବକ୍ସ ଜବତ ଘଟଣା; ମାଷ୍ଟର ମାଇଣ୍ଡ ବାଂଲାଦେଶୀ, ଚାଇନା ଓ ପାକିସ୍ତାନକୁ ହେଉଥିଲା କଲ୍
ଭୁବନେଶ୍ବର : ‘ଭୁବନେଶ୍ୱରରୁ ସିମ୍ ବକ୍ସ ଜବତ ଘଟଣାରେ ରହିଛି ଇଣ୍ଟରନ୍ୟାସନାଲ୍ ଲିଙ୍କ। ଏହି ସିମ୍ ବକ୍ସ ଜରିଆରେ ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟ ଦେଶକୁ କଲ୍ କରାଯାଉଥିଲା। ସାଇବର ଫ୍ରଡ୍, ଆତଙ୍କବାଦୀ ଓ ଅନ୍ୟାନ୍ୟ ଅପରାଧ ପାଇଁ ଏହାକୁ ବ୍ୟବହାର କରାଯାଉଥିଲା।’ ଆଜି ଗଣମାଧ୍ୟମ!-->…
କିଙ୍ଗପିନଙ୍କ ସମେତ ୫ ଲୁଟେରାଙ୍କୁ ବାନ୍ଧିଲା ପୁଲିସ୍
କଟକ : ସୁନା ବ୍ୟବସାୟୀଙ୍କଠାରୁ ଲୁଟ୍ ମାମଲାରେ କଟକ ଜଗତପୁର ଥାନା ପୁଲିସ୍ ମୁଖ୍ୟଅଭିଯୁକ୍ତଙ୍କୁ ମିଶାଇ ୫ ଜଣଙ୍କୁ ଗିରଫ କରିଛି। ଏବେ ମଦ୍ୟ ଜଣେ ଫେରାର ଅଛି। ତାକୁ ଗିରଫ କରିବା ପାଇଁ ଉଦ୍ୟମ ଚଲିଥିବା କଟକ ଡିସିପି ପ୍ରକାଶ ଆର କହିଛନ୍ତି।ଜଗତପୁର ଥାନା ପାଗା ଅଞ୍ଚଳ ଜୁଏଲେରୀ!-->…
ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ଦମ୍ପତିଙ୍କ ସମେତ ୩ ମୃତ
ବାରିପଦା : ବିଲରେ ଚାଷ କାମ କରୁଥିବା ବେଳେ ବଜ୍ରପାତରେ ଟଳି ପଡ଼ିଲେ ୩ ଚାଷୀ। ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅଞ୍ଚଳରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ ଜିଲ୍ଲା ଆଗରପଡ଼ା ଅଞ୍ଚଳରେ ଜଣେ ଚାଷୀଙ୍କ ଜୀବନ ଯାଇଛି। ଅନ୍ୟ ଜଣେ ଚାଷୀ ମେଡ଼ିକାଲ୍ରେ ବେଡ୍ରେ ଜୀବନ ସହିତ ସଂଘର୍ଷ!-->…
ମୋଦି ରୁଷ ଯାଇଥିଲେ, ଏବେ ଆମେରିକା ଯିବେ ରାଜନାଥ ସିଂହ
ନୂଆଦିଲ୍ଲୀ : ଚଳିତ ମାସର ଆମେରିକା ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଦୁଇ ଦେଶ ମଧ୍ୟରେ ହେବାକୁ ଥିବା ଉଚ୍ଚସ୍ତୀୟ ବୈଠକରେ ଶ୍ରୀ ସିଂହ ଯୋଗାଦେବେ। ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷ ଗସ୍ତ କରିଥିଲେ।ଏହାକୁ ନେଇ ଆମେରିକା ପରୋକ୍ଷରେ ନିଜର ଅସନ୍ତୋଷ ପ୍ରକାଶ କରିଥିଲା।!-->…
‘ରାଜନୀତି ପାଇଁ ‘ରାଜ ଭବନ’ର ବ୍ୟବହାର କରୁଛନ୍ତି କେନ୍ଦ୍ର ସରକାର’
ବେଙ୍ଗାଲୁରୁ : ଜମି ଦୁର୍ନିତି ଅଭିଯୋଗରେ ମାମଲା ରୁଜୁ ପାଇଁ ରାଜ୍ୟପାଳ ଅନୁମତି ଦେବା ପରେ ମୁହଁ ଖୋଲିଛନ୍ତି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା। ରାଜନୀତି କରିବାକୁ କେନ୍ଦ୍ର ସରକାର 'ରାଜ ଭବନ'ର ବ୍ୟବହାର କରୁଥିବା ସିଦ୍ଧରମୈୟା ଅଭିଯୋଗ କରିଛନ୍ତି।ସେ ଆହୁରି କହିଛନ୍ତି ଯେ, ତାଙ୍କ!-->…
୧୫୦ ମିଲିଗ୍ରାମ ସେମେନ ମିଳିବା ଓ ହାଡ଼ ଭାଙ୍ଗିବା ଖବରକୁ ମିଛ କହିଲା ପୁଲିସ୍
କୋଲକାତା: କୋଲକାତାର ଗୋଟିଏ ସରକାରୀ ହସ୍ପିଟାଲରେ ଜଣେ ୩୧ ବର୍ଷୀୟ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣା ପୂରା ଦେଶକୁ ଦୋହଲାଇ ଦେଇଛି। ବିଭିନ୍ନ ସ୍ଥାନରେ ମହିଳାମାନେ ବିକ୍ଷୋଭ କରୁଥିବା ବେଳେ ଡାକ୍ତରମାନେ ମଧ୍ୟ ଷ୍ଟ୍ରାଇକକୁ ଓହ୍ଲାଇଛନ୍ତି। ଏହି ଭୟଙ୍କର ଘଟଣା କେବଳ!-->…