Sign in
Sign in
Recover your password.
A password will be e-mailed to you.
ଗଞ୍ଜାମରେ ନବସୃଜନଙ୍କୁ ପ୍ରୋତ୍ସାହନ: ୨୪ ଶିକ୍ଷାନୁଷ୍ଠାନରେ ଓଏସଏଫଆଇସି ସଚେତନତା
ଛାତ୍ରଛାତ୍ରୀ, ଷ୍ଟାର୍ଟଅପ୍ ଓ ନବସୃଜନଙ୍କୁ ଅକ୍ଟୋବର ୩୧ ସୁଦ୍ଧା ପଞ୍ଜୀକରଣ ପାଇଁ ଅନୁରୋଧ
ବ୍ରହ୍ମପୁର : ଯୁବପିଢ଼ି, ଛାତ୍ରଛାତ୍ରୀ, ଷ୍ଟାର୍ଟଅପ୍, ଉଦ୍ୟୋଗୀ, ଏମ୍ଏସ୍ଏମ୍ଇ, ସ୍ୱୟଂ ସହାୟକ ଗୋଷ୍ଠୀ ଓ ନବସୃଜନଙ୍କୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ!-->!-->!-->!-->!-->…
୭୨ ତମ ବନ୍ୟ ପ୍ରାଣୀ ସପ୍ତାହ ପାଳନ
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଜିଲ୍ଲା କୁକୁଡାଖଣ୍ଡି ବ୍ଲକ ରୋହି ଗାଁ ପଞ୍ଚାୟତ ପାଣ୍ଡିଆଝୋଳି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଞ୍ଚଳିକ ବିକାଶ ପରିଷଦ ତରଫରୁ ବିଶ୍ଵ ବନ୍ୟ ପ୍ରାଣୀ ଦିବସ ପାଳିତ ହୋଇ ଯାଇଛି । କାର୍ଯ୍ୟକ୍ରମ ରେ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ବିଧୁ ଭୂଷଣ ରାଉତ ମୁଖ୍ୟ!-->…
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ : ବିଦ୍ୟୁତ୍ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ…
ବାଲିଗୁଡ଼ା : ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍ରୁମ୍ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍ ନଥିବାରୁ ସେହି ସ୍ମାର୍ଟ କ୍ଲାସ୍ରୁମ୍ ଏବେ କେବଳ ନାମକୁ ରହିଯାଇଛି। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ନୀଲିପଡ଼ା ସରକାରୀ ୟୁଜି ହାଇସ୍କୁଲ!-->…
୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ
ବାଲିଗୁଡ଼ା : ଦୀର୍ଘ ୪୬ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ଚଳିତବର୍ଷ ପ୍ରଥମଥର ପାଇଁ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ୧୯୭୯ ମସିହାରେ ପ୍ରତିଷ୍ଠିତ ଏହି ପୁରାତନ ଶିକ୍ଷାନୁଷ୍ଠାନରେ ଏଯାଏ ଛାତ୍ର ସଂସଦ ନିର୍ବାଚନ ହୋଇନଥିବା!-->…
ସ୍ୱଚ୍ଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ
ବାଲିଗୁଡ଼ା, : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଲଣ୍ଡାଗାଁଠାରେ ବାରଖମା ମଣ୍ଡଳ କୃଷକ ମୋର୍ଚ୍ଚା ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ ଆୟୋଜିତ ହୋଇଯାଇଛି। ବାରଖମା ମଣ୍ଡଳ କୃଷକ ମୋର୍ଚ୍ଚା ସଭାପତି ପରମା ଠେଲା ଏବଂ ସମ୍ପାଦକ ପ୍ରକାଶ ରଣାଙ୍କ ଉଦ୍ୟମରେ ଆୟୋଜିତ ଏହି!-->!-->!-->…
ବନ୍ଦର ପ୍ରଭାବରେ ବାଲିଗୁଡ଼ା ଜନଶୂନ୍ୟ; ରାସ୍ତାରେ କଂଗ୍ରେସର ଶକ୍ତି ପ୍ରଦର୍ଶନ : ଦୋକାନବଜାରରେ ତାଲା, ଯାତାୟାତ ଠପ୍
ବାଲିଗୁଡ଼ା : ଓଡ଼ିଶା ବନ୍ଦର ପ୍ରଭାବରେ ଗୁରୁବାର ବାଲିଗୁଡ଼ା ସହରର ସ୍ୱାଭାବିକ ଜନଜୀବନ ଏକପ୍ରକାର ଅଚଳ ହୋଇପଡ଼ିଛି। ସହରର ପ୍ରମୁଖ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନରେ ତାଲା ଝୁଲିଥିବାବେଳେ ରାସ୍ତାରେ ଯାନବାହାନ ଚଳାଚଳ ମଧ୍ୟ ଉଲ୍ଲେଖନୀୟ ଭାବେ କମିଯାଇଥିଲା। ଏହାର ସିଧାସଳଖ ପ୍ରଭାବ ସହରର!-->…
ସାଉଦି ବିମାନବନ୍ଦର ଉପରେ ଡ୍ରୋନ୍ ଓ ବାଲିଷ୍ଟିକ ମିସାଇଲ ମାଡ଼: ୩ ମୃତ, ୩୬ ଗୁରୁତର
ରିୟାଦ: ସାଉଦି ଆରବର ଦୁଇଟି ପ୍ରମୁଖ ବିମାନବନ୍ଦର ଉପରେ ହୋଇଥିବା ଭୟଙ୍କର ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୬ ଜଣ ଗୁରୁତର ଆହତ ହୋଇଛନ୍ତି। ରାଜଧାନୀ ରିୟାଦସ୍ଥିତ ‘ କିଙ୍ଗ ଖାଲିଦ୍ ଆନ୍ତର୍ଜାତୀୟ ବିମାନବନ୍ଦର’ ଏବଂ ‘ଆଭା ଆନ୍ତର୍ଜାତୀୟ ବିମାନବନ୍ଦର’କୁ ଲକ୍ଷ୍ୟ କରି ୟେମେନର!-->…
ଟ୍ରେନ୍ରୁ ଶରଣକୂଳ କଲେଜ ଅଧ୍ୟକ୍ଷଙ୍କ ମୃତଦେହ ଉଦ୍ଧାର
ନୟାଗଡ଼: ଦଶପଲ୍ଲା ଷ୍ଟେସନରେ ଭୁବନେଶ୍ୱର-ଦଶପଲ୍ଲା ସେବା ଏକ୍ସପ୍ରେସ୍ ଟ୍ରେନରୁ ଶରଣକୂଳ କଲେଜ ଅଧ୍ୟକ୍ଷ ମହେଶ୍ୱର ମହାପାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ଟ୍ରେନ୍ ଭିତରେ ଜଣେ ବ୍ୟକ୍ତି ମୁହଁ ମାଡ଼ି ପଡ଼ିଥିବା ଦେଖି ଜିଆରପି ପୋଲିସ ତାଙ୍କୁ ଉଦ୍ଧାର କରି ଦଶପଲ୍ଲା ମେଡିକାଲକୁ ନେଇଥିଲେ।!-->…
ବାଣ ବିସ୍ଫୋରଣରେ ଆଖି ବୁଜିଲେ ବାପ-ପୁଅ
ଜଗତସିଂହପୁର : ଜଗତସିଂହପୁରରେ ଅଭାବନୀୟ ଘଟଣା । ବାଣ ବିସ୍ଫୋରଣ ନେଇଗଲା ଦୁଇ ନୀରିହଙ୍କ ଜୀବନ । ବିସ୍ଫୋରଣରେ ଆଖି ବୁଜିଲେ ଗୋଟିଏ ପରିବାରର ବାପ-ପୁଅ । ଜଗତସିଂହପୁର ଜିଲ୍ଲା ମହିଲୋ ଗାଁରେ ଘଟିଛି ଏଭଳି ହୃଦୟ ବିଦାରକ ବିସ୍ଫୋରକ ଘଟଣା ।
ସୂଚନା ମୁତାବକ, ମହିଲୋ ଗାଁରେ ମନୋରଞ୍ଜନ!-->!-->!-->…
୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରାପଡ଼ିଲେ ଏକଲବ୍ୟ ମଡେଲ ସ୍କୁଲ ଅଧ୍ୟକ୍ଷ
ନୂଆପଡ଼ା: ନୂଆପଡ଼ାସ୍ଥିତ ଏକଲବ୍ୟ ମଡେଲ ସ୍କୁଲରେ କାର୍ଯ୍ୟରତ ଜଣେ ଏଏନଏମ୍ଙ୍କଠାରୁ ୧୨,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରା ପଡିଛନ୍ତି ସେହି ସ୍କୁଲର ଅଧ୍ୟକ୍ଷ । ସିବିଆଇ ପକ୍ଷରୁ ତାଙ୍କ ନାମରେ ଏକ ମାମଲା ରୁଜୁ କରାଯିବା ସହ ଲାଞ୍ଚ ଟଙ୍କା ଜବତ କରାଯାଇଛି । ସୂଚନାଯୋଗ୍ୟ!-->…