Sign in
Sign in
Recover your password.
A password will be e-mailed to you.
ଦୁଇ ଦିନିଆ ପାକିସ୍ତାନ ଗସ୍ତରେ ଯିବେ ଏସ ଜୟଶଙ୍କର
ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ଇସଲାମବାଦରେ ଆୟୋଜିତ ହେବାକୁ ଥିବା ସଙ୍ଘାଇ ସମ୍ମିଳନୀର ବାର୍ଷିକ ବୈଠକରେ ଯୋଗଦେବାକୁ ସେ ପାକିସ୍ତାନ ଗସ୍ତ କରିବେ।
ଅଗଷ୍ଟ ୩୦ରେ ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଶ୍ଚିତ କରାଯାଇଥିଲା। ସଙ୍ଘାଇ ସମ୍ମିଳନୀରେ ଯୋଗଦେବା ପାଇଁ!-->!-->!-->…
କନଷ୍ଟେବଲଙ୍କୁ ମରଣାନ୍ତକ ଆକ୍ରମଣ; ଖଣ୍ଡା ଚୋଟରେ ଛିଡ଼ିଗଲା ହାତ ପାପୁଲି
ସମ୍ବଲପୁର: ପୋଲିସକୁ ମରଣାନ୍ତକ ଆକ୍ରମଣ। ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ଛିଡିଯାଇଛି ପୋଲିସ କନଷ୍ଟେବଲଙ୍କ ହାତ ପାପୁଲି। ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଝରାପାଲି ଗାଁରେ। ଆହତ କନଷ୍ଟେବଲଙ୍କ ନାଁ ସରୋଜ ଭୋଇ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ!-->…
ଇରାନ ସୁପ୍ରିମ ଲିଡରଙ୍କ ବଡ଼ ବୟାନ: ବେଶୀ ଦିନ ତିଷ୍ଠିବନି ଇସ୍ରାଏଲ
ଇରାନ ସୁପ୍ରିମ ଲିଡର ଅୟାତୋଲ୍ଲା ଅଲି ଖାମେନେଇ ଆଜି ୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଶୁକ୍ରବାର ପୂରା ବିଶ୍ୱକୁ ସମ୍ବୋଧନ କରିଛନ୍ତି। ଏହାକୁ ଇରାନ ପକ୍ଷରୁ ଖାମେନେଇଙ୍କ ଧାର୍ମିକ ପ୍ରବଚନ ଭାବେ ଅବିହିତ କରାଯାଇଛି। ଏହି ଭାଷଣରେ ସେ ଇସ୍ରାଏଲ ବିରୋଧରେ ରଣହୁଙ୍କାର ଦେଇଛନ୍ତି।
ସେ!-->!-->!-->…
ଗୁଳିବିନିମୟରେ ୧୪ ନକ୍ସଲ ନିପାତ, ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଏବଂ ନାରାୟନପୁର ଜିଲ୍ଲାରେ ପୁଲିସ ସହ ନକ୍ସଲ ଗୁଳିବିନିମୟରେ ୧୪ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ବିପୁଳ ପରିମାଣରେ ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି।ବିଶେଷ ସୂତ୍ରରୁ ଖବର ପାଇ ସୁକମା ଓ ବିଜାପୁର ଜିଲ୍ଲାର ସୀମାବର୍ତ୍ତି ଅଂଚଳର!-->…
ଶାରଳାଙ୍କ ପୀଠରେ ବ୍ୟବହାର ହେଉଛି ନିମ୍ନମାନର ଘିଅ, ଫୁଡ଼ ଇନସ୍ପେକ୍ଟରଙ୍କ ଚଢ଼ାଉ
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ଶାରଳାଙ୍କ ପୀଠରେ ଆରମ୍ଭ ହୋଇଛି ପାର୍ବଣ ପୂଜା । ଦୈନଦିନ ଏଠାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ତେବେ ମାଙ୍କ ନିକଟରେ ହେଉଥିବା ନୀତିକୁ ନେଇ ବଡ଼ ବୟାନ ରଖିଛନ୍ତି ମନ୍ଦିରର ବଡ଼ପଣ୍ଡା । ମାଙ୍କ ନୀତି ପାଇଁ!-->…
ରେଳ ଧାରଣାରୁ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର
ଚୌଦ୍ୱାର: ଚୌଦ୍ୱାରରେ ଚାଞ୍ଚଲ୍ୟ । ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର । ନିଗୁଣ୍ଡି ରେଲୱେ ଷ୍ଟେସନ ରେଳ ଧାରଣାରୁ ମୃତଦେହ ଉଦ୍ଧାର ହୋଇଛି । ଟ୍ରେନରେ କଟି ମୁଣ୍ଡ, ଗଣ୍ଡି ଅଲଗା ହୋଇଯାଇଥିବାବେଳେ ରଳ ଧାରଣା ଉପରେ ପଡିଛି ମୃତଦେହ । ଯୁବକ ଜଣକ ହେଲେ ନିଗୁଣ୍ଡି ବସ୍ତି ଅଞ୍ଚଳର!-->…
୬ରୁ ଆରମ୍ଭ ହେବ ହବିଷ୍ୟାଳି ପଞ୍ଜିକରଣ, ୧୧ ତାରିଖ ଯାଏଁ କରିପାରିବେ ଅନ୍ ଲାଇନରେ ଆବେଦନ
ପୁରୀ: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ କାର୍ତ୍ତିକ ମାସ । ଏଥିପାଇଁ ଆସନ୍ତା ୬ରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ। ୧୧ ତାରିଖ ପର୍ଯ୍ୟନ୍ତ ଅନ୍ ଲାଇନରେ ପଞ୍ଜୀକରଣ ଚାଲିବ । edistrict.odisha.gov.in portal ମାଧ୍ୟମରେ ନିର୍ଦ୍ଧିଷ୍ଟ ଫର୍ମ ମାଧ୍ୟମରେ ଅନଲାଇନ ଯୋଗ ପଞ୍ଜିକରଣ!-->…
ଯାଜପୁରରେ ଗଡ଼ିଲା ଅଧିଷ୍ଠାତ୍ରୀ ଦେବୀ ବିରଜାଙ୍କ ରଥ
ଯାଜପୁର: ଆରମ୍ଭ ହୋଇଛି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ରଥଯାତ୍ରା । ରଥଖଳାରେ ମାସେ ହେଲାଣି ଚାଲିଥିଲା ସିଂହଧ୍ୱଜ ରଥନିର୍ମାଣ । ମାଆ ବିରଜାଙ୍କୁ ରଥରେ ଦର୍ଶନ ପାଇଁ ଅପେକ୍ଷାରେ ଥିଲେ ଶ୍ରଦ୍ଧାଳୁ । ଗଡିଛି ବିଜୟା ରଥ,ଅସତ୍ୟ ଉପରେ ହେବ ସତ୍ୟର ବିଜୟ । ମନ୍ଦିରରୁ ବାହାରି!-->…
ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼
କେଶିଙ୍ଗା: କଳାହାଣ୍ଡି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ନିଜ ନିର୍ବାଚନ ମଣ୍ଡଳୀର ଗୋଳମୁଣ୍ଡା କଲେଜର ଏକାଡେମୀକ ଉତ୍ସବକୁ ଯାଇଥିବାବେଳେ କିଛି ଯୁବକଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼। ପୂର୍ବରୁ ବିଜେଡି ସମର୍ଥକ ଏମାନେ ଥିଲେ ଏବେ ବିଜେପି ସମର୍ଥକ ଥିବା ସୂଚନା। ଏହି ବ୍ଲକ!-->…
ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ
ବରଗଡ଼:ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ l ଚଢ଼ାଉ ବେଳେ କାରାଗାରରୁ ବ୍ୟାପକ ମାତ୍ରାରେ ମାଦକ ଦ୍ରବ୍ୟ ଜବତ କରିଛି ପୋଲିସ l ସେପଟେ ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ଚଢ଼ାଉ କରି ବିପୁଳ ମାଦକଦ୍ରବ୍ୟ ଜବତ କରିଛି ପୋଲିସ l
ସୂଚନା ଅନୁଯାୟୀ ବରଗଡ଼ ଜିଲ୍ଲା!-->!-->!-->…