Sign in
Sign in
Recover your password.
A password will be e-mailed to you.
ଆପ୍ ଜରିଆରେ ୫୦୦ କୋଟି ଟଙ୍କା ଠକେଇ; ଭାରତୀ ସିଂହ ଓ ଏଲଭିସ ଯାଦବଙ୍କୁ ସମନ
ୟୁଟ୍ୟୁବର ଏଲଭିସ ଯାଦବଙ୍କ ପାଇଁ ପୁଣି ଅଡୁଆ ବଢିଛି। ଏକ ଆପ୍ ଆଧାରିତ ସ୍କାମରେ ୫୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ସମନ ପଠାଇଛି ଦିଲ୍ଲୀ ପୁଲିସ। ଏଲଭିସ ଯାଦବଙ୍କ ସମେତ ହାସ୍ୟ ଅଭିନେତା ଭାରତୀ ସିଂହ ଏବଂ ଅନ୍ୟ ତିନି ଜଣଙ୍କୁ ମଧ୍ୟ ସମନ କରାଯାଇଛି।
ଏହି ଆପ୍ ହେଉଛି HiBOX। ଆପ୍!-->!-->!-->…
ଓଡ଼ିଶାକୁ ବିଦେଶୀ ପୁଞ୍ଜି ଆଣିବା ପାଇଁ ରାଜ୍ୟ ସରକାରଙ୍କ ପ୍ରୟାସ ଚାଲିଛି: ସୁରେଶ ପୂଜାରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅଧିକ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତ କାଳରେ ନିବେଶକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ ବଡ଼ ବଡ଼!-->…
ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର: ଅଗ୍ନବିୀରଙ୍କ ପାଇଁ ପୁଣି ନରମିଲେ ରାଜ୍ୟ ସରକାର । ପ୍ରଥମେ ୧୦ ପ୍ରତିଶତ ସଂରକ୍ଷଣ ଏବେ ପୁଣି ବୟସ ସୀମାରେ ବି କୋହଳ କରିଛନ୍ତି ସରକାର । ତେବେ ଏନେଇ ସରକାର ବିଜ୍ଞପ୍ତି ଜାରି କରିଛନ୍ତି ।
ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିରେ!-->!-->!-->…
ତିରୁପତି ଲଡୁ ବିବାଦ; SITକୁ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
ତିରୁପତି ଲଡୁ ବିବାଦ ମାମଲାର ତଦନ୍ତ କରିବ ସ୍ପେଶାଲ ଇନଭେଷ୍ଟିଗେସନ ଟିମ୍ (SIT)। ଆଜି ସୁପ୍ରିମକୋର୍ଟ ତଦନ୍ତ ପାଇଁ ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI)ର ଦୁଇଜଣ ବରିଷ୍ଠ ଅଧିକାରୀ ଏବଂ ସିବିଆଇର ଦୁଇଜଣ ବରିଷ୍ଠ ଅଧିକାରୀଙ୍କୁ ନେଇ ଏହି!-->…
୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ
ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ୬ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି।ସୂଚନା ଅନୁସାରେ ବେଲପଡା ବ୍ଲକ କନ୍ଧେନଝୁଲା ଗ୍ରାମର!-->…
ନୂଆ ସ୍ପର୍ଶ ପାଇବ ରାଜ୍ୟର ମୁଖ୍ୟ ବିମାନ ବନ୍ଦର, ଖୁବ୍ ଶୀଘ୍ର ରନୱେ କ୍ୟାଟ୍ ଟୁ ଲାଇଟ୍
ଭୁବନେଶ୍ବର: ନୂଆ ସ୍ବର୍ଶ ପାଇବ ଭୁବନେଶ୍ବର ବିମାନ ବନ୍ଦର । ପୁରୁଣା ଟର୍ମିନାଲ ପାଖରେ ତିଆରି ହେବ ନୂଆ ଟର୍ମିନାଲ । ଭୁବନେଶ୍ବର ବିମାନ ବନ୍ଦରରେ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ।
ଏନେଇ କେନ୍ଦ୍ରମନ୍ତ୍ରୀ!-->!-->!-->…
ମଧ୍ୟପ୍ରାଚ୍ୟରେ ଘନଉଛି ସଙ୍କଟ, ମୋଦି ଡାକିଲେ ଜରୁରୀ ବୈଠକ
ମଧ୍ୟପ୍ରାଚ୍ୟରେ ଗମ୍ଭୀର ହେଉଛି ଯୁଦ୍ଧ ସ୍ଥିତି। ସୁଧୁରିବା ବଦଳରେ ଜଟିଳ ରୂପ ନେଲାଣି ଦୁଇ ମହାଶକ୍ତିଙ୍କ ମଧ୍ୟରେ ଫେସ୍ ଟୁ ଫେସ୍ ୱାର୍। ଇରାନର ଆକ୍ରମଣ ପରେ ଚିହିଁକି ଉଠିଥିବା ଇସ୍ରାଏଲ, ବଡ଼ ଧରଣର ଆଟାକ୍ ପାଇଁ ପ୍ରସ୍ତୁତ କରୁଛି ରଣନୀତି। ଯୁଦ୍ଧର ପ୍ରଭାବ ସାରା ବିଶ୍ୱ ଉପରେ ପଡ଼ିଲାଣି।!-->…
ଜିଲ୍ଲା ଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବି, ୧୨ ଘଣ୍ଟିଆ କୋରାପୁଟ୍ ବନ୍ଦ
କୋରାପୁଟ: ଆଜି ଅବିଭକ୍ତ କୋରାପୁଟ ବନ୍ଦ । ୪ ଜିଲ୍ଲାରେ ଚକଅଖ ଜାମ୍ । କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡା ଜିଲ୍ଲାରେ ସକାଳ ୬ଟାରୁ ଆରମ୍ଭ ହୋଇଛି ବନ୍ଦ ପାଳନ । ସରକାରୀ ଚାକିରିରେ ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି ମିଳିତ କ୍ରିୟାନୁଷ୍ଠାନ!-->…
୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ
ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ । ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି । ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଆଜି କୁଇଣ୍ଟାଲ ପିଛା ୨୭୮୦!-->…
ବାଲିଗୁଡା ବିଜେପି ପକ୍ଷରୁ ଅଧିବକ୍ତା ସଦସ୍ୟତା ଅଭିଯାନ
ବାଲିଗୁଡା : ଭାରତୀୟ ଜନତା ପାର୍ଟି ଓଡିଶା ପକ୍ଷରୁ ଅକ୍ଟୋବର ୧ ତାରିଖ ଠାରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ଆରମ୍ଭ ହୋଇଥିବା ବିଶେଷ ସଦସ୍ୟତା ଅଭିଯାନ ମାଧ୍ୟମରେ ବାଲିଗୁଡା ନିର୍ବାଚନ ମଣ୍ଡଳୀର ଅଧିବକ୍ତା ମାନଙ୍କୁ ନେଇ ଏକ ସ୍ଵତନ୍ତ ସଦସ୍ୟତା ଅଭିଯାନ ଅଧିବକ୍ତା ସଭାଗୃହରେ ଅନୁଷ୍ଠିତ!-->…