Sign in
Sign in
Recover your password.
A password will be e-mailed to you.
ପୂର୍ବ ଏସପିଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ସହ ନୂତନ ଏସପିଙ୍କୁ ସ୍ୱାଗତ ଜଣାଇଲେ ବିଭାଗୀୟ କର୍ମଚାରୀ
ମାଲକାନଗିରି : ମାଲକାନଗିରିରେ କାର୍ଯ୍ୟରତ ଥିବା ଏସପି ନିତେଶ ୱାଧୱାନିଙ୍କ ରାଉରକେଲା ବଦଳି ପରେ ତାଙ୍କୁ ବିଭାଗ ପକ୍ଷରୁ ଭବ୍ୟ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ନିଜ ଅଧିକାରୀଙ୍କୁ ଫୁଲ ବର୍ଷାରେ ବାଜା ବଜାଇ ଭାବ ବିହୋଳ ହୋଇ ବିଦାୟ ଦେଇଛନ୍ତି। ନିତେଶ ୱାଧୱାନି ଦିର୍ଘ ସମୟ!-->…
ଆଇଟିଡିଏର କାର୍ଯ୍ୟ ବକେୟା ଅର୍ଥ ନପାଇ କାର୍ଯ୍ୟାଳୟ ସମ୍ମୁଖରେ ଠିକାଦାରଙ୍କ ଧାରଣା
ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ସମନ୍ୱୟ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ବିଭିନ୍ନ ନିର୍ମାଣ କାର୍ଯ୍ୟ କରି ବିଲ୍ ପାଇ ନଥିବାରୁ ଆଜି ଆଇଟିଡିଏ କାର୍ଯ୍ୟାଳୟ ସମ୍ମୁଖରେ ଠିକାଦାର ମାନେ ଧାରଣା ଦେଇଛନ୍ତିା ଏହି ଧାରଣାକୁ ସମର୍ଥନ ଜଣାଇ ବିଜେଡି ନେତା ପ୍ରଦୀପ ମାଝି ମଧ୍ୟ ଯୋଗ ଦେଇ!-->…
ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆନ୍ତଃର୍ଜାତୀୟ ବୟସ୍କ ବ୍ୟକ୍ତିଙ୍କ ଦିବସ ପାଳନ।
(ବୟସ୍କ ବ୍ୟକ୍ତିଙ୍କୁ ସମାଜରେ ସମ୍ମାନ ଓ ସେବା ଦେବା ପାଇଁ ସଚ଼େତନତାର ବାର୍ତ୍ତା ରଖିଲେ - ଅଧ୍ୟକ୍ଷ)
ଆସିକା ତା ୩/୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଆସିକା ବିଜ୍ଞାନ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡ. ସନ୍ତୋଷ କୁମାର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଆନ୍ତଃର୍ଜାତୀୟ ବୟସ୍କ!-->!-->!-->…
ଗଞ୍ଜାମ ଏସପି ଭାବେ ଦାୟିତ୍ୱ ଗ୍ରହଣ କଲେ ଶୁଭେନ୍ଦୁ କୁମାର ପାତ୍ର
ଛତ୍ରପୁର : ଗଞ୍ଜାମ ପୁଲିସ ଜିଲ୍ଲାର ନୂତନ ଏସପି ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଶୁଭେନ୍ଦୁ କୁମାର ପାତ୍ର। ୨୦୧୯ ବ୍ୟାଚର ଯୁବ ଆଇପିଏସ ଅଫିସର ଆଜି ଯୋଗ ଦେବା ପରେ ବରିଷ୍ଠ ପୁଲିସ ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ କରିଥିଲେ । ପୂର୍ବରୁ ସେ କନ୍ଧମାଳରେ ଏସପି!-->…
ଚାଷୀ ମାନଙ୍କର ଜମି କୁ ଜଳସେଚନ ସମସ୍ୟାର ସମାଧାନ ଲାଗି ସ୍ଵପ୍ନେଶ୍ଵର କୃଷକ ସଂଘର ଦାବୀ
ଛତ୍ରପୁର, : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଅଞ୍ଚଳ ଚାଷୀ ମାନଙ୍କର ଜମିକୁ ଜଳସେଚନ ସମସ୍ୟାର ସମାଧାନ ଓ ଅସାଧୁ ବ୍ୟକ୍ତିଙ୍କ ଅକ୍ତିଆରରେ ଥିବା ନାଳ ଓ ସରକାରୀ ଜମିକୁ ଉଦ୍ଧାର କରିବା ସକାଶେ ଶ୍ରୀ ଶ୍ରୀ ସ୍ୱପ୍ନେଶ୍ୱର କୃଷକ ସଂଘ ପକ୍ଷରୁ ଓଡିଶା ର ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଗଞ୍ଜାମ!-->…
ଓଡିଶା ରାଜ୍ୟ ଆଶା କର୍ମୀ ସଂଘର ଗଞ୍ଜାମ ଜିଲ୍ଲା ଶାଖାପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦେଶ୍ୟରେ ୬ ଦଫା ସମ୍ବଳିତ ଦାବିପତ୍ର…
ଛତ୍ରପୁର, : ଭାରତୀୟ ମଜଦୁର ସଙ୍ଘ ଅନୁବନ୍ଧିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ର ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ଭାରତର ପ୍ରଧାନମନ୍ତ୍ରୀ ଙ୍କ ଉଦେଶ୍ୟରେ ଗୁରୁବାର ଏକ ଲିଖିତ ଦାବିପତ୍ର ଗଞ୍ଜାମ ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି l ଆଶା କର୍ମୀ ମାନଙ୍କୁ ସରକାରୀ ମାନ୍ୟତା ପ୍ରଦାନ!-->…
ଓଡିଶା ଆଉଟସୋରସିଂ ନର୍ସିଂ କର୍ମଚାରୀ ୟୁନିଅନ ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଦାବିପତ୍ର ପ୍ରଦାନ
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ନର୍ସିଂ କର୍ମଚାରୀଙ୍କ ଛଟେଇ ନିର୍ଦେଶ ପୁନଃ ବିଚାର କରି ସେମାନଙ୍କୁ ପୁନଃ ନିଯୁକ୍ତି ପ୍ରଦାନ କରିବା ଲାଗି ଗୁରୁବାର ପୁଣି ଜିଲ୍ଲାପାଳଙ୍କୁ ଭେଟିଲେ ଓଡିଶା ଆଉଟଶୋରସିଂ ନର୍ସିଂ କର୍ମଚାରୀ ୟୁନିଅନ ଗଞ୍ଜାମ ଜିଲ୍ଲା!-->…
ରାଜ୍ୟ ମୁଖ୍ୟ ସୂଚନା କମିଶନର(ସିଆଇସି)ପାଇଁ ବିଜ୍ଞପ୍ତି, ଲୋକାୟୁକ୍ତ ଅଧ୍ୟକ୍ଷ ପଦ ପୂରଣ ହେବ କେବେ ?
ଭୁବେନଶ୍ବର : ରାଜ୍ୟ ମୁଖ୍ୟ ସୂଚନା କମିଶନର(ସିଆଇସି) ଜଳଦ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ଆଜି ଏହି ପଦବୀ ପୂରଣ ପାଇଁ ରାଜ୍ୟ ସରକାର ବିଜ୍ଞାପନ ଜାରି କରିଛନ୍ତି । ମାତ୍ର ଦୀର୍ଘଦିନ ଧରି ଖାଲି ପଡ଼ିଥିବା ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ,!-->…
ଆହାର କେନ୍ଦ୍ରରେ ଲୋକଙ୍କ ସହିତ ଖାଇଲେ ରାଜସ୍ୱ ମନ୍ତ୍ରୀ
ସମ୍ବଲପୁର : ଆହାର କେନ୍ଦ୍ରରେ ଖାଇବା ପାଇଁ ଧାଡ଼ିରେ ଛିଡ଼ା ହୋଇ ଟୋକନ୍ କଲେ। ଟୋକନ୍ ନେଇ ଲୋକଙ୍କ ସହିତ ଖାଇଲେ। ଆଉ ସୁଖ ଓ ଦୁଃଖ ପଚାରି ବୁଝିଲେ। ସମାଧାନ ପାଇଁ ଲୋକଙ୍କୁ ପ୍ରତିଶ୍ରୁତି ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସମ୍ୱଲପୁର ଥାଉନ୍ରେ ଦେଖିବାକୁ ମିଳିଛି ଏପରି ଚିତ୍ର।!-->…
ନିଜର ଇସ୍ତଫା ଓ ଉପନିର୍ବାଚନ ଚର୍ଚ୍ଚାକୁ ଖଣ୍ଡନ କଲେ ବିଧାୟକ ସୁଜାତା ସାହୁ
ଯାଜପୁର : ବିଜେଡିର ଦ୍ୱିତୀୟ କ୍ଷମତା କେନ୍ଦ୍ର ଭାବେ ପରିଚିତ ପ୍ରଣବ ପ୍ରକାଶ ଦାସଙ୍କ ବୟାନ ପରେ ଯାଜପୁର ସଦର ବିଧାୟକ ସୁଜାତା ସାହୁଙ୍କ ଇସ୍ତଫା ଓ ଉପନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ଏହି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି ସୁଜାତା ସାହୁ। ଆଉ ସବୁ ଦୋଷ ଗଣମାଧ୍ୟମକୁ ଠେଲିଛନ୍ତି।!-->…