ଦିଲ୍ଲୀରେ ୨୦୦୦ କୋଟି ଟଙ୍କାର କୋକେନ ଜବତ

ଦିଲ୍ଲୀରେ ଆଜି ୫୦୦ କେଜିରୁ ଅଧିକ ଓଜନର କୋକେନ ଜବତ କରାଯାଇଛି। ଜବତ କୋକେନର ମୂଲ୍ୟ ୨୦୦୦ କୋଟି ଟଙ୍କା ହେବ ବୋଲି ଦିଲ୍ଲୀ ପୁଲିସ କହିଛି। ଏହି ଘଟଣାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି। ଏତେ ପରିମାଣରେ କୋକେନ ଜବତ ହେବା ପରେ ଦିଲ୍ଲୀ ପୁଲିସ କହିଛି ଯେ ଏହା ପଛରେ କୌଣସି ଅନ୍ତର୍ଜାତୀୟ…

କନ୍ଧମାଳ ବିଜେଡି ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ବିଜୁଜନତା ଦଳ ପକ୍ଷରୁ ଗାନ୍ଧୀଜି ଓ ଶାସ୍ତ୍ରୀଜି ଜୟନ୍ତୀ ପାଳିତ ହୋଇଯାଇଛି । ଆଜିର ଏହି ପବିତ୍ର ଦିନରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଭାରତର ତୃତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଓ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କର ଆଦର୍ଶ ଓ…

ପାବୁରିଆଠାରେ ମା’ ଗୃହ ସେବା ସମ୍ପର୍କୀତ ସଚେତନତା

ଫୁଲବାଣୀ- ଜନ ସଚେତନତା ସୃଷ୍ଟି କରାଇ ଉପାନ୍ତ ଅଂଚଳ ଗୁଡିକରେ ସମସ୍ତ ଗର୍ଭବତୀଙ୍କୁ ଘରୋଇ ପ୍ରସବରୁ ନିବୃତ କରାଇବା ଏକ କଷ୍ଟକର ବ୍ୟାପାର । ଦିର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲରେ ସ୍ୱାସ୍ଥ୍ୟ ସେବା ମଧ୍ୟରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ଶିଶୁ ଓ ମାତୃ ମୃତ୍ୟ…

ବିଜେପି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷାଙ୍କ ବ୍ରହ୍ମପୁର ଗସ୍ତ

ବ୍ରହ୍ମପୁର : ଗଞ୍ଜାମବାସୀଙ୍କ ଅପୂର୍ବ ଭଲ ପାଇବା ଯୋଗୁଁ ୨୦୨୪ ସାଧାରଣ ନିର୍ବାଚନରେ ଭାରତୀୟ ଜନତା ପାର୍ଟିକୁ ଅପୂର୍ବ ସଫଳତା ମିଳିଥିଲା । ଗଞ୍ଜାମ ଜିଲ୍ଲାର ୧୩ ଟି ବିଧାନସଭା ଆସନରୁ ୧୧ ଟି ବିଧାନସଭା ଆସନରେ ବିଜେପିର ବିଧାୟକଙ୍କ ସମେତ ଜିଲ୍ଲାର ଦୁଇଟି ଲୋକସଭା କ୍ଷେତ୍ରରେ ମଧ୍ୟ ଦୁଇ ଜଣ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ନାହିଁ ବାତ୍ୟା ଭୟ

ଭୁବନେଶ୍ବର: ଆଜି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ବର୍ଷା ହୋଇପାରେ ବୋଲି ଆଜି ସୂଚନା ଦେଇଛନ୍ତି ଆଇଏମଡି ମହାନିର୍ଦ୍ଦେଶକ…

ଜାତିସଂଘ ମହାସଚିବଙ୍କୁ ବ୍ୟାନ୍‌ କଲା ଇସ୍ରାଏଲ୍‌

ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସଙ୍କୁ ବ୍ୟାନ୍‌ କରିଛି ଇସ୍ରାଏଲ୍‌। ଇସ୍ରାଏଲ ମାଟିକୁ ଗୁଟେରସଙ୍କ ପ୍ରବେଶ ଉପରେ ନିଷେଧ ଘୋଷଣା କରିଛି। ଇସ୍ରାଏଲ ଉପରେ ଇରାନର ଆକ୍ରମଣକୁ ନିନ୍ଦା କରି ନଥିବାରୁ ଏହି ବ୍ୟାନ୍‌ ଘୋଷଣା କରାଯାଇଛି। ଇସ୍ରାଏଲର ବୈଦେଶିକ ମନ୍ତ୍ରୀ ଇସ୍ରାଏଲ କ୍ୟାଟ୍‌ଜ…

ମହାଳୟା ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ସମ୍ବଲପୁର: ଆଜି ମାଆ ସମଲେଶ୍ବରୀଙ୍କ ଧବଳମୁଖୀ ବେଶ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀ ଭକ୍ତଙ୍କୁ ଧଵଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି । ବର୍ଷ ତମାମ ସିନ୍ଦୁର ବର୍ଣ୍ଣରେ ଦର୍ଶନ ଦେଉଥିବା ମାଆ ସମଲେଶ୍ୱରୀ କେବଳ ମହାଳୟାରେ ଶ୍ୱେତବର୍ଣ୍ଣରେ ଦର୍ଶନ…

ସିଆର୍ ପିଏଫ୍ ୧୨୭ ବାଟାଲିୟନ ଦ୍ଵାରା ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପାଳନ

ବାଲିଗୁଡା : ମହାତ୍ମା ଗାନ୍ଧୀଙ୍କ ୧୫୫ ତମ ଜନ୍ମ ବାର୍ଷିକ ପାଳନ ଅବସରରେ କନ୍ଧମାଳ ଜିଲ୍ଲାର ବାଲିଗୁଡା ଠାରେ ସିଆର୍ ପିଏଫ୍ ୧୨୭ ବାଟାଲିୟନ ତରଫରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି | ଏହି ଅବସରରେ ସିଆରପିଏଫ୍ ର ଜବାନ ମାନେ ବାଲିଗୁଡ଼ା ର ବସଷ୍ଟାଣ୍ଡ , ମନ୍ଦିର,…

ମଧ୍ୟପ୍ରାଚ୍ୟରେ ଏକ ବିପଜ୍ଜନକ ସ୍ଥିତି ତିଆରି କରିଛି ଇରାନ: କମଲା ହାରିସ

ମଧ୍ୟପ୍ରାଚ୍ୟାରେ ଘନେଇବାରେ ଲାଗିଛି ଯୁଦ୍ଧ ଆଶଙ୍କା। ଇସ୍ରାଏଲ ଉପରେ ତୁହାକୁ ତୁହା ମିସାଇଲ ମାଡ କରିଛି ଇରାନ୍‌। ଏହାକୁ ନେଇ ଏବେ ଇରାନ୍‌ ଉପରେ ବର୍ଷିଛନ୍ତି ଆମେରିକାର ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ। ସେ କହିଛନ୍ତି ଯେ ଇରାନ…

‘ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିସ୍ତାର ନାହିଁ’

ପୁରୀ: ଶ୍ରୀମନ୍ଦିର ଲୁହା କଡ଼େଇ ଅବଢ଼ା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ କଠୋର ପଦକ୍ଷେପ ନିଆଯିବ । ଆଇନ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏହି ମାମଲାର ଏବେ ବି ସମୀକ୍ଷା ଚାଲିଛି…