Sign in
Sign in
Recover your password.
A password will be e-mailed to you.
ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲା; ଘର ଲୋକଙ୍କୁ କୁହାଯାଇଥିଲା- ଝିଅ ଆତ୍ମହତ୍ୟା କରିଛି
କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଗୋଟିଏ ପରେ ଗୋଟିଏ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏଭଳି ଜଘନ୍ୟ କାଣ୍ଡ ପଛରେ ହସ୍ପିଟାଲର ହାତ ଥିବା ନେଇ ଅଭିଯୋଗ ମଧ୍ୟରେ ମୃତ ଡାକ୍ତରଙ୍କ ବାପା ଓ ମାଆ ସଙ୍ଗୀନ ଅଭିଯୋଗ ଆଣିଛନ୍ତି।
ଡାକ୍ତରଖାନା ପକ୍ଷରୁ ସେମାନଙ୍କୁ ଝିଅ!-->!-->!-->…
ସୁଦୃଢ଼ ଶିକ୍ଷାନୀତିର ପ୍ରଣୟନ ଆଣିବ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ: ମନ୍ତ୍ରୀ
ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି -୨୦୨୦ର ପ୍ରଣୟନ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ ଆଣିବ। ୧୯୩୬ ମସିହାରେ ଓଡ଼ିଶା ଏକ ଭାଷାଭିତ୍ତିକ ପ୍ରଦେଶର ମାନ୍ୟତା ପାଇଥିଲା। ୨୦୩୬ ମସିହା ସୁଦ୍ଧା ଓଡ଼ିଶାର ସାମାଜିକ ଓ ଅର୍ଥନୈତକ ବିକାଶର ସ୍ବପ୍ନ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ!-->…
ରାସ୍ତା ଓ କୋଠାବାଡ଼ିର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ବର: ମହଙ୍ଗା ପଡିଲା କଳା ଧନରେ ଅୟସ ଆରାମ । ବାନ୍ଧିଲା ଭିଜିଲାନ୍ସ । ଆର ଏବଂ ବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୂଳ ମାମଲାରେ ଆଜି ଭିଜିଲାନ୍ସ ଗିରଫ କରିଛି । ଗତକାଲି ଏକା ସାଙ୍ଗରେ ମିଶ୍ରଙ୍କ ପ୍ରାୟ ୯ଟି ସ୍ଥାନରେ ଚଢାଉ!-->…
ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ କୋଲକାତା ହାଇକୋର୍ଟ
କୋଲକାତା: କୋଲକାତାର ଆରଜି ମେଡିକାଲ କଲେଜର ଜଣେ ପ୍ରଶିକ୍ଷଣର୍ଥୀ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କୋଲକାତା ହାଇକୋର୍ଟ। ତୁରନ୍ତ ସମସ୍ତ କାଗଜପତ୍ର ସିବିଆଇକୁ ହସ୍ତାନ୍ତର କରିବାକୁ ହାଇକୋର୍ଟ ରାଜ୍ୟ ପୁଲିସକୁ କହିଛନ୍ତି। ସେପଟେ ମେଡିକାଲ!-->…
ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ ୪ଦିନ ଯାଏ ବର୍ଷା । ୧୮ ପରେ କମିବ ବର୍ଷାର ପରିମାଣ । ଓଡ଼ିଶାର ଚତୁପାର୍ଶ୍ବରେ ୩ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଦକ୍ଷିଣ ବାଂଲାଦେଶ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ!-->…
ମହାପ୍ରଭୁ ପଡିଯିବା ଘଟଣା: ଆରମ୍ଭ ହେଲା ତଦନ୍ତ
ପୁରୀ: ରଥଯାତ୍ରା ସମୟରେ ଆଡପ ପହଣ୍ଡି ବେଳେ ବଡ ଠାକୁର ପଡିଯିବା ଘଟଣାରେ ଆରମ୍ଭ ହେଲା ତଦନ୍ତ । ଏକ ୩ ଜଣିଆ କମିଟି ଏହା ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ଏନେଇ ବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀଙ୍କୁ ଡାକି କମିଟି ପଚରାଉଚରା କରିଥିବା ବେଳେ ଦଇତାପତି, ପ୍ରତିହାରୀ, ଖୁଣ୍ଟିଆ ସେବକ,!-->…
ବାଂଲାଦେଶ ହିଂସା: ଢାକେଶ୍ୱରୀ ମନ୍ଦିର ଗଲେ ମହମ୍ମଦ ୟୁନୁସ, ହିନ୍ଦୁ ନେତାଙ୍କ ସହ କଲେ ଆଲୋଚନା
ବାଂଲାଦେଶରେ ଥିବା ହିନ୍ଦୁ ନେତାମାନଙ୍କୁ ଭେଟିଛନ୍ତି ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସ। ସେ ଢାକା ସ୍ଥିତ ଢାକେଶ୍ୱରୀ ମନ୍ଦିନକୁ ଯାଇ ହିନ୍ଦୁ ନେତାଙ୍କୁ ବ୍ୟକ୍ତିଗତ ଭାବେ ସାକ୍ଷାତ କରିଛନ୍ତି। ଏଥିସହ ସମସ୍ତଙ୍କୁ ସମାନ ଅଧିକାରର ବାର୍ତ୍ତା ଦେଇଛନ୍ତି।
ଦେଶରେ!-->!-->!-->…
ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଓଡ଼ିଶାରେ ନିର୍ମାଣାଧୀନ ଓ ପ୍ରସ୍ତାବିତ ଜାତୀୟ ରାଜପଥର ନିର୍ମାଣ ନେଇ ମୁଖ୍ୟ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଛନ୍ତି। ବୈଠକରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାର ଦାବି ରଖିଛନ୍ତି। ସେ ରାଜ୍ୟରେ କୋଷ୍ଟାଲ ହାଇୱେ!-->…
ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜାଙ୍କ ପରଲୋକ
ବରଗଡ଼: ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ ସାହୁ।
କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି!-->!-->!-->…
୨୦୩୬ ସୁଦ୍ଧା ଭାରତର ଜନସଂଖ୍ୟା ୧୫୨ କୋଟି ଡେଇଁବ
ଭାରତର ଜନସଂଖ୍ୟା ୨୦୩୬ ସୁଦ୍ଧା ୧୫୨.୨ କୋଟି ଛୁଇଁବ। ସେହିପରି ମହିଳାଙ୍କ ସଂଖ୍ୟା ୨୦୧୧ରେ ୪୮.୫% ଥିବା ବେଳେ ୨୦୩୬ ବେଳକୁ ଏହା ସାମାନ୍ୟ ବୃଦ୍ଧି ପାଇ ୪୮.୮%ରେ ପହଞ୍ଚିବ। ପରିସଂଖ୍ୟନ ଓ କାର୍ଯ୍ୟକ୍ରମ ମନ୍ତ୍ରଣାଳୟ ପକ୍ଷରୁ ଜାରି ରିପୋର୍ଟରେ ଏପରି ସୂଚନା ଦିଆଯାଇଛି।
‘Women and Men!-->!-->!-->…