ADG ଦୟାଲ ଗଙ୍ଗୱାର ନିଲମ୍ବିତ, ଘରେ ୮ ଜଣ ଜିଆରପି କର୍ମଚାରୀଙ୍କୁ ରଖି କାମ କରାଉଥିଲେ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ସରକାରୀ ନିର୍ଦ୍ଦେଶନାମା ଅନୁସାରେ, ବରିଷ୍ଠ ଆଇପିଏସ ଅଧିକାରୀ ଦୟାଲ ଗାଙ୍ଗୱାରଙ୍କୁ ତୁରନ୍ତ ନିଲମ୍ବିତ ବା ସସପେଣ୍ଡ କରାଯାଇଛି । ପୂର୍ବତନ ଏଡିଜିପି ରେଳବାଇ ଓ ମୁଖ୍ୟାଳୟ ତଥା ବର୍ତ୍ତମାନର ଗୃହ ବିଭାଗ ଓଏସଡି ଭାବେ

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ୩୨ଟି ଦାମୀ ପ୍ଲଟ୍ ଓ ୨ଟି ଫାର୍ମହାଉସ ଠାବ

ଜୟପୁର : ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ୍ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢ଼ାଉ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ । ୭ଜଣ ଡିଏସ୍ ପି, ୯ ଜଣ

ଖରାପ ପାଗ ଯୋଗୁଁଁ ରାଇରଙ୍ଗପୁରରେ ୨ ଘଣ୍ଟା ବିଳମ୍ବରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର : ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିର୍ଦ୍ଧାରିତ ସମୟର ପ୍ରାୟ ୨ ଘଣ୍ଟା ବିଳମ୍ବରେ ପହଞ୍ଚିଲେ ମହାମହିମ। ପ୍ରତିକୂଳ ପାଗ ଯୋଗୁଁଁ ଆକାଶ ବଦଳରେ ସଡକ ପଥରେ ଆସି ପହଞ୍ଚିଲେ।ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ପଶ୍ଚିମବଙ୍ଗ

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା : ଗୁରୁ ହେଉଛନ୍ତି ଦେଶ ବିକାଶର ବିନ୍ଧାଣି

ନୟାଗଡ଼ (ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ଶିକ୍ଷା ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିଚାଳନା କମିଟିର ସମ୍ପାଦକ କବିକେତନ ଗୌରଚରଣ ସାମନ୍ତ ସିଂହାହରଙ୍କ ଆବାହକତ୍ୱରେ ଶୁକ୍ରବାର ଦିନ ଶିଶୁ ବିଦ୍ୟାମନ୍ଦିର ବୌଦ୍ଧିକ ମଣ୍ଡପରେ ବିଦାୟ କାଳୀନ

ଫୁଟାନଡା ମନ୍ଦିରାପାରାରେ ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଅନେକ ଯୋଗ୍ୟ ହିତାଧିକାରୀ: ପ୍ରଶାସନ ବିରୋଧରେ ଅସନ୍ତୋଷ

ଉମରକୋଟ : ଉମରକୋଟ ଓ ରାଇଘର ଅଞ୍ଚଳରୁ ମିଳିଥିବା ସୂଚନା ଅନୁଯାୟୀ, ସରକାରଙ୍କ ପକ୍ଷରୁ ବୃଦ୍ଧ–ବୃଦ୍ଧାମାନଙ୍କ ଜୀବନଧାରଣକୁ ସହାୟତା ଯୋଗାଇବା ପାଇଁ ବାର୍ଦ୍ଧକ୍ୟ ଭତ୍ତା ଯୋଜନା କାର୍ଯ୍ୟକରୀ ହେଉଥିବା ବେଳେ ପଞ୍ଚାୟତ ଓ ବ୍ଲକ ପ୍ରଶାସନର ଅବହେଳା ଯୋଗୁଁ ଅନେକ ଯୋଗ୍ୟ ହିତାଧିକାରୀ ଏହି

+୩ ସିଟ୍ ସଂଖ୍ୟା ବଢାଇଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ବର: ଯୁକ୍ତ ୩ (UG) ସିଟ୍ ବୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ । ରାଜ୍ୟର ବିଭିନ୍ନ କଲେଜରେ ମୋଟ ୧୦ ହଜାର ୩୭୨ ଅତିରିକ୍ତ ସିଟ ବୃଦ୍ଧି କରାଯାଇଛି । ଷ୍ଟେଟ୍ ପବ୍ଲିକ ୟୁନିଭର୍ସିଟିଗୁଡ଼ିକରେ ୧୨୧୬ ସିଟ ବଢ଼ାଯାଇଥିବା ବିଭାଗ ପକ୍ଷରୁ ସୂଚନା ରହିଛି । ତେବେ ଯୁକ୍ତ ୩ ନାମଲେଖା ପାଇଁ

ରାଇଘରରେ ଏସସି ଏବଂ ଏସଟି ସମୁଦାୟର ସାମୁଦାୟିକ ସଂପୃକ୍ତି କାର୍ଯ୍ୟକ୍ରମ: ବିଭିନ୍ନ ପ୍ରତିଭା ସମ୍ମାନିତ

ଉମରକୋଟ : ଉମରକୋଟ ଓ ରାଇଘର ଅଞ୍ଚଳରୁ ମିଳିଥିବା ସୂଚନା ଅନୁଯାୟୀ, ରାଇଘର ବ୍ଲକ ପରିସରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ସମୁଦାୟର ସର୍ବାଙ୍ଗୀନ ବିକାଶ ତଥା ସରକାରୀ କଲ୍ୟାଣକାରୀ ଯୋଜନାଗୁଡ଼ିକର ବ୍ୟାପକ ପ୍ରଚାର ଓ ପ୍ରସାର ଉଦ୍ଦେଶ୍ୟରେ ଏକ ସାମୁଦାୟିକ ସଂପୃକ୍ତି କାର୍ଯ୍ୟକ୍ରମ

ପ୍ରଖର ଖରା ଯୋଗୁଁ ମହାପ୍ରଭୁଙ୍କ ତିନି ରଥର ବିଭିନ୍ନ ଅଂଶରେ ଫାଟ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ରଥଖଳାରେ ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଆଗେଇ ଚାଲିଥିବା ବେଳେ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଚଳିତ ବର୍ଷର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଏବଂ ପ୍ରଖର ଖରା ଯୋଗୁଁ ମହାପ୍ରଭୁଙ୍କ ତିନି ରଥର କେତେକ ଗୁରୁତ୍ୱପୂର୍ଣ୍ଣ ଅଂଶରେ

ସୌରଶକ୍ତିର ସଫଳତା : ଗଞ୍ଜାମର ପ୍ରାୟ ୩୦୦୦ ଉପଭୋକ୍ତାଙ୍କ ବିଜୁଳି ବିଲ୍ ଶୂନ

• ଓଡ଼ିଶାର ସୌର ବିପ୍ଳବର ନେତୃତ୍ୱ ନେଉଛି ଗଞ୍ଜାମ• ଜିଲ୍ଲାରେ ମୋଟ ୧୧,୧୮୭ ରୁଫ୍ ଟପ୍ ସୋଲାର ସ୍ଥାପନ• ୪,୧୦୨ ଉପଭୋକ୍ତା ୟୁଏଲ୍ଏ ମଡେଲ ଅଧୀନରେ ସୋଲାର ସ୍ଥାପନ କରିଛନ୍ତି• ଟିପିଏସ୍ଓଡିଏଲ୍ ତରଫରୁ ଦକ୍ଷିଣ ଓଡ଼ିଶାରେ ମୋଟ ୧୬,୭୫୬ ରୁଫ୍ ଟପ୍ ସୋଲାର ସ୍ଥାପନ ବ୍ରହ୍ମପୁର : ଗଞ୍ଜାମ

ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାୟାକଳ୍ପ ପୁରସ୍କାର ଉତ୍ସବ ପାଳିତ

ନୟାଗଡ: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଲଗାତାର ୬ଥର କାୟାକଳ୍ପ ପୁରସ୍କାର ମିଳିଥିବା ବେଳେ ଏହାକୁ ନେଇ କାୟାକଳ୍ପ ପୁରସ୍କାର ଉତ୍ସବ ପାଳନ ହୋଇଅଛି ।ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା ନିଲାଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ