ବାଇକକୁ ଧକ୍କା ଦେଲା ବାଇକ, ଚାଳକ ଜୀବନ୍ତ ଦଗ୍ଧ

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଡପାନି ରାସ୍ତାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଯାହା ପରେ ଦୁଇ ବାଇକ୍‌ ବିଚ୍‌ ରାସ୍ତାରେ ହୁତୁହୁତ ହୋଇ ଜଳିବାକୁ ଲାଗିଲା। ଏହି ଅଘଟଣରେ ଜଣେ ବାଇକ୍‌ ଚାଳକ ଜୀଅନ୍ତା ଜଳି ଯାଇଥିବା ବେଳେ ଦୁଇ ଜଣ…

ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ

ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ। ତେଲକୋଳେଇ ଥାନା ମାମଲାରେ ତାଙ୍କୁ ମିଳିଛି ଆଗୁଆ ଜାମିନ। ଗତ ୨୧ତାରିଖରେ ଝାରସୁଗୁଡ଼ାର ତେଲକୋଳେଇ ଥାନା ଅଞ୍ଚଳରେ ଥିବା କୋଲ ଇଣ୍ଡିଆ ଅଫିସ ସାମ୍ନାରେ ପ୍ରତିବାଦ ଧାରଣା ଘଟଣାରେ ଦାୟର ମାମଲାରେ…

ବିଜେଡି ବିବାଦରେ ଆକ୍ସନ: ୪ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର: ବିଜେଡି ଭିତର ବିବାଦ ଦିନକୁ ଦିନ ବଢୁଥିବା ବେଳେ ଏବେ ଆରମ୍ଭ ହୋଇଛି ଆକ୍ସନ ପ୍ରକ୍ରିୟା । ୪ଜଣ ବିଜେଡି ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ଜିଲ୍ଲା ସଭାପତି । କର୍ପୋରେଟର ଅମରେଶ ଜେନା, ବିରଞ୍ଚି ମହାସୂପକାରଙ୍କୁ ନୋଟିସ ଯାଇଥିବା ବେଳେ ବିଜୁ ଛାତ୍ର ଜନତା ଦଳର…

ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁରେଶ ଦେବଦତ୍ତ ସିଂହ

ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ୍‌ ସିଟି କମିଶନର । ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ ଆଜି ନୂତନ ଦାୟିତ୍ୱ ଗ୍ରହଣ…

ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ, ୧୭ ଆକ୍ରାନ୍ତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ମେଘଲା ଗାଁରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେହିପରି ଗାଁରେ ଆହୁରି ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି, ଉପି ମଲ୍ଲିକ (୬୬) ଓ ଖଇରୁ ଜାଲ (୫୫)। ଝାଡ଼ାବାନ୍ତିରେ…

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଲାଗିଲା ନିଆଁ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳାୟରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଲିଲା ଇନଭର୍ଟର । ତେବେ ଏଥିରେ କେହି ଆହତ ହୋଇନଥିବା ସୂଚନା ମିଳିଛି । ତେବେ ମିଳିଥିବା ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଇନଭର୍ଟର ଫାଟି ଅଗ୍ନିକାଣ୍ଡ ଘଟିଛି । ଯେଉଁ…

ରାଜନୀତିଠୁ ଭଗବାନଙ୍କୁ ଦୂରେଇ ରଖ; ଲଡୁ ବିବାଦକୁ ନେଇ ଏପରି କହିଲେ ସୁପ୍ରିମକୋର୍ଟ

ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିର ଲଡ଼ୁ ବିବାଦକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ଆଜି ସୁପ୍ରିମକୋର୍ଟରେ ଏ ଉପରେ ଶୁଣାଣି ହୋଇଛି। ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି। ତଦନ୍ତ ହେବା…

ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ ଅଧିକାରୀ

କଟକ: ଭରତପୁର ଥାନା ବିବାଦ ଘଟଣାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ କର୍ମଚାରୀ | ଇନ୍ସପେକ୍ଟର ଦୀନକୃଷ୍ଣ ମିଶ୍ରଙ୍କ ସମେତ ଅନ୍ୟ ୪ ପୁଲିସ କର୍ମଚାରୀ ବି ଆଗୁଆ ଜାମିନ ଆବେଦନ କରିଛନ୍ତି | ଉଲ୍ଲେଖ ଥାଉ କି ଭରତପୁର ଥାନା ମାମଲାରେ ମିଛଧରା ପରୀକ୍ଷାର ସମ୍ମୁଖୀନ…

‘ନବୀନଙ୍କ ସମୟରେ ହିଁ ବଦଳିଛି ନଗଡା ଚିତ୍ର’

ଭୁବନେଶ୍ବର: ରବିବାର ଯାଜପୁର ବଡଚଣାରେ ଆୟୋଜିତ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ଓ ସୁପ୍ରିମୋଙ୍କୁ ଜୋରଦାର ଟାର୍ଗେଟ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାହାକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ…

ଆପଣ ୨୦୪୭ ଯାଏ ବଞ୍ଚନ୍ତୁ, ଖଡ଼ଗେଙ୍କୁ ଟାର୍ଗେଟ୍‌ କଲେ ଶାହ

'ଖଡ଼ଗେ ଦୀର୍ଘାୟୁ ହୁଅନ୍ତୁ। ସୁସ୍ଥ ରୁହନ୍ତୁ। ୨୦୪୭ ଯାଏ ବିକଶିତ ଭାରତର ନିର୍ମାଣ ହେବା ଯାଏ ସେ ଜୀବିତ ରୁହନ୍ତି।' ଆଜି ଏଭଳି କିଛି କହି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଜମ୍ମୁ-କଶ୍ମୀରର ଜସ୍ରୋତାଠାରେ ଏକ…