୪ ରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ

ଭୁବନେଶ୍ୱର: ଅକ୍ଟୋବର ୬ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ। ହେଲେ ରାଜ୍ୟର କେଉଁ ଜିଲ୍ଲାରେ ଏହାର କେତେ ପ୍ରଭାବ ପଡ଼ିବ ସେ ନେଇ ଆକଳନ…

ଭରତପୁର ଘଟଣାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ବର: ଆରମ୍ଭ ହେଲା ରାଜଧାନୀର ବହୁ ଚର୍ଚ୍ଚିତ ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ । ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ସର୍କିଟ ହାଉସରେ ଏନେଇ ଆରମ୍ଭ ହୋଇଛି ବିଚାର ବିମର୍ଷର ପ୍ରଥମ ବୈଠକ । ଏଥିସହିତ ଏହି ବୈଠକରେ ପୋଲିସ ଡିଜି ଓ ଗୃହ ସଚିବ ମଧ୍ୟ…

‘ଏହା କଫି ସପ୍‌ ନୁହଁ, କୋର୍ଟ’: ଓକିଲଙ୍କ ଉପରେ ବର୍ଷିଲେ CJI

'ଏହା କୌଣସି କଫି ସପ୍‌ ନୁହେଁ। ଏହା ହେଉଛି କୋର୍ଟ।' ଏକ ମାମଲାର ଶୁଣାଣି ସମୟରେ ଏଭଳି କିଛି କହି ଓକିଲଙ୍କ ଉପରେ ବର୍ଷିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ୱାଇ ଚନ୍ଦ୍ରଚୂଡ। ଆଜି ସୁପ୍ରିମକୋର୍ଟର ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ଚାଲିଥିଲା। ଏହି ସମୟରେ ଓକିଲା 'yeah' ଶବ୍ଦ…

ଭଦ୍ରକରେ ସୁଧୁରୁଛି ସ୍ଥିତି, ଆଜି ଲିଜ୍ ଲାଇନ ଇଣ୍ଟରନେଟ ସେବା ଆରମ୍ଭ

ଭଦ୍ରକ : ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ଓ ଧାମନଗରରେ ଉତ୍ତେଜନା ଘଟଣା । ପୋଲିସକୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୨୨ ଗିରଫ । ଉତ୍ତେଜନା ପରେ ଭଦ୍ରକରେ ସୁଧୁରୁଛି ସ୍ଥିତି । ବିବାଦୀୟ ପୋଷ୍ଟ କରିଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ପରେ ପରିସ୍ଥିତି…

ଡିପଥେରିଆ ଆତଙ୍କ: ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ପରିସ୍ଥିତି ଅନୁଧ୍ୟାନ କଲେ ଡାକ୍ତରୀ ଟିମ୍

ମାଲକାନଗିରି: ମାଲକାନଗିରି ଡିପଥେରିଆ ଆତଙ୍କ। ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମେଡିକାଲ ଟିମ୍ ଗାଁରେ ପହଂଚି ସ୍ଥିତି ପରଖିଛି। ମୃତକ ଜଣକ ଛାତ୍ର ହୋଇଥିବାରୁ ତଙ୍ଗଗୁଡ଼ା ଆବାସିକ ବିଦ୍ୟାଳୟରେ ପହଞ୍ଚି ସମସ୍ତ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି ଟିମ୍ । କୋରାପୁଟ,…

ମାଲକାନଗିରି ଜିଲ୍ଲାରେ ଜିଲ୍ଲା ଭିତ୍ତିକ ଶିକ୍ଷକ ନିଯୁକ୍ତିକୁ ନେଇ ତେଜିଲା ବିବାଦ…

ବିରୋଧ କଲା ଜିଲ୍ଲା ମିଳିତ କ୍ରିୟାନୁଷ୍ଠାନ କମିଟି । ମାଲକାନଗିରି : ମାଲକାନଗିରି ଅବିଭକ୍ତ କୋରାପୁଟ ଜିଲ୍ଲାରେ ଦୀର୍ଘ ଦିନର ବେରୋଜଗାର ଓ ନିଯୁକ୍ତିକୁ ନେଇ ରହିଥିବା ଅସନ୍ତୋଷ ପୁଞ୍ଜିଭୂତ ହୋଇଛି । ବର୍ତ୍ତମାନ ନବରଙ୍ଗପୁର ଜିଲ୍ଲା ପରେ ଆଜି ମାଲକାନଗିରି ଜିଲ୍ଲାରେ ଦେଖିବାକୁ ମିଳିଛି…

ଯୋଗାଣ ବିଭାଗ ର ନିଷ୍କ୍ରିୟତା : ଏମ.ଆର.ପି କୁ ଆଳକରି ଚଢ଼ା ଦରରେ ବିଭିନ୍ନ ସାମଗ୍ରୀ ବିକ୍ରି…!

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଦ୍ୱିତୀୟ ବ୍ୟବସାୟିକ ପେଣ୍ଠ ସ୍ଥଳି ଆସିକା। ଦୀର୍ଘ ଦିନ ହେଲା ଏଠାକାର ଯୋଗାଣ ବିଭାଗ ଚିର ନିଦ୍ରାରେ ରହିବା ଫଳରେ ଖାଦ୍ୟ ସାମଗ୍ରୀ କୁ ଅତି ଚଢ଼ା ଦରରେ କିଛି ବ୍ୟବସାୟୀ ବିକ୍ରି କରୁଛନ୍ତି। କରିବା ଗଞ୍ଜାମ ଜିଲ୍ଲାରେ କୋଣ ଅନୁକୋଣ ରେ ବିଭିନ୍ନ ମିଲରେ ବିନା…

ମୋଟର ସାଇକେଲ ଦୁର୍ଘଟଣାଗ୍ରସ୍ତ : ଚାଳକ ମୃତ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ୫୯ ନଂ ଜାତୀୟ ରାଜପଥ ବାଟାଗୁଡାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଘରେ ବାଡ଼େଇ ହେଲା ମୋଟର ସାଇକେଲ । ଦୁର୍ଘଟଣାରେ ମୋଟର ସାଇକେଲ ଚାଳକ ଗୁରୁତର ଅବସ୍ଥାରେ ପଡିଥିବା ଦେଖି ଆଖପାଖ…

ଡାଙ୍ଗନାମୁ ଘାଟି ରାସ୍ତାରୁ ଯୁବକଙ୍କ ମୃତ ଦେହ ଉଦ୍ଧାର : ହତ୍ୟା ଅଭିଯୋଗ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ଡାଙ୍ଗନାମୁ ନିକଟ ଘାଟି ରାସ୍ତାରୁ ଜଣେ ଯୁବକଙ୍କ କ୍ଷତ ବିକ୍ଷତ ମୃତ ଦେହ ଉଦ୍ଧାର I ହତ୍ୟା ଅଭି ଯୋଗ ଆଣିଲେ ପରିବାର ଲୋକେ I କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ଡାଙ୍ଗାଣାମୁ ଗାଁ ନିକଟରେ ଥିବା ଘାଟି ରାସ୍ତା ପାର୍ଶ୍ୱରେ ଥିବା ଜଙ୍ଗଲରୁ ଜଣେ…

ଅକ୍ଟୋବର ୨ ତାରିଖରୁ ବିଜୁ ଜନତା ଦଳ ପକ୍ଷରୁ ପଦଯାତ୍ରା

ବ୍ରହ୍ମପୁର : ଅକ୍ଟୋବର ୨ ତାରିଖରୁ ବିଜୁ ଜନତା ଦଳ ପକ୍ଷରୁ ଆୟୋଜିତ ହେବ ପଦଯାତ୍ରା । ଏନେଇ ଏକ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ଡ଼ଃ. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଦଳୀୟ ନେତା…