ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ରହସ୍ୟ

ଯାଜପୁର: ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ମାମଲା । ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ । ଆଜି ଯାଜପୁର ବଡଚଣାରେ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପିର ସଦସ୍ୟତା ଅଭିଯାନ…

ବିଜେପିରେ ମିଶିଲେ ଦଶପଲ୍ଲା ଏନ୍‌ଏସି ଉପାଧ୍ୟକ୍ଷ

ଦୁଇ ଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିବା ନୟାଗଡ଼ ଜିଲ୍ଲା ଦଶପଲ୍ଲା ଏନ୍‌ଏସିର ଉପାଧ୍ୟକ୍ଷ କିଶୋର ଚନ୍ଦ୍ର ଦାସ ଆଜି ବିଜେପିରେ ଯୋଗ ଦେଇଛନ୍ତି। କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଓ ବିଜେପିର ସମସ୍ତ ବ୍ଲକ୍ ସ୍ତରୀୟ କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତିରେ ଶ୍ରୀ ଦାସ ବିଜେପିରେ ଯୋଗ…

‘୨୪ ବର୍ଷରେ ବିକାଶ ନାଁରେ ବିନାଶ କରିଛି ବିଜେଡି’-ମୁଖ୍ୟମନ୍ତ୍ରୀ

ଯାଜପୁର: ‘ବିକାଶ ନାଁରେ ଓଡିଶାର ବିନାଶ କରିଛି ବିଜେଡି । ଓଡିଶାକୁ ଲୁଟିଛି । ଯାଜପୁରକୁ ବହୁ ପଛକୁ ନେଇଯାଇଛି ।’ ଆଜି ଯାଜପୁର ବଡଚଣାରେ ବିଜେଡି ପ୍ରତି ସ୍ବର ଶାଣିତ କରି କିଛି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାଜପୁର ବଡଚଣାରେ ଆୟୋଜିତ ବିଜେପି ସଦସ୍ୟତା ଗ୍ରହଣ…

ଆମେରିକାରେ ଘୂର୍ଣ୍ଣିବାତ୍ୟା ‘ହେଲେନ୍‌’ ନେଲା ୫୦ରୁ ଅଧିକ ଜୀବନ, ମେକ୍ସିକୋରେ ‘ଜନ୍‌’ର ତାଣ୍ଡବ

ଆମେରିକାରେ ଧ୍ୱଂସର ତାଣ୍ଡବ ରଚିଛି ଘୂର୍ଣ୍ଣିବାତ୍ୟା ‘ହେଲେନ୍‌’ । ଏଥିରେ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ହଜାର ହଜାର ଲୋକ ବାସହୀନ ହୋଇପଡ଼ିଛନ୍ତି । ସେପଟେ ମେକ୍ସିକୋରେ ଘୂର୍ଣ୍ଣିବାତ୍ୟା ‘ଜନ୍‌’ ମଧ୍ୟ ବହୁ ବିନାଶ ଘଟାଇଛି । ଦକ୍ଷିଣ-ପଶ୍ଚିମ ମେକ୍ସିକୋରେ ଶନିବାର ହଜାର…

ଆସୁଛି ଆଉ ଏକ ଲଘୁଚାପ!

ଅକ୍ଟୋବର ୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ ୨୭ ସେପ୍ଟେମ୍ବରରୁ ୧୦ ଅକ୍ଟୋବର ପର୍ଯ୍ୟନ୍ତ ରାଜ୍ୟର ପାଣିପାଗକୁ ନେଇ କରାଯାଇଥିବା ବିସ୍ତାରିତ ପରିସର ଆକଳନରେ ଏହି କଥା କୁହାଯାଇଛି। …

ଖୁବଶୀଘ୍ର ନିଯୁକ୍ତ ହେବେ ବୋର୍ଡ ଓ ନିଗମ ଅଧ୍ୟକ୍ଷ

ଭୁବନେଶ୍ବର: ଖୁବଶୀଘ୍ର ନିଯୁକ୍ତ ହେବେ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ । ବରିଷ୍ଠ ତଥା ଅବସରପ୍ରାପ୍ତ ଅଧିକାରୀଙ୍କୁ ଏଥିରେ ସାମିଲ କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସାମଲ କହିଛନ୍ତି, ସଦସ୍ୟତା ଅଭିଯାନ ପରେ ଯୋଗ୍ୟ ଅଭିଜ୍ଞ ଲୋକଙ୍କୁ ବୋର୍ଡ ଏବଂ…

ପୁଣି ହିଜବୁଲ୍ଲା ଉପରେ ଇସ୍ରାଏଲର ଆକ୍ରମଣ, ନସରଲ୍ଲା ପରେ ଗୁଇନ୍ଦା ସୁରକ୍ଷାର ଟପ କମାଣ୍ଡର ମୃତ

ହିଜବୁଲ୍ଲାକୁ ଆଉ ଏକ ଝଟକା । ହିଜବୁଲ୍ଲା ପଛରେ ପଡିଯାଇଛି ଇସ୍ରାଏଲ ସେନା । ହିଜବୁଲ୍ଲାର ମୁଖ୍ୟ କମାଣ୍ଡର ହସନ ନସରୁଲ୍ଲାକୁ ହତ୍ୟା କରିବା ପରେ ପୁଣି ଜଣେ ଟପ୍‌ କମାଣ୍ଡରକୁ ହତ୍ୟା କରିଛି ଇସ୍ରାଏଲ । ଇସ୍ରାଏଲର ଆକ୍ରମଣରେ ହିଜବୁଲ୍ଲା ଗୁଇନ୍ଦା ସୁରକ୍ଷାର ଟପ କମାଣ୍ଡର ନବିଲ କ୍ୱାକ୍‌…

ଡିପଥେରିଆକୁ ନେଇ ମାଲକାନଗିରିରେ ଆତଙ୍କ

ମାଲକାନଗିରି: ମାଲକାନଗିରିରେ ଚିହ୍ନଟ ହେଲା ଡିପଥେରିଆ। ଡିପଥେରିଆ ରୋଗକୁ ନେଇ ମାଲକାନଗିରିରେ ଆତଙ୍କ।ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ଚିତ୍ରାଙ୍ଗପାଲୀ ପଞ୍ଚାୟତର ତଙ୍ଗଗୁଡା ଆବାସିକ ବିଦ୍ୟାଳୟରେ ବ୍ୟାପିଛି ଡିପଥେରିଆ ରୋଗ। ଗତ ୧୩ ତାରିଖରେ ଚତୁର୍ଥ ଶ୍ରେଣୀ ଛାତ୍ର ଶିବ…

ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନ ହେଲେ ଉପମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ପୁଅ ହେଲେ ଉପମୁଖ୍ୟମନ୍ତ୍ରୀ। ଶେଷରେ ସତ ହେଲା ଦୀର୍ଘ ଦିନ ଧରି ଲାଗି ରହିଥିବା କଳ୍ପନାଜଳ୍ପନା। ତାମିଲନଡୁ ସରକାରର ମନ୍ତ୍ରୀମଣ୍ଡଳରେ ବଡ଼ ଧରଣର ପରିବର୍ତ୍ତନ ହୋଇଛି। ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନ୍‌ଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କୁ…

ମନ କି ବାତ୍‌: ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଲେ ମୋଦୀ

ଭୁବନେଶ୍ଵର: ୧୧୪ ତମ ‘ମନ୍ କି ବାତ’ରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତୃତୀୟ ପାଳିର ଏହା ହେଉଛି ମୋଦୀଙ୍କ ଚତୁର୍ଥ ତମ ମନ କି ବାତ୍‌ । ଆଜିର ରେଡିଓ କାର୍ଯ୍ୟକ୍ରମରେ ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।…