ମନ କି ବାତ୍‌: ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଲେ ମୋଦୀ

ଭୁବନେଶ୍ଵର: ୧୧୪ ତମ ‘ମନ୍ କି ବାତ’ରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତୃତୀୟ ପାଳିର ଏହା ହେଉଛି ମୋଦୀଙ୍କ ଚତୁର୍ଥ ତମ ମନ କି ବାତ୍‌ । ଆଜିର ରେଡିଓ କାର୍ଯ୍ୟକ୍ରମରେ ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।…

ମହାପ୍ରସାଦ ପ୍ରସ୍ତୁତ ପରେ ନୁହଁ ବରଂ ପ୍ରସ୍ତୁତି ପୂର୍ବରୁ ଘିଅ ଯାଞ୍ଚ କରାଯାଉ : ସୁଆର ମହାସୁଆର ନିଯୋଗ ସାଧାରଣ…

ପୁରୀ : ତିରୁପତିଙ୍କ ପ୍ରସାଦରେ ଅପମିଶ୍ରଣ ଅଭିଯୋଗ ପରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ମହାପ୍ରସାଦରେ ନିମ୍ନ ମାନର ଘିଅ ଏବଂ ବିଭିନ୍ନ ସାମଗ୍ରୀ ମିଶୁଥିବା ପ୍ରସଙ୍ଗ l ମହାପ୍ରସାଦ ଯାଞ୍ଚ ନେଇ ପତିକ୍ରିୟା ରଖିଛନ୍ତି ସୁଆର ମହାସୁଆର ନିଯୋଗ ସାଧାରଣ ସମ୍ପାଦକ l ମହାପ୍ରସାଦ…

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ସଫା, ହେଡ୍‌ କନଷ୍ଟେବଳ ସହିଦ

ଜମ୍ମୁ-କଶ୍ମୀରରେ ପୁଣି ଏନ୍‌କାଉଣ୍ଟର। ସେନା ଗୁଳିରେ ଟଳିଲେ ଦୁଇ ଆତଙ୍କବାଦୀ। ସେହିପରି ଅତଙ୍କବାଦୀଙ୍କ ସହ ମୁକାବିଲା ବେଳେ ଜଣେ ହେଡ୍‌ କନଷ୍ଟେବଳ ସହିଦ ହୋଇଛନ୍ତି। ଜମ୍ମୁ-କଶ୍ମୀର କଠୁଆରେ ଶନିବାର ଘର ଭିତରେ କିଛି ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୂଚନା ମିଳିଥିଲା। ଏହାପରେ…

ନକ୍ସଲଙ୍କ ଆଇଇଡି ବିସ୍ଫୋରଣ: ୫ ଯବାନ ଆହତ

ମାଲକାନଗିରି: ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣ । ଟେରାମ୍‌ ଗୁଡୁମ୍‌ ଗାଁ ଜଙ୍ଗଲରେ ନକ୍ସଲ ଆଇଇଡି ବିସ୍ଫୋରଣ ହୋଇଥିଲା । ଫଳରେ ୫ ଜଣ ଯବାନ ଆହତ ହୋଇଛନ୍ତି । ଆହତ ସିଆରପିଫ୍‌ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ମାଲକାନଗିରି ସୀମାନ୍ତ ଛତିଶଗଡ଼…

ଫେଲ୍ ମାରିଲା ଆମ୍ବୁଲାନ୍ସ, ଟ୍ରଲିରେ ବୁହା ହେଲେ ରୋଗୀ

ଅନୁଗୁଳ : ନାବାଳକ ଟ୍ରଲିରେ ଶୋଇଛନ୍ତି । ଜ୍ବରରେ ତାଙ୍କ ଦେହ ହାତ ଥରୁଛି । ସେ ଘୋଡ଼ାଇ ମଧ୍ୟ ହୋଇଛନ୍ତି । ସେହି ଥର ଥର ଦେହରେ ଟ୍ରଲିରେ ଅସି ପହଞ୍ଚିଛନ୍ତି ମେଡିକାଲରେ । ଆପଣ ଭାବୁଥିବେ ଆଜିକାଲି ଟେକ୍ନୋଲୋଜି କେତେ ଆଗରେ ପହଞ୍ଚିଲାଣି । ଗାଡ଼ି ମୋଟରର ତ କୌଣସି ଅସୁବିଧା ନାହିଁ…

ଜାତିସଂଘରୁ ପାକିସ୍ତାନକୁ ଚରମବାଣୀ, ଆତଙ୍କବାଦର ପରିଣାମ ଭୋଗିବାକୁ ପଡ଼ିବ

ଜାତିସଂଘରୁ ପାକିସ୍ତାନକୁ ଜୟଶଙ୍କରଙ୍କ ଚରମବାଣୀ। ନ୍ୟୁୟର୍କରେ ୭୯ତମ ଜାତିସଂଘ ସାଧାରଣ ପରିଷଦ ବୈଠକକୁ ସମ୍ବୋଧିତ କରି ପାକିସ୍ତାନକୁ କଡ଼ା ଭାଷାରେ ଚେତାବନୀ ଦେଇଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କର। ପାକ୍ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଜାତିସଂଘରେ କଶ୍ମୀର ପ୍ରସଙ୍ଗ…

ଅକ୍ଟୋବର ୯ରେ ଖାତାକୁ ଯିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ଅପେକ୍ଷାର ଅନ୍ତ । ପୁଣି ଖାତାକୁ ଚଢିବ ସୁଭଦ୍ରା ଟଙ୍କା । ଆସନ୍ତା ଅକ୍ଟୋବର ୯ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ମିଳିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି । ଏନେଇ ପ୍ରଭାତି ପରିଡା କହିଛନ୍ତି, ଆସନ୍ତା ଅକ୍ଟୋବର ୯ରେ…

ଭଦ୍ରକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଉତ୍ତେଜନା ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଭଦ୍ରକ: ଭଦ୍ରକ ଉତ୍ତେଜନା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରିଥିଲେ । ଭଦ୍ରକ ପୋଲିସର ଏକ ସ୍ବତନ୍ତ୍ର ଟିମ୍ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି । ଏ ନେଇ ଭଦ୍ରକ ଏସପି ସୂଚନା ଦେଇଛନ୍ତି । ବ୍ୟାପକ ଉତ୍ତେଜନା ପରେ ନିୟନ୍ତ୍ରଣରେ ଭଦ୍ରକ ପୁରୁଣା ଥାନା…

ଭାଷଣ ଦେବା ବେଳେ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଷ୍ଟେଜ ଉପରେ ହଠାତ୍‌ ଅସୁସ୍ଥ ହେଲେ କଂଗ୍ରେସର ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ। ଆଜି ସେ ଜମ୍ମୁ-କଶ୍ମୀରର କଠୁଆରେ ଆୟୋଜିତ ଗୋଟିଏ ସାଧାରଣ ସଭାକୁ ସମ୍ବୋଧନ କରୁଥିବା ବେଳେ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥତା ସତ୍ତ୍ୱେ ସେ ନିଜର ଭାଷଣ ଶେଷ କରିବା ସହ ବିଜେପିକୁ ସମାଲୋଚନା…

ଗାଡ଼ି ଚେକିଂ ବେଳେ ମିଳିଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର: ଗାଡ଼ି ଚେକିଂ ବେଳେ ମିଳିଲା ପୁଳାପୁଳା ଟଙ୍କା । ଓମ୍‌ଫେଡ୍‌ ଛକ ନିକଟରେ କାର୍‌ରୁ ଟଙ୍କା ଜବତ କଲା ପୋଲିସ । ୪ ଲକ୍ଷ ୭୭ ହଜାର ଟଙ୍କା ଜବତ ସହ ଜଣେ ଯୁବକକୁ ଅଟକ ରଖିଛି ପୋଲିସ । ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟଜ୍ୟୋତି ନାୟକ। ପୋଲିସ ତାଙ୍କୁ ଅଟକ ରଖି ଟଙ୍କା ବାବଦରେ ପଚରାଉଚରା…