ଲଗାଣ ବର୍ଷାରେ ଧୋଇଗଲା ପୋଲ : ଯାତାୟତ ବାଧାପ୍ରାପ୍ତ

କନ୍ଧମାଳ : ସମଗ୍ର କନ୍ଧମାଳ ଜିଲାରେ ଗତ ଏକ ସପ୍ତାହ ହେଲା ଲଗାଣ ବର୍ଷାରେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇଛି। ଜିଲାରେ ବର୍ଷା ଲାଗି ରହିଥିବା ବେଳେ ଫିରିଙ୍ଗିଆ ବ୍ଲକରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି। ବ୍ଲକର ଅଧିକାଂଶ ଅଞ୍ଚଳ ଉପାନ୍ତ ଓ ପାହାଡ଼ିଆ ଅଞ୍ଚଳ ହୋଇଥିବାବେଳେ ବର୍ଷାରେ

ଭିନେଶ ଫୋଗାଟ୍‌ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭିନେଶ ଫୋଗାଟ୍‌ ଅସୁସ୍ଥ। ଡିସ୍‌କ୍ୱାଲିଫାଏଡ୍‌ ଘୋଷଣା ହେବା ପରେ ସେ ଚେତାଶୂନ୍ୟ ହୋଇପଡିଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଥିବା ସୂତ୍ରରୁ ସୂଚନା ମିଳିଛି। ପ୍ୟାରିସର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭିନେଶ

ମୋଟୁ ପୋଲାଭରମ ପ୍ରଭାବିତ ଅଂଚଳ ଗସ୍ତ କଲେ କଂଗ୍ରେସର ସ୍ବତନ୍ତ୍ର ଟିମ୍‌

କାଳିମେଳା : ମାଲକାନଗିରି ଜିଲ୍ଲାର ମୋଟୁ ଅଂଚଳ ଗସ୍ତ କରିଛି ସ୍ଥିତି ଅନୁଧ୍ୟାନ କରିଛି ସ୍ବତନ୍ତ୍ର ଅନୁସନ୍ଧାନ ଟିମ। ଏହି ଟିମ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ ତ୍ରିପାଠୀଙ୍କ ନେତୃତ୍ୱରେ ମୋଟୁ ତହସିଲର ମୋଟୁ, ବିନାୟକପୁର, ଆଲମା, ମୋଟୁର ସଙ୍ଗମସ୍ଥଳ ମୁଗୀ ପଏଣ୍ଟ ଓ ଛତିଶଗଡ଼ ଦ୍ୱାରା

ଲଗାଣ ବର୍ଷାରେ ବେହାଲ ଓଡିଶା, ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ

କଟକ: ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ । ଏହାରି ଭିତରେ ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ବାଙ୍କୀରେ ସର୍ବାଧିକ ୩୧୭ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନୟାଗଡ଼ ଭାପୁରରେ ଦ୍ବିତୀୟ ସର୍ବାଧିକ ୨୧୦

୩ ହଜାର ନିଅ ବାଥରୁମରେ ଶୀଘ୍ର ଡୋର୍‌ ଲଗାଅ: ପରିବହନ ମନ୍ତ୍ରୀ

ବ୍ରହ୍ମପୁର: ସିଧା ମାଡି ଆସିଲେ କାର୍ଯ୍ୟାଳୟ ଭିତରକୁ । ତନ୍ନ ତନ୍ନ କରି ସବୁଆଡ ଯାଞ୍ଚ କଲେ । ପଚାରିଲେ ବିଭିନ୍ନ ପ୍ରଶ୍ନ । ଆମେ କହୁଛୁ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ କଥା । ବ୍ରହ୍ମପୁର ସ୍ଥିତ ଓଏସଆରଟିସି କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କଲେ ପରିବହନ ମନ୍ତ୍ରୀ ବିଭୂତି

ରାସ୍ତା ମଝିରେ ଯୁବକଙ୍କୁ ଗୁଳି କଲେ ୪ ଦୁର୍ବୃତ୍ତ

ବାଲେଶ୍ୱର: ବାଲେଶ୍ବର ରାସ୍ତାରେ ଫୁଟିଲା ଗୁଳି । ଜିମ୍‌ରୁ ଫେରିବା ବେଳେ ଜଣେ ଯୁବକଙ୍କୁ ୪ ଜଣ ଦୁର୍ବୃତ୍ତ ଗୁଳି ମାଡ କରିଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ବର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ

ଜମ୍ମୁ କଶ୍ମୀର ଡିଜିପି ହେବେ ଓଡ଼ିଆ ଆଇପିଏସ୍‌ ରଶ୍ମୀ ରଞ୍ଜନ ସ୍ୱାଇଁ

ଜମ୍ମୁକଶ୍ମୀର ପୁଲିସ ଡିଜି ହେବେ ଜଣେ ଓଡ଼ିଆ ଆଇପିଏସ୍‌ ଅଫିସର । ଓଡ଼ିଶାର ରଶ୍ମୀ ରଞ୍ଜନ ସ୍ୱାଇଁ ହେବେ ପରବର୍ତ୍ତୀ ଜମ୍ମୁ ଓ କଶ୍ମୀର ଡିଜିପି। ରଶ୍ମୀ ରଞ୍ଜନଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। AGMUT କ୍ୟାଡରର

ହିଣ୍ଡାଲକୋ ଖଣି ମାମଲାରେ ଆକ୍ସନ ମୋଡ଼ରେ ସିବିଆଇ

ଭୁବନେଶ୍ୱର: ୨୦୧୧ରୁ ୨୦୧୩ ମଧ୍ୟରେ କୋଇଲା ଖନନ ପାଇଁ ପରିବେଶ ମଞ୍ଜୁରି ପାଇବାରେ ଦୁର୍ନୀତି ଅଭିଯୋଗରେ ଆଦିତ୍ୟ ବିର୍ଲା ଗ୍ରୁପର ଅଗ୍ରଣୀ ଆଲୁମିନିୟମ ଉତ୍ପାଦନକାରୀ ହିଣ୍ଡାଲକୋ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମାମଲା ରୁଜୁ କରିଛି। ଓଡ଼ିଶାର ଝାରସୁଗୁଡ଼ାର ପ୍ରଦୂଷିତ

ପୂର୍ବତନ ବିଜେଡି କାଉନସିଲର ପ୍ରଦୀପ ମୁନିଙ୍କ ପରଲୋକ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ବରିଷ୍ଠ ବିଜେଡି ନେତା, ଦଧିବାମନ ମନ୍ଦିର ସଭାପତି, ନାରାୟଣୀ ଯାତ୍ରା ପରିଚାଳନା କମିଟିର ଉପଦେଷ୍ଟା, ତଥା ଫୁଲବାଣୀ ମୁନିସିପାଲିଟିର ପୂର୍ବତନ କାଉନସିଲର ପ୍ରଦୀପ କୁମାର ମୁନି ଆଉ ନାହାନ୍ତି । ଯାହା ସୂଚନା ରହିଚି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ

ସ୍ୱାତୀ ତରଫରୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୪ ପାଳିତ…

ଫୁଲବାଣୀ- “ଶିଶୁ ପାଇଁ ମା କ୍ଷୀର ଅମୃତ ସମାନ” । ଏହି ପରିପ୍ରେକ୍ଷିରେ ଅଗଷ୍ଟ ମାସ ୦୧ ତାରିଖ ଠାରୁ ୦୭ ତାରିଖ ପର୍ଯ୍ୟନ୍ତ ସାରା ବିଶ୍ୱ ରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ କରାଯାଉଥିବା ବେଳେ ସ୍ୱେଛାସେବୀ ଅନୁଷ୍ଠାନ ସ୍ୱାତୀ ମଧ୍ୟ କନ୍ଧମାଳ ଜିଲ୍ଲା ର ବିଭିନ୍ନ ସ୍ଥାନରେ ଏହା ଆୟୋଜନ