ଆଉ ୨୫ ଲକ୍ଷ ମହିଳାଙ୍କୁ ମିଳିବ ପ୍ରଥମ କିସ୍ତି ସୁଭଦ୍ରା ଟଙ୍କା

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସୁଭଦ୍ରା ଯୋଜନାରେ ୨୫ ଲକ୍ଷ ମହିଳା ସାମିଲ ହୋଇସାରିଥିବାବେଳେ, ସେମାନଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳି ସାରିଛି । କିଛି ଦିନ ଭିତରେ ସୁଭଦ୍ରା ଯୋଜନାରେ ଆଉ ୨୫ ଲକ୍ଷ ମହିଳାଙ୍କୁ…

ସ୍ପେଶାଲ ଘାଣ୍ଟ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ସ୍ପେଶାଲ ଘାଣ୍ଟ ଖାଇଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ପୋଖରୀପୁଟ ସ୍ଥିତ ବିଜେପି କାର୍ଯ୍ୟକର୍ତ୍ତା ବିଶ୍ଵନାଥ ସେଠୀଙ୍କ ଘରେ ମଧ୍ୟାହ୍ନ ଭୋଜନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମଧ୍ୟାହ୍ନ ଭୋଜନରେ ପଖାଳ ଭାତ, ଛତୁ ବେସର, ଆଳୁ ବାଇଗଣ ଭରତା, ଭେଣ୍ଡି ଭଜା, ଶାଗ ଭଜା, ଦହି ବାଇଗଣ,…

ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ଅଡ଼ୁଆ ବଢ଼ିଲା: ଲୋକାୟୁକ୍ତ ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ

ମହୀଶୂର ନଗର ଉନ୍ନୟନ ପ୍ରାଧିକରଣ(ମୁଦା) ଜମି ଦୁର୍ନୀତି ମାମଲାରେ ଫସିଥିବା କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ଅଡ଼ୁଆ ବଢ଼ିଛି। ତାଙ୍କ ବିରୋଧରେ ଆସିଥିବା ଦୁର୍ନୀତି ଅଭିଯୋଗର ତଦନ୍ତ ଲୋକାୟୁକ୍ତ କରିବେ। ଏନେଇ ଆଜି କର୍ଣ୍ଣାଟକାର ଗୋଟିଏ ସ୍ୱତନ୍ତ୍ର କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ଭରତପୁର ଥାନା ମାମଲା: ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା l କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର l ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଜେଏମ୍‌ଏଫ୍‌ସି କୋର୍ଟର ହାଜର କରିଛି କ୍ରାଇମବ୍ରାଞ୍ଚ । ତେବେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌…

ରାହୁଲଙ୍କ ପାସପୋର୍ଟ ଜବତ କରନ୍ତୁ ସରକାର: ବିଜେପିର ଦାବି ନେଇ ଉତ୍ତର ଦେଲା କଂଗ୍ରେସ

ନୂଆଦିଲ୍ଲୀ: ଆମେରିକାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେଇଥିବା ବିବୃତିକୁ ନେଇ ବିବାଦ ଜାରି ରହିଛି। ବର୍ତ୍ତମାନ ରାଜସ୍ଥାନର ଚିତ୍ତୋରଗଡର ବିଜେପି ସାଂସଦ ସିପି ଯୋଶୀ ରାହୁଲ ଗାନ୍ଧୀଙ୍କ ପାସପୋର୍ଟ ଜବତ କରିବାକୁ ଦାବି କରି ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କୁ ଚିଠି ଲେଖିଛନ୍ତି। ସିପି…

ନିଲମ୍ବିତ ସବ୍-ଇନ୍ସପେକ୍ଟରଙ୍କୁ ଗରିଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ନିଲମ୍ବିତ ସବ୍-ଇନ୍ସପେକ୍ଟର କେଶବ ଚନ୍ଦ୍ର ଦାସଙ୍କ ବିରୋଧରେ ଓଡିଶା ଭିଜିଲାନ୍ସ ଏକ ନୂଆ ମାମଲା ରୁଜୁ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଭିଜିଲାନ୍ସ ବିଜ୍ଞପ୍ତି ଅନୁଯାୟୀ ବିଞ୍ଝାରପୁର ଥାନାର ଏସଆଇ କେଶବ ଚନ୍ଦ୍ର ଦାସଙ୍କ…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୦୯ ତମ ଜୟନ୍ତୀ ବ୍ରହ୍ମପୁରରେ ପାଳିତ

ବ୍ରହ୍ମପୁର : ଭାରତୀୟ ଜନସଂଘର (ବର୍ତ୍ତମାନ ବିଜେପି) ପ୍ରତିଷ୍ଠାତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୦୯ ତମ ଜୟନ୍ତୀ ବ୍ରହ୍ମପୁରରେ ପାଳିତ ହୋଇଯାଇଛି । ଭାରତୀୟ ଜନତା ପାର୍ଟିର ପୂର୍ବତନ ଗଞ୍ଜାମ ଜିଲ୍ଲା ସଭାପତି ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତିଙ୍କ ନେତୃତ୍ବରେ…

ଦକ୍ଷିଣ ଓଡ଼ିଶାର ଆଇଟିଆଇଗୁଡ଼ିକରେ ଟିପିଏସ୍ଓଡିଏଲ ପକ୍ଷରୁ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

-- ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ସହ ସେମାନଙ୍କୁ ସଶକ୍ତ କରିବା ଲକ୍ଷ୍ୟ ବ୍ରହ୍ମପୁର : ଶିଳ୍ପ ସମ୍ବନ୍ଧୀୟ ଦକ୍ଷତା ପ୍ରଦାନ କରି ଯୁବପିଢ଼ିଙ୍କୁ ସଶକ୍ତ କରିବା ଦିଗରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି।…

ସରକାର ଗଠନ ପାଇଁ ଦିନେ ବିଜେପି ନେତା ଘର ବାହାରେ ଅପେକ୍ଷା କରୁଥିଲେ: ମୁଫତି

ଶ୍ରୀନଗର: ଜମ୍ମୁକାଶ୍ମୀରରେ ଏବେ ନିର୍ବାଚନୀ ମାହୋଲ ସରଗରମ ରହିଛି | ଦଳମାନେ ପରସ୍ପର ବିରୋଧରେ ଆରୋପ ପ୍ରତ୍ୟାରୋପ ଜାରି ରଖିଛନ୍ତି | ବିଜେପିକୁ ଟାର୍ଗେଟ କରି ପିଡିପି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି କହିଛନ୍ତି ଯେ ଆଜି ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀ ଏଠାକୁ…

ଦୀପକ ଫର୍ଟିଲାଇଜର୍ସ କମ୍ପାନୀରୁ ତମ୍ବା ତାର ଚୋରି ଘଟଣା : ପର୍ଦ୍ଦାଫାଶ କଲା ପୋଲିସ

ଛତ୍ରପୁର : ଚମାଖଣ୍ଡି ଥାନା ଅନ୍ତର୍ଗତ ଦୀପକ ଫର୍ଟିଲାଇଜର୍ସ କମ୍ପାନିରୁ ଗତ କିଛିଦିନ ତଳେ କେତେକ ଦୁର୍ବୃତ୍ତତମ୍ବା ତାର ଚୋରି କରି ନେଇଥିବା ଅଭିଯୋଗ ହୋଇଥିଲା । ଏନେଇ ଚମାଖଣ୍ଡି ଥାନାରେ ୨୯୧/୨୪ ରେ ଏକ ମାମଲା ରୁଜୁ କରି ପୁଲିସ୍ ତଦନ୍ତ ଚଳାଇଥିଲା । ଘଟଣାରେ ସମ୍ପୃକ୍ତ ଥିବା ୩ ଜଣ…