Sign in
Sign in
Recover your password.
A password will be e-mailed to you.
ସାରଳାଙ୍କ ପଣାସଂକ୍ରାନ୍ତି ଓ ଚନ୍ଦନ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ
ଝଙ୍କଡ଼ : ବାଣୀକ୍ଷେତ୍ର ଝଙ୍କଡ଼ର ଅଧିଷ୍ଠାତ୍ରୀ ଦେବୀ ମା ସାରଳା ଠାକୁରାଣୀ ଙ୍କ ସର୍ବବୃହତମ ଜନବହୁଳ ପର୍ବ, ମହାବିଷୁବ ପଣାସଂକ୍ରାନ୍ତି, ଝାମୁଯାତ୍ରା ଓ ଅକ୍ଷୟତୃତୀୟା ଠାରୁ ଦୀର୍ଘ ଏକୋଇଶିଦିନ ବ୍ୟାପି ଚନ୍ଦନଯାତ୍ରା, କିପରି ଶାନ୍ତିଶୃଙ୍ଖଳା ଓ ପବିତ୍ରତା ର ସହିତ ପାଳନ କରାଯିବ, ତାହାର!-->…
ଓଡ଼ିଆ ପକ୍ଷ ଅବସରରେ “ଆସ ବହିଟିଏ କିଣିବା” ଅଭିଯାନର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ
ପୁସ୍ତକ ଚିରସ୍ଥାୟୀ ତେଣୁ ଫୁଲତୋଡ଼ା ବଦଳରେ ପୁସ୍ତକ ଉପହାର ଦିଅନ୍ତୁ : ଜିଲ୍ଲା ପ୍ରଶାସନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅସ୍ଥାୟୀ ପୁସ୍ତକ ବିକ୍ରୟ କେନ୍ଦ୍ର ତଥା ପୁସ୍ତକ ପ୍ରଦର୍ଶନୀ
ଛତ୍ରପୁର, ତା ୯/୪: ରାଜ୍ୟରେ ଅପ୍ରେଲ ମାସ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ!-->!-->!-->…
ଉଛୁଳିଲା ସେୟାର ବଜାର, ପୁଣି ବଢିଲା ସୁନା ଦର
ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଅସ୍ତ୍ରବିରତି ଏବଂ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ହ୍ରାସ ଯୋଗୁଁ ଆଜି ଏସୀୟ ବଜାରରେ ତୀବ୍ର ବୃଦ୍ଧି ଘଟିଛି। ଏହାର ପ୍ରତିଫଳନ ଘରୋଇ ଷ୍ଟକ୍ ବଜାର ଉପରେ ମଧ୍ୟ ପଡୁଛି। ପ୍ରାରମ୍ଭିକ କାରବାରରେ ବିଏସଇ ସେନସେକ୍ସ ୨୭୦୦ ପଏଣ୍ଟରୁ ଅଧିକ ବୃଦ୍ଧି ପାଇଥିଲା। ଯେତେବେଳେ!-->…
ସୁଭଦ୍ରା ଶକ୍ତି ଓ ଆତ୍ମ ନିର୍ଭର ଭାରତ ସ୍ୱଦେଶୀ ମେଳାର ତୃତୀୟ ଦିବସ…
ସ୍ୱକୀୟ ଶିଳ୍ପକଳା ଓ ସଂସ୍କୃତି ବ୍ରହ୍ମପୁରକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଛି: ମନ୍ତ୍ରୀ ଶ୍ରୀ ହରିଚନ୍ଦନ
ବ୍ରହ୍ମପୁର ସମେତ ଓଡ଼ିଶାର ଦଶଟି ପ୍ରମୁଖ ସହରର ହେବ ବ୍ୟାପକ ଉନ୍ନତିକରଣ : ମନ୍ତ୍ରୀ ଶ୍ରୀ ହରିଚନ୍ଦନ
ଓଡିଶା ସରକାରଙ୍କ 2036 ସୁଦ୍ଧା ବିକଶିତ ଓଡିଶା ଗଠନର ଲକ୍ଷ୍ୟ ପୂରଣ ପାଇଁ!-->!-->!-->!-->!-->…
ନିର୍ବାଚନ ପ୍ରଚାର ବେଳେ ଗୁଜରାଟୀଙ୍କ ଉପରେ ଟିପ୍ପଣୀ ଦେଇ କ୍ଷମା ମାଗିଲେ ମଲ୍ଲିକାର୍ଜୁନ ଖଡଗେ
ନୂଆଦିଲ୍ଲୀ : କେରଳ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଗୁଜରାଟ ଲୋକଙ୍କ ଉପରେ ଦେଇଥିବା ଟିପ୍ପଣୀକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କ୍ଷମା ମାଗିଛନ୍ତି । ସେ ଜାଣିଶୁଣି ଏଭଳି ଟିପ୍ପଣୀ ଦେଇନଥିଲେ, ଆଉ ଏହାକୁ ଜାଣିଶୁଣି ଭୁଲ୍ ଭାବେ ଦର୍ଶାଯାଉଛି, ତଥାପି ସେ ଦୁଃଖିତ!-->…
ତୁରନ୍ତ ଇରାନ ଛାଡ଼ିବାକୁ ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ : ଆମେରିକା-ଇରାନ ଯୁଦ୍ଧବିରତି ମଧ୍ୟରେ କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି । ଯେଉଁଥିରେ ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ବର ମଧ୍ୟ!-->…
ଆମେରିକା ଓ ଇରାନ ମଧ୍ୟରେ ଯୁଦ୍ଧ ବିରତିକୁ ସମର୍ଥନ ଜଣାଇଲା ଇସ୍ରାଏଲ
ନୂଆଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ହୋଇଥିବା ଯୁଦ୍ଧ ବିରାମକୁ ଇସ୍ରାଏଲ ସମର୍ଥନ ଦେଇଛି । ଯୁଦ୍ଧ ବିରତି ପରେ ଇସ୍ରାଏଲର ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଇସ୍ରାଏଲର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଇରାନ ସହିତ ଯୁଦ୍ଧ ବିରାମରେ ଆମେରିକାର ନିଷ୍ପତ୍ତିକୁ ସ୍ବାଗତ!-->…
ଓଡିଆ ପକ୍ଷ ଅବସରରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ରକ୍ତଦାନ ଶିବିର
ବାଲିଗୁଡା, (୦୮/୦୪) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ମିଳିତ ପ୍ରଚେଷ୍ଟାରେ ଓଡିଆ ପକ୍ଷ ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୧୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି l ଅଧ୍ଯକ୍ଷ ତଥା ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡ.ବିଭୂତି!-->…
ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଶେଷ, ୯ରେ ମତଦାନ
ନୂଆଦିଲ୍ଲୀ : ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଛି । ଆସନ୍ତା ୯ ତାରିଖ ଏହି ରାଜ୍ୟଗୁଡିକରେ ଭୋଟଗ୍ରହଣ କରାଯିବ । ଆସାମ ବିଧାନସଭାର ୧୨୬, କେରଳର ୧୪୦ ଏବଂ ପୁଡୁଚେରୀର ୩୦ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ନିର୍ବାଚନ ଫଳାଫଳ!-->…
ଜଙ୍ଗଲୀ ଜନ୍ତୁଙ୍କ ଆକ୍ରମଣରେ ବାଛୁରୀ ଛୁଆ ମୃତ
ବାଲିଗୁଡା, ତା, ୦୮/୦୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ବାନାଞ୍ଚଳ କାର୍ଯ୍ୟାଳୟ ଠାରୁ ପ୍ରାୟ ଦେଢ଼ କିମି ଦୂର ବଡ଼ଶଙ୍ଖ ନିକଟରେ ଗୋଟିଏ ବାଛୁରୀ ଛୁଆ ମରି ପଡ଼ିଥିବା ବେଳେ ଆଉ ଗୋଟିଏ ଆହତ ହୋଇଥିବା ଦେଖିବାକୁ ମିଳିଛି l ସୂଚନା ଅନୁସାରେ ଦୁଇଟି ବାଛୁରୀ ଛୁଆ!-->…