Sign in
Sign in
Recover your password.
A password will be e-mailed to you.
ଋଷିକଲ୍ୟା ନଦୀରେ ବୁଡି ବିଜୁଳି ପୃଷ୍ଟି ମୃତ…
ହିଞ୍ଜିଳିକାଟୁ, ୨୫/୯: ହିଞ୍ଜିଳି ଥାନା ବ୍ରାହ୍ମଣଛାଇ ଗ୍ରାମର ଜଣେ ଯୁବକ ଋଷିକୂଲ୍ୟା ନଦୀରେ ବୁଡି ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମର ବିଜୁଳି ପୃଷ୍ଟି (୪୮) । ଯୁବକ ଜଣଙ୍କ ବୁଧବାର ସକାଳେ ଗାଧୋଇବା ପାଇଁ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ନଦୀକୁ ଯାଇଥିଲେ। ଗାଧୋଉଥିବା!-->…
ଅଜଣା ଦୁର୍ବୁତ୍ତଙ୍କ ଆକ୍ରମଣରେ ଓକିଲ ଆହତ
ଭଞ୍ଜନଗର /ବୁଗୁଡ଼ା,:ବୁଗୁଡା ଥାନା ଅଞ୍ଚଳ ଅନ୍ତର୍ଗତ ମୋଟାବାଡି ରାସ୍ତାରେ ଅଜଣା ଦୁର୍ବୃତ୍ତଙ୍କ ଆକ୍ରମଣରେ ଓକିଲ ଆଶିଷ ରାଉତ ଗୁରୁତର ହୋଇ ବ୍ରହ୍ମପୁରକୁ ସ୍ଥାନାନ୍ତର ହୋଇଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ପୋଲିସ ଏହି ଘଟଣାର ତଦନ୍ତ କରୁଥିବା ଜଣାଯାଇଛି । ପ୍ରକାଶ ଯେ ,!-->!-->!-->…
ତିନି ଦିନିଆ ବିକାଶ ମେଳା ଉଦଯାପିତ : ଶେଷ ଦିନରେ ଗୀତ ନାଚରେ ଝୁମିଲେ ଦର୍ଶକ
ସୁନ୍ଦରଗଡ଼: ସୁନ୍ଦରଗଡ଼ ରେ ତିନି ଦିନ ଧରି ଚାଲିଥିବା ବିକାଶ ମେଳା ଆଜି ଉଦଯାପିତ ହୋଇଯାଇଅଛି। ଶେଷ ଦିନ ରେ ବିଭିନ୍ନ ଅନୁଷ୍ଠାନ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆ ଠାରେ ତିନି ଦିନ ଧରି!-->…
ସଙ୍ଗୀତ ମାଧ୍ୟମରେ ଏଡ୍ସ ସଚେତନତା ସୁଦୁର ପ୍ରସାରୀ ହୋଇପାରିବ
ଫୁଲବାଣୀ : ଦେଶ ବ୍ୟାପି ଅଗଷ୍ଟ ୧୨ ତାରିଖ ଯୁବ ଦିବସ ଠାରୁ ଅକ୍ଟୋବର ମାସ୧୧ ତାରିଖ ପର୍ଯ୍ୟନ୍ତ ଏଚ୍.ଆଇ.ଭି./ ଏ.ଡ୍.ସ୍. ଏବଂ ଯୌନ ସଂକ୍ରମିତ ରୋଗ ର ସଚେତନତା କାର୍ଯ୍ୟକ୍ରମ ଚାଲୁରହିଛି । ସେହିପରି କନ୍ଧମାଳ ଜିଲ୍ଲାରେ ମଧ୍ୟ ଓଡିଶା ରାଜ୍ୟ ଏ.ଡ୍.ସ୍. ନିୟନ୍ତ୍ରଣ ସମିତି ର କାର୍ଯ୍ୟରତ!-->…
ଏଥର ଦୁର୍ଗାପୂଜା ହେବ ଡିଜେ, ଆଲକହଲ ଓ ପ୍ଲାଷ୍ଟିକ ମୁକ୍ତ
ଭୁବନେଶ୍ୱର: ଚଳିତ ଥର ଦୁର୍ଗାପୂଜାରେ ବିସର୍ଜନ ସମୟରେ କୌଣସି ଡିଜେ ସଙ୍ଗୀତ ବଜାଯିବ ନାହିଁ ବୋଲି ଟ୍ୱିନ୍ ସିଟି ପୋଲିସ କମିଶନର ସଞ୍ଜୀବ ପଣ୍ଡା ମଙ୍ଗଳବାର ସୂଚନା ଦେଇଛନ୍ତି।
ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ “କୌଣସି ଡିଜେ ମ୍ୟୁଜିକ୍ ଯାନକୁ ମଧ୍ଯ ଅନୁମତି ଦିଆଯିବ ନାହିଁ।!-->!-->!-->…
ସ୍ୱାମୀ ଚିଦାନନ୍ଦ ସରସ୍ୱତୀ ମହାରାଜାଙ୍କ ର ୧୦୮ ତମ ଜନ୍ମ ସ୍ଵନକ୍ଷତ୍ର ଦିବସ ପାଳିତ
ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ଥିତ ଦିବ୍ୟ ଜୀବନ ସଙ୍ଘ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇ ଯାଇଛି ପରମ ପାବନ ସଦଗୁରୁ ସ୍ୱାମୀ ଚିଦାନନ୍ଦ ସରସ୍ୱତୀ ମହାରାଜାଙ୍କ ର ୧୦୮ ତମ ଜନ୍ମ ସ୍ଵନକ୍ଷତ୍ର ଦିବସ ପାଳିତ ହୋଇ ଯାଇଛି । ପୂର୍ଵ ନିର୍ଧାରିତ ସୂଚୀ ଅନୁଯାୟୀ ସକାଳ ୫ଟା ୧୫ ରୁ!-->…
ଓଡ଼ିଶାରେ ଇଭି ପ୍ରକଳ୍ପରୁ ଓହରିବନି ଜେଏସଡବ୍ଲ୍ୟୁ
ଓଡ଼ିଶାରେ ପ୍ରସ୍ତାବିତ ୪୦ ହଜାର କୋଟି ଟଙ୍କାର ବିଦ୍ୟୁତଚାଳିତ ଯାନ(ଇଭି) ନିର୍ମାଣ ପ୍ରକଳ୍ପ ଓ ବ୍ୟାଟେରିଂ ମାନ୍ୟୁଫାକଚରିଂ ପ୍ରକଳ୍ପରୁ ଓହରିବ ନାହିଁ ବୋଲି ଜେଏସଡବ୍ଲ୍ୟୁ ସ୍ପଷ୍ଟ କରିଛି । ସେପଟେ ଜେଏସଡବ୍ଲ୍ୟୁର ଇଭି ପ୍ରକଳ୍ପ ମହାରାଷ୍ଟ୍ରକୁ ସ୍ଥାନାନ୍ତରକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା!-->…
୫ କ୍ବିଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ, ୨ ଗିରଫ
ଗୁଣୁପୁର: ରାୟଗଡା ଜିଲ୍ଲା ଗୁଣୁପୁରର ଗାନ୍ଧୀ ଯାନ୍ତ୍ରିକ ବିଶ୍ୱ ବିଦ୍ୟାଳୟ ନିକଟ ଖର୍ଲିଂଗ ଠାରେ ୫ କ୍ବିଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ ହୋଇଛି । ଏକ ବୋଲେରୋ ଗୁଣୁପୁରରୁ ଆନ୍ଧ୍ର ଦେଇଯାଉଥିବା ସମୟରେ ପୋଲିସ ସନ୍ଦେହରେ ଅଟକ ରଖି ଗାଡିରୁ ୧୫ଟି ବ୍ୟାଗକୁ ଜବତ କରିବା ସହ ଘଟଣାରେ ଦୁଇ!-->…
ଗତବର୍ଷ ୧୬ ହଜାରରୁ ଅଧିକ ଜୀବନ୍ତ ବ୍ୟକ୍ତି ଦାନ କରିଛନ୍ତି ଅଙ୍ଗ
2023ରେ ଭାରତରେ 16 ହଜାର 542 ଜୀବନ୍ତ ବ୍ୟକ୍ତି ଅଙ୍ଗ ଦାନ କରିଛନ୍ତି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟ ଅନୁସାରେ, ଅଙ୍ଗଦାତାଙ୍କ ମଧ୍ୟରେ ସର୍ବାଧିକ ମହିଳା ଅଙ୍ଗଦାତା ଅଛନ୍ତି।
ଜୀବନ୍ତ!-->!-->!-->…
ଆଜିଠୁ ଶ୍ରୀମନ୍ଦିରରେ ସହସ୍ରାକୁମ୍ଭାଭିଷେକ ଓ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ
ପୁରୀ: ଶାରଦୀୟ ପାର୍ବଣରେ ଶ୍ରୀମନ୍ଦିରରେ ବିମଳା ମନ୍ଦିରରେ ଆରମ୍ଭ ହୋଇଛି ସହସ୍ରାକୁମ୍ଭାଭିଷେକ ଓ ଷୋଡଶ ଦିନାତ୍ମକ ପୂଜା । ମୂଳାଷ୍ଟମୀ ଠାରୁ ଏହି ପୂଜା ଆରମ୍ଭ ହୋଇଥିବା ବେଳେ ଆଶ୍ଵିନ ଶୁକ୍ଳ ନବମୀ ପର୍ଯ୍ୟନ୍ତ ଚାଲୁ ରହିବ । ତେବେ ଚଳିତ ଥର ତିଥିରେ ବ୍ୟତିକ୍ରମକୁ ନଜରରେ ରଖି ୧୬ ଦିନ!-->…