Sign in
Sign in
Recover your password.
A password will be e-mailed to you.
ଆସନ୍ତାକାଲି ଠାରୁ ପୁଣି ଆନ୍ଦୋଳନ କରିବ ଓଡ଼ିଶା ନର୍ସିଂ ଅଫିସର ସଂଘ
ଭୁବନେଶ୍ୱର : ଓଡ଼ିଶା ନର୍ସିଂ ଅଫିସର ସଂଘ ଆସନ୍ତାକାଲି ଠାରୁ ପୁଣି କରିବ ଆନ୍ଦୋଳନ । ଦୁଇ ଦିନ ପର୍ଯ୍ୟନ୍ତ ଜରୁରୀକାଳୀନ ସେବାକୁ ବାଦ ଦେଇ ଅନ୍ୟ ସବୁ ସେବା ବର୍ଜନ କରିବ ସଂଘ । ଏହାପରେ ଯଦି ସରକାର ଦାବି ପୂରଣ ନକରନ୍ତି, ୨୭ରୁ ଅନିର୍ଦିଷ୍ଟ କାଳ ପାଇଁ!-->…
ତିରୁପତି ପ୍ରଭାବ; ଓଡିଶାର ସମସ୍ତ ମନ୍ଦିରରେ ଓମଫେଡ୍ ଘିଅ ବ୍ୟବହାର କରିବାକୁ ଦାବି
ଭୁବନେଶ୍ବର: ଆନ୍ଧ୍ରପ୍ରଦେଶ ସ୍ଥିତ ପ୍ରସିଦ୍ଧ ତିରୁପତି ମନ୍ଦିରରେ ପଶୁ ଚର୍ବିଯୁକ୍ତ ଘିଅରେ ଲଡୁ ପ୍ରସ୍ତୁତ ହେଉଥିବା ଖବର ସାରା ବିଶ୍ବରେ ଆଲୋଡନ ସୃଷ୍ଚି କରିଛି । ଯାହା ଦ୍ବାରା କୋଟି କୋଟି ଭକ୍ତଙ୍କ ଆସ୍ଥା ଓ ବିଶ୍ବାସରେ କଠୋରାଘାତ ହୋଇଛି । ଏନେଇ ଓଡିଶାରେ ଏବେ ଏହାର ପ୍ରଭାବ ଦେଖିବାକୁ!-->…
ଜମି ଦୁର୍ନୀତି ମାମଲା: ରାଜ୍ୟପାଳଙ୍କ ନିର୍ଦ୍ଦେଶ ବିରୁଦ୍ଧରେ ସିଦ୍ଧରମୈୟା କରିଥିବା ଆବେଦନ ଖାରଜ
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜମି ଦୁର୍ନୀତି ମାମଲା ଉପରେ କରିଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି। ନିକଟରେ ଏହି ମାମଲା ଉପରେ ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ!-->…
ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣା: ଡିଏଫଓଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକ
କଳାହାଣ୍ଡି : ଫରେଷ୍ଟର ସଞ୍ଜୟ ନାୟକ ଜୀବନ ହାରିବା ଘଟଣାରେ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଏହି ଘଟଣାରେ ସ୍ଥାନୀୟ DFOଙ୍କ ସଂପୃକ୍ତି ଅଭିଯୋଗ ଆସିବା ପରେ ବିଭାଗୟ ତଦନ୍ତ ଆରମ୍ଭ କରିଛି ବନବିଭାଗ । ମାମଲାର ତଦନ୍ତ ଦୟିତ୍ବ ଜଣେ ସିସିଏଫ୍ ରାଙ୍କ ଅଧିକାରୀଙ୍କୁ ଦିଆଯାଇଛି। କଳାହାଣ୍ଡି!-->…
ବିବାଦୀୟ ଥାନାରେ ଶେଷରେ ଲାଗିଲା ସିସିଟିଭି
ଭୁବନେଶ୍ବର: ବିବାଦୀୟ ତଥା ବର୍ତ୍ତମାନର ଚର୍ଚ୍ଚିତ ଭରତପୁର ଥାନାରେ ପରିଶେଷରେ ସିସିଟିଭି ଲାଗଛି । ଖାଲି ସିସିଟିଭି ଲାଗିନି, ଏହାକୁ ମନିଟର ସହ ଯୋଡି ଚାଲୁ ମଧ୍ୟ କରାଯାଇଛି । ଥାନାର ବିଭିନ୍ନ ସ୍ଥାନକୁ ସିସିଟିଭି ପରିସରଭୁକ୍ତ କରାଯାଇଛି । ଥାନାରେ କେଉଁ ସ୍ଥାନରେ କ’ଣ ଚାଲିଛି ତାହା!-->…
ଲେବାନନରେ ଇସ୍ରାଏଲର ସବୁଠାରୁ ବଡ଼ ହମଲା: ୫୫୮ ମୃତକଙ୍କ ମଧ୍ୟରେ ୫୦ ଶିଶୁ
ମଧ୍ୟପ୍ରାଚ୍ୟର ସୁଇଜରଲ୍ୟାଣ୍ଡ କୁହାଯାଉଥିବା ଲେବାନନ ଏବେ ପୂରା ଛାରଖାର ହୋଇଯାଇଛି। ଦକ୍ଷିଣ ଲେବାନନରେ ଇସ୍ରାଏଲ କରିଛି ସବୁଠାରୁ ବଡ଼ ହମଲା। ବିଦ୍ରୋହୀ ସଂଗଠନ ହେଜବୁଲ୍ଲାକୁ ଟାର୍ଗେଟ କରି ଇସ୍ରାଏଲ କରିଥିବା ଘନଘନ ରକେଟ ଓ ବୋମା ମାଡ଼ରେ ସବୁ କିଛି ମାଟିରେ ମିଶି ଯାଇଛି। ଇସ୍ରାଏଲର!-->…
ଧାରଣାରେ ସଫେଇ କର୍ମଚାରୀ, ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସପିଟାଲ ପରିବେଶ
ଭୁବନେଶ୍ୱର: ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସପିଟାଲ ପରିବେଶ । ସବୁ ଆଡ଼େ ପଡ଼ି ରହିଛି ଅଳିଆ ଆବର୍ଜନା । ଗତକାଲି ଠୁଁ ସଫେଇ କର୍ମଚାରୀ ଧାରଣାରେ ବସିଥିବା ବେଳେ ହସ୍ପିଟାଲ ଭିତର ପରିବେଶ ଅବସ୍ଥା ନ କହିବା ଭଲ । କାଜୁଆଲଟିରୁ ଅନ୍ୟ ଇର୍ମଜେନ୍ସି ବିଭାଗ ଯାଏ ପଡ଼ିଛି ଅଳିଆ ।
!-->!-->…
ଟ୍ରକ୍ରେ ନିଆଁ ଲାଗି ପୋଡ଼ିଗଲା ୩୦ ଟନ୍ ଡାଲି
ନିଆଳି: ଚଳନ୍ତା ଡାଲି ଟ୍ରକ୍ରେ ଲାଗିଲା ନିଆଁ। ପୋଡ଼ିଗଲା ୩୦ ଟନ୍ ଡାଲି। କଟକ ଜିଲ୍ଲା ଅଡ଼ଶପୁର-ନିଆଳି ରାସ୍ତାର ଅମଣାକୁଦ ଛକରେ ଏହି ଘଟଣା ଘଟିଛି। ନିଆଁ ଆୟତ୍ତ କଲା ଅଡ଼ଶପୁର ଓ ନିଆଳି ଅଗ୍ନିଶମ ବାହିନୀ। ବଶଃତ ଟ୍ରକ୍ ଡ୍ରାଇଭରର କିଛି ହୋଇନାହିଁ।
ରାୟପୁରରୁ କୋଣାର୍କ ଯାଉଥିଲା!-->!-->!-->…
ଆସନ୍ତା କାର୍ଯ୍ୟକ୍ରମ ପାଇଁ ଉଦାହରଣ ଟିମ୍ ର ବୈଠକ
ରାଉରକେଲା : ସହିଦ୍ ଓ ସହିଦ୍ ପରିବାରକୁ ଦେବା ପାଇଁ ସୃଷ୍ଟି ହୋଇଥିବା ସାମାଜିକ ଅନୁଷ୍ଠାନ ଉଦାହରଣ ଟିମ୍ ର ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ବୈଠକ ସେକ୍ଟର ୧୯ ଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ମୁଖ୍ୟ ପ୍ରାକ୍ତନ ସିଆରପିଏଫ ଡିଆଇଜି ଦୟାନିଧି ତନ୍ତୀ ଙ୍କ ଅଧ୍ୟକ୍ଷତା ଓ ସାଧାରଣ!-->…
ଜାତୀୟ ସେବା ଯୋଜନାର ପ୍ରତିଷ୍ଠା ଦିବସ ପାଳିତ…
ରାଉରକେଲା : ଜାତୀୟ ସେବା ଯୋଜନାର ପ୍ରତିଷ୍ଠା ଦିବସ ଅବସରରେ ସେକ୍ଟର - ୪ ସ୍ଥିତ ରାଉରକେଲା କଲେଜର ଏନ୍.ଏସ୍.ଏସ୍. ସଂଯୁକ୍ତ ଶାଖା ଦ୍ବାରା 'ସ୍ବଭାବ ସ୍ବଚ୍ଛତା ସଂସ୍କାର ସ୍ବଚ୍ଛତା' ଶୀର୍ଷକ ଏକ ଆଲୋଚନା ଚକ୍ର ପ୍ରୋଗ୍ରାମ ଅଫିସର କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ!-->…