କୋରବା-ବିଶାଖା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ୩ AC ବଗି

ବିଶାଖାପାଟଣା : ଫ୍ଲାଟଫର୍ମରେ ଠିଆ ହୋଇଥିବା ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଲାଗିଲା ନିଆଁ। ଦେଖୁ ଦେଖୁ ହୁ ହୁ ଜଳି ଉଠିଲା ଟ୍ରେନ୍‌। ଫଳରେ ଟ୍ରେନ୍‌ର ତିନୋଟି ବଗି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ବିଶାଖାପଟନମ୍‌ ରେଲଓ୍ୱେ ଷ୍ଟେସନରେ ଘଟିଛି ଏଭଳି କିଛି ଅଗ୍ନିକାଣ୍ଡ।

ନୂଆ ସରକାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିର ସର୍ବାଙ୍ଗୀନ ଉନ୍ନତି ଲାଗି କାର୍ଯ୍ୟ କରୁଛି: ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର: ଭୁବନେଶ୍ବରରେ ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା ତରଫରୁ ନବ ନିର୍ବାଚିତ ବିଧାୟକ ଓ ସାଂସଦମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ସମାଜରେ

ସହରରେ ବେଲଗାମ ମଦ ଦୋକାନ : ଅବକାରୀ ବିଭାଗର ଖାମଖିଆଲି ନୀତି ବିରୁଦ୍ଧରେ ହେବ ଘଣ୍ଟ ଯାତ୍ରା

ଅଗଷ୍ଟ ୧୨ରେ ବିକ୍ଷୋଭବ୍ରହ୍ମପୁର : ଅଗ୍ରଣୀ ସମାଜବାଦୀ ଅନୁଷ୍ଠାନ ମାନବ ଅଧିକାର ସୁରକ୍ଷା ମଞ୍ଚର ଏକ ଜରୁରୀ ବୈଠକ ସ୍ଥାନୀୟ ବିଜିପୁର କମ୍ୟୁନିଟି ହଲ ଠାରେ ମଞ୍ଚ ସଭାପତି ଗଗନ ଚନ୍ଦ୍ର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି | ମାସିକ ସମୀକ୍ଷା ସହ ନୂତନ ପ୍ରସ୍ତାବ ନେଇ ବୈଠକରେ

ସୁରକ୍ଷା ସାମାଜିକ ସଂଗଠନ ପକ୍ଷରୁ ବନ ମହୋତ୍ସବ

ଛତ୍ରପୁର : ପରିବେଶ ସନ୍ତୁଳନ ପାଇଁ ବୃକ୍ଷ ରୋପଣର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ସୁରକ୍ଷା ସାମାଜିକ ସଂଗଠନ ପକ୍ଷରୁ ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନନ୍ତପୁର ଗ୍ରାମରେ ଏକ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସଂଗଠନ ର ସଭାପତି ଅଜିତ

ସିଏମ୍‌ ଅଫିସ୍‌କୁ ବୋମାରେ ଉଡ଼ାଇ ଦେବାକୁ ଧମକ

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜୀବନ ପ୍ରତି ରହିଛି ବିପଦ। ପାଟନାରେ ସିଏମ୍‌ ଅଫିସ୍‌କୁ ବୋମା ଲଗାଇ ଉଡାଇ ଦେବାକୁ ଧମକ ମିଳିଛି। ଏହାକୁ ନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଯାଇଛି। ଖବର ଅନୁଯାୟୀ, ଇମେଲ୍‌ ଜରିଆରେ ଏହି ଧମକ ମିଳିଛି। ଆତଙ୍କବାଦୀ ସଙ୍ଗଠନ ଅଲ୍‌କାଏଦା ନାମକ ଜଣେ

ବିଜେପି ପକ୍ଷରୁ କନ୍ଧମାଳ ସାଂସଦ ଓ ବିଧାୟକଙ୍କ ସାମ୍ବାଦିକ ସମ୍ମିଳନୀ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ସଦର ମହକୁମା ପ୍ରଦକ୍ଷିଣ ଗୃହଠାରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଜିଲ୍ଲା ସାଧାରଣ ସମ୍ପାଦକ ଲିଙ୍ଗରାଜ ଦଳବେହେରାଙ୍କ ପରିଚାଳନାରେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସଭାପତିତ୍ବ ରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ଏଥିରେ

ଲୋକଙ୍କୁ କାମ ଦେବାକୁ ସରକାରଙ୍କ ବ୍ଲୁ-ପ୍ରିଣ୍ଟ୍, ଆସନ୍ତା ପାଞ୍ଚ ବର୍ଷରେ ଲୋପ ପାଇବ ଦାଦନ ସମସ୍ୟା

ଭୁବନେଶ୍ୱର: ଲୋକଙ୍କୁ କାମ ଦେବାକୁ ସରକାରଙ୍କ ବ୍ଲୁ-ପ୍ରିଣ୍ଟ୍ । ମାଟି ଖୋଳିବେ ରାଜ୍ୟ ସରକାର, ମାଟି ବୋହିବେ ଲୋକେ। ଏପରି ଭାବେ ଗାଁ ଗାଁରେ ଲୋକଙ୍କୁ କାମ ଦେବାକୁ ଯୋଜନା କରିଛି ପଞ୍ଚାୟତିରାଜ ବିଭାଗ। ଏହା ଦ୍ବାରା ଦାଦନ ସମସ୍ୟାକୁ ଆସନ୍ତା ପାଞ୍ଚ ବର୍ଷରେ ଲୋପ କରିବାକୁ ଯୋଜନା

କେଶବ ପ୍ରସାଦ ମୌର୍ଯ୍ୟଙ୍କର ବି ହେଉ ନାର୍କୋ ଟେଷ୍ଟ… ବର୍ଷିଲେ ଶିବପାଲ

ଅଯୋଧ୍ୟାର ଭଦ୍ରାସାରେ ୧୨ ବର୍ଷୀୟ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ସମାଜବାଦୀ ପାର୍ଟି ନେତାଙ୍କ ନାଁ ସାମ୍ନାକୁ ଆସିବା ପରେ ରାଜନୀତି ଜୋର୍‌ ଧରିଛି। ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଶିବପାଲ ଯାଦବ ଏହି ଘଟଣାକୁ ନିନ୍ଦା କରିବା ସହ ଏକ ବଡ଼ ବୟାନ ଦେଇଛନ୍ତି।

ରାଜ୍ୟରେ ଉପୁଜିନି ବନ୍ୟା ସ୍ଥିତି, ଅତ୍ୟଧିକ ବର୍ଷା ଯୋଗୁଁ ମାଲକାନଗିରିରେ କ୍ଷୟକ୍ଷତି ହୋଇଛି

ଭୁବନେଶ୍ୱର: ବଙ୍ଗୋପସାଗରରେ ଶନିବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାରୁ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଉପରେ ଏହି ଲଘୁଚାପ କେନ୍ଦ୍ରୀଭୂତ ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ତେବେ ରାଜ୍ୟରେ ଏବେ ସୁଦ୍ଧା ବନ୍ୟା ସ୍ଥିତି ଉପୁଜିନଥିବା କହିଛନ୍ତି

କେରଳ ଟ୍ରାଜେଡି: ଓଡ଼ିଶାରୁ ୱାୟନାଡ ଗଲା ‘ଷ୍ଟର୍ମ’

ବ୍ରହ୍ମପୁର: କେରଳ ୱାୟନାଡରେ ଭୂ-ସ୍ଖଳନର ମହାବିପର୍ଯ୍ୟୟ ପରେ ଚାଲିଥିବା ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବାକୁ ସେଠାକୁ ଯାତ୍ରା କରିଛି ବ୍ରହ୍ମପୁର ପୁଲିସର ସନ୍ଧାନୀ କୁକୁର ଷ୍ଟର୍ମ। ତା’ ସହିତ ୪ ଜଣ ଅଧିକାରୀ ମଧ୍ୟ ସେଠାକୁ ଯାଇଥିବା ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସ୍‌ପି ସାର୍ଥକ