କ୍ଷୀରରେ ଅପମିଶ୍ରଣ ଅଭିଯୋଗ, କମ୍ପାନୀ ପରିସରରେ ଚାଲିଛି ଯାଞ୍ଚ

କଟକ : ସାଲେପୁର ଆତୋଡା ମହାନଦୀ ପଠାରେ ଥିବା ରୋହିଣୀ କ୍ଷୀର କମ୍ପାନୀରେ ଅପମିଶ୍ରଣ ହେଉଥିବା ସୂଚନା । ଜଗତପୁର ପୋଲିସ ଓ ଫୁଡ୍ ବିଭାଗ ପକ୍ଷରୁ ଚଢାଉ । ବରିଷ୍ଠ ଅଧିକାରୀ ମାନଙ୍କ ପକ୍ଷରୁ କମ୍ପାନୀ ପରିସରରେ ବିଭିନ୍ନ ଦିଗକୁ ନେଇ ଯାଞ୍ଚ । କଟକ ସାଲେପୁରରେ ଅପମିଶ୍ରିତ ଦୁଗ୍ଧ…

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା , ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅସୀମ ପଣ୍ଡା ମିଳିତ ଅଭିଯୋଗ…

ଜିଲ୍ଲା ବୁଲିଲା ବେଳେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏଣିକି ଜିଲ୍ଲା ଜିଲ୍ଲା ଯାଇ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ ବେଳେ ତିଆରି ହେବ ସ୍ବତନ୍ତ୍ର ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ । ଏନେଇ ସୂଚନା ଦେଇଛନ୍ତି, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ…

କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ଲୋକଙ୍କ ଠାରୁ ଗଣତାନ୍ତ୍ରିକ ଅଧିକାର ଛଡ଼ାଇ ନେଇଛନ୍ତି: ରାହୁଲ

ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ସୋମବାର ପୁଣିଥରେ ଜମ୍ମୁ-କଶ୍ମୀର ପାଇଁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ଦୋହରାଇଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରର ଲୋକଙ୍କ ଠାରୁ ସେମାନଙ୍କର…

ଶାଳାପର୍ଣ୍ଣୀ ସାହିତ୍ୟ ସଂସଦ ଫିରିଙ୍ଗିଆ, କନ୍ଧମାଳ ଆଭାସୀ ମାସିକ ସାହିତ୍ୟ ଆସର ତ୍ରୟୋଦଶ ଭାଗ

ଫୁଲବାଣୀ : ରବିବାର ସନ୍ଧ୍ୟା ୬ଘଣ୍ଟା ସମୟରେ ଶାଳାପର୍ଣ୍ଣୀ ସାହିତ୍ୟ ସଂସଦର ତ୍ରୟୋଦଶ ଆଭାସୀ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠାନର ପ୍ରତିଷ୍ଠାତା ଡ.ବିରଞ୍ଚି ନାରାୟଣ ସାହୁଙ୍କ ସଭାପତିତ୍ବରେ ତ୍ରୟୋଦଶ ଆସର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଉକ୍ତ ଆସରରେ ମୁଖ୍ୟ ଅତିଥି ଭାବେ…

ଭରତପୁର ଥାନାରେ ସିସିଟିଭି ନ ଥିବାରୁ ଉଦବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ

ଭୁବନେଶ୍ବର : ହାଇକୋର୍ଟରେ ବହୁ ଚର୍ଚ୍ଚିତ ଭରତପୁର ଥାନା ମାମଲା । ସିସିଟିଭି ନ ଥିବାରୁ ହାଇକୋର୍ଟଙ୍କ ଉଦବେଗ । ଥାନାରେ ସିସିଟିଭି ନ ଥିବାରୁ ଉଦବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ । ଘଟଣା ନେଇ ବରିଷ୍ଠ IPS ଦୟାଲ ଗଙ୍ଗୱାରଙ୍କୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ…

ICMRର ଚିନ୍ତାଜନକ ରିପୋର୍ଟ: UTI, ଟାଇଫଏଡ ଓ ନିମୋନିଆ ଉପରେ କାମ କରୁନି ଆଣ୍ଟିବାୟୋଟିକ

ୟୁରିନାରୀ ଟ୍ରାକ୍ଟ ଇନଫେକ୍ସ (UTI), ବ୍ଲଡ୍ ଇନଫେକ୍ସନ, ନିମୋନିଆ ଏବଂ ଟାଇଫଏଡ ଭଳି ରୋଗ ଉପରେ ସାଧାରଣ ପ୍ରକାର ଆଣ୍ଟିବାୟୋଟିକ୍ କାମ୍ କରୁନାହିଁ। ଏକଥା ଆମେ କହୁନୁ, ଭାରତର ମେଡିକାଲ ଗବେଷଣା ସଂସ୍ଥା ଆଇସିଏମଆରର ସଦ୍ୟତମ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଇଣ୍ଡିଆନ୍…

ଚର୍ଚ୍ଚିତ ଭରତପୁର ଥାନାରେ ନୂଆ ଆଇଆଇସିଙ୍କ ପୂଜାପାଠ

ଭୁବନେଶ୍ବର: ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା ପରେ ବର୍ତ୍ତମାନ ଚର୍ଚ୍ଚାରେ ରହିଛି ରାଜଧାନୀର ଭରତପୁର ଥାନା । ଆଜି ଥାନାରେ ହୋମ-ଯଜ୍ଞ ସହ ପୂଜାପାଠ କରିଛନ୍ତି ନୂଆ ଆଇଆଇସି ଭାବେ ଯୋଗ ଦେଇଥିବା ଦୀପକ ଖଣ୍ଡାୟତ ରାୟ । ପୂଜାପାଠ ସହ ଥାନା ଗେଟ୍‌ରେ ଲଙ୍କାଲେମ୍ବୁ ଝୁଲାଇଛନ୍ତି ନୂଆ…

ଶ୍ରମକୋଡ଼ ବାତିଲ ଦାବିରେ କେନ୍ଦ୍ରୀୟ ଶ୍ରମିକ ସଂଗଠନର କଳା ଦିବସ ପାଳନ

ବ୍ରହ୍ମପୁର : ଶ୍ରମିକ ବିରୋଧୀ ଶ୍ରମ କୋଡ଼ ବାତିଲ, ମାସିକ ସର୍ବ ନିମ୍ନ 26 ହଜାର ଦରମା ଓ ପୁରୁଣା ପେନସନ ଲାଗୁକର ଦାବିରେ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଗୁଡ଼ିକ ପକ୍ଷରୁ ଆଜି ଦେଶ ବ୍ୟାପି କଳା ଦିବସ ପାଳନ କରିବା ପାଇଁ ଆହ୍ୱାନ ଦେଇଛନ୍ତି । ଏହାର ଅଂଶ ବିଶେଷ ଭାବେ ଆଜି କେନ୍ଦ୍ରୀୟ ଶ୍ରମିକ…

୫୦ଜଣ ଯାତ୍ରୀଙ୍କ ସହିତ ୩୦ ଫୁଟ ଗଭୀର ଖାଇକୁ ଖସିଲା ବସ୍

ଅମରାବତୀ: ମହାରାଷ୍ଟ୍ରର ଅମରାବତୀରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସୋମବାର ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ୩୦ଫୁଟ ଗଭୀର ଖାଇକୁ ଖସିପଡିଛି। ଏହି ଦୁର୍ଘଟଣା ଅମରାବତୀ ନିକଟ ମେଲଘାଟ ଅଞ୍ଚଳ ନିକଟରେ ଘଟିଛି। ଦୁର୍ଘଟଣା ସମୟରେ ବସ୍‌ରେ ୫୦ ଜଣ ଯାତ୍ରୀ ଥିଲେ। ଏହି ଦୁର୍ଘଟଣାରେ ତିନି…