ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି; ମୟୂରଭଞ୍ଜ ଗସ୍ତ ବାତିଲ୍‌

କେନ୍ଦୁଝର : ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଉଡ଼ିପାରିଲା ନାହିଁ ମୁଖ୍ୟମନ୍ତ୍ରୀଙ୍କର ହେଲିକପ୍ଟର୍ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜ ଜିଲ୍ଲା ଗସ୍ତ ବାତିଲ ହୋଇଛି  । ସଡ଼କ ପଥରେ ଭୁବନେଶ୍ଵର ଫେରିଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି କେନ୍ଦୁଝର ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କର ୩…

୨ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ୩ ଅଟକ

ରାଉରକେଲା: ପୁଣି ଲଜ୍ଜା। ରାଉରକେଲାରେ ଦୁଇ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ। ଦୁଇ ନାବାଳିକା ଦୁଇ ଭଉଣୀ ଥିବା କୁହାଯାଉଛି। ବିଶ୍ରା ଛକ ଅଞ୍ଚଳରେ ଏହି ଘଟଣା ଘଟିଛି। ଦୁଇ ନାବାଳିକା ରାଉରକେଲାକୁ ମାର୍କେଟିଂ କରିବାକୁ ବସ ଯୋଗେ ଆସିଥିଲେ। ଗତକାଲି ପ୍ରାୟ ସଂଧ୍ୟା ସମୟରେ ଏହି ଅଭାବନୀୟ…

ଶ୍ୱଶୁରଙ୍କୁ ରଡରେ ପିଟି ହତ୍ୟା

କୋରାପୁଟ : ସ୍ୱାମୀ ନିର୍ଯାତନାରେ ଅତିଷ୍ଠ ପତ୍ନୀ ବାପ ଘର ଚାଲି ଯାଇଥିବା ବେଳେ ଆଉ ଶାଶୁ ଘର ଫେରିବାକୁ ମଙ୍ଗିଲେ ନାହିଁ। ଫଳରେ ପତ୍ନୀଙ୍କୁ ଫେରାଇ ଆଣିବାକୁ ଯାଇଥିବା ପତି ହିତାହିତ ଜ୍ଞାନ ହରାଇ ବସି ଘଟାଇଲେ ତୁମୁଳ କାଣ୍ଡ । ଅତ୍ୟଧିକ ଉତ୍ତ୍ୟକ୍ତ ହୋଇ ପଡ଼ିଥିବା ସ୍ୱାମୀ ପତ୍ନୀ ଓ ନିଜ…

ଦକ୍ଷିଣ ଓଡ଼ିଶାରେ ପିଏମ୍ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନାକୁ ପ୍ରୋତ୍ସାହନ ପାଇଁ ଟିପିଏସ୍ଓଡିଏଲ୍ ପକ୍ଷରୁ ବ୍ୟାପକ…

ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ସୌର ଶକ୍ତି ବ୍ୟବହାରକୁ ବଢ଼ାଇବା ପାଇଁ ସମଗ୍ର ଦକ୍ଷିଣ ଓଡ଼ିଶାରେ ପିଏମ୍ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନାକୁ ସକ୍ରିୟ ଭାବେ ପ୍ରୋତ୍ସାହିତ କରୁଛି। ଲୋକଙ୍କୁ ସୁଲଭ ସୌର ଶକ୍ତି ଯୋଗାଇବା ସହିତ ଏକ…

‘ମୁଖ୍ୟମନ୍ତ୍ରୀ ମୁହଁ ଖୋଲୁଛନ୍ତି, ନବୀନଙ୍କ ଭଳି ଚୁପ୍ ନାହାନ୍ତି’

ଭୁବନେଶ୍ବର: ଭରତପୁର ଥାନା ଘଟଣାକୁ ନେଇ ଏବେ ସରକାରଙ୍କୁ ଘେରୁଛନ୍ତି ବିରୋଧୀ । ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ପଦ ଛାଡନ୍ତୁ ବୋଲି କଂଗ୍ରେସ ଦାବି କରିଥିବା ବେଳେ ବିଜେଡି ଘଟଣାର ନ୍ୟାୟିକ ତଦନ୍ତ ଦାବି କରିଛି । ଖାଲି ସେତିକିରେ କଥା ସରିନି ଶହେ ଦିନର ସରକାରଙ୍କୁ ପ୍ରଶ୍ନର କାଠଗଡାକୁ…

ରାଜ୍ୟ ସାମ୍ବାଦିକ ସଂଘର ଗଞ୍ଜାମ ଜିଲ୍ଲା ସମାବେଶ ଓ ବନ୍ଧୁମିଳନ…

ଭଞ୍ଜନଗର : ଭଞ୍ଜନଗରସ୍ଥିତ ଆର.ଏମ.ସି ସମ୍ମିଳନୀ କକ୍ଷରେ ରାଜ୍ୟ ସାମ୍ବାଦିକ ସଂଘ ଗଞ୍ଜାମ ଜିଲ୍ଲା ତରଫରୁ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ସାମ୍ବାଦିକ ସଂଘର ସଭାପତି, ଉପସଭାପତି ଓ ରାଜ୍ୟ ସମ୍ପାଦକ ଗଞ୍ଜାମ ଜିଲ୍ଲା ସମାବେଶ…

କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ଟ୍ରଷ୍ଟ ରିଲିଫ ବଣ୍ଟନ କାର୍ଯ୍ୟକ୍ରମ

ଫୁଲବାଣୀ : ଆଜି ସଦର ବ୍ଲକ ଅନ୍ତର୍ଗତ ଡାଙ୍ଗୁଲୁ ଗ୍ରାମ ଠାରେ କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ଟ୍ରଷ୍ଟ ଆନୁକୂଲ୍ୟରେ ଭାରତୀୟ ରେଡ଼କ୍ରସ ସଂସ୍ଥା ଦ୍ୱାରା ପ୍ରଦତ୍ତ ରିଲିଫ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଗ୍ରାମର ଶତାଧିକ ଗରିବ, ନିଷ୍ପେସିତ, ଭିନ୍ନକ୍ଷମ ଓ…

ଟ୍ରେନ୍ ଦୁର୍ଘଟଣା ଷଡ଼ଯନ୍ତ୍ର, ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର

ପୁଣି ଥରେ ଟ୍ରେନ୍‌ ଦୁର୍ଘଟଣା ଘଟାଇବାକୁ ହୋଇଛି ଷଡ଼ଯନ୍ତ୍ର। ପଥର ଖଣ୍ଡ, କାଠ ଓ ଲୁହା ପ୍ଲେଟ୍‌ ଏବେ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର। ପୁଣି ଉତ୍ତରପ୍ରଦେଶରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ। ତେବେ କୌଣସି ଅଘଟଣ ଘଟିବା ପୂର୍ବରୁ ଟ୍ରେନ୍‌ ଅଟକି ଯାଇଛି। ଫଳରେ ଦୁର୍ଘଟଣା…

କାଳିପଲ୍ଲୀ ପଞ୍ଚାୟତରେ ଆୟୁଷ୍ମାନ ସ୍ଵାସ୍ଥ୍ୟ ଆରୋଗ୍ୟ ଶିବିର

ଛତ୍ରପୁର : ଛତ୍ରପୁର ବ୍ଲକ୍ ଅନ୍ତର୍ଗତ କାଳିପଲ୍ଲୀ ପଞ୍ଚାୟତରେ ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିର ସମସ୍ତ ପ୍ରକାର ସ୍ଵାସ୍ଥ୍ୟ ଚେକ୍ଅଫ୍ ହୋଇଥିବା ବେଳେ ମାଗଣା ଔଷଧ ବିତରଣ କରାଯାଇଛି । ଅନୁଷ୍ଠିତ ସ୍ବାସ୍ଥ୍ୟ ଶିବିର କୁ କାଳିପଲ୍ଲୀ ପଞ୍ଚାୟତର ସରପଞ୍ଚ ବି.ଲକ୍ଷ୍ମୀ…

ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ମାଲକାନଗିରି : ମାଲକାନଗିରି ସଦର ମହକୁମାସ୍ଥିତ ଡି ଏନ୍ କେ ଖେଳ ପଡ଼ିଆରେ ସୂଚନା - ଶିକ୍ଷା - ସଞ୍ଚାର କାର୍ଯ୍ୟକ୍ରମ ଓ ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ ହୋଇଯାଇଛି । ଏହି ମେଳାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ…