ବ୍ଲକସ୍ତରୀୟ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ମାସିକ ବୈଠକ

ଚିକିଟୀ -- ବ୍ଲକ ସ୍ତରୀୟ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବୈଠକ ବୀର ସିଂହ ଲକ୍ଷ୍ମୀ ନାରାୟଣପୁର ସ୍ଥିତ ଜୟ ହରଚଣ୍ଡୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବସନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛିl ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସମସ୍ତ ପ୍ରଧାନ…

ଓଡ଼ିଶା ହକି ଚାମ୍ପିୟାନସିପରେ ଚିତ୍ରକୋଣ୍ଡା ଏସଏସଡି ହାଇସ୍କୁଲ ଛାତ୍ରୀ

ଚିତ୍ରକୋଣ୍ଡା : ଓଡ଼ିଶା ହକି ଆସୋସିଏସନ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିବା ହକି ଚାମ୍ପିୟାନସିପ-୨୦୨୪ ରେ ମାଲକାନଗିରି ଜିଲ୍ଲା ହକି ଆସୋସିଏସନ ତରଫରୁ ଦଳରେ ସ୍ଥାନ ପାଇଛନ୍ତି ଚିତ୍ରକୋଣ୍ଡା ଏସ ଏସ ଡି ହାଇସ୍କୁଲ ର ତିନି ଜଣ କୃତି ଛାତ୍ରୀ । ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା ହକି…

ଭାରତୀୟ ତଟରକ୍ଷୀ ବାହିନୀ ଓ ଗୋପାଳପୁର ବନ୍ଦରର ମିଳିତ ଅଭିଯାନରେ ଅନ୍ତର୍ଜାତୀୟ ଉପକୂଳ ସ୍ୱଚ୍ଛତା ଦିବସ ପାଳନ

ଛତ୍ରପୁର ୨୧ /୦୯ : ବିଶ୍ବର ସର୍ବବୃହତ ଉପକୂଳ ସ୍ୱଚ୍ଛତା ଅଭିଯାନ କାର୍ଯକ୍ରମ ‘ଅନ୍ତର୍ଜାତୀୟ ଉପକୂଳ ସ୍ୱଚ୍ଛତା ଦିବସ’ କୁ ମିଳିତ ଭାବେ ଭାରତୀୟ ତଟରକ୍ଷୀ ବାହିନୀ ଓ ଗୋପାଳପୁର ବନ୍ଦର ପାଳନ କରିଛନ୍ତି। ଆଜି ଏକ ସ୍ବତନ୍ତ୍ର କାର୍ଯକ୍ରମରେ ପ୍ରାୟ ଦୁଇ କିମି ବ୍ୟାପୀ ବଟେଶ୍ୱର ବେଳାଭୂମିରେ…

ଅନ୍ତରାଷ୍ଟ୍ରୀୟ ତଟୀୟ ସ୍ବଛତା ଦିବସ ପାଳିତ

ଛତ୍ରପୁର : ସ୍ଥାନୀୟ ଶ୍ରୀରାମନଗର ସ୍ଥିତ ସରସ୍ବତୀ ଶିଶୁବିଦ୍ୟାମନ୍ଦିର ଦ୍ବାରା ଅନ୍ତରାଷ୍ଟ୍ରୀୟ ତଟୀୟ ସ୍ବଛତା ଦିବସ ପାଳନ ଅବସର ରେ ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ର ନାଥ ଦାଶ ଙ୍କ ନେତୃତ୍ବ ରେ ବିଦ୍ୟାଳୟର ସ୍କାଉଟ ଓ ଏନସିସି ଶିଶୁମାନଙ୍କ ଦ୍ବାରା ଅଗସ୍ତିନୂଆ ଗାଁ ପଂଚାୟତ ର ନୋଳିଆ ନୁଆଗାଁ…

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଯୁବ ରେଡକ୍ରସ୍ ଶାଖାର ଅଭିମୁଖୀକରଣ କାର୍ଯ୍ୟକ୍ରମ

ଆସିକା ତା ୨୧/୯ : ଆସିକା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୀବାନନ୍ଦ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏବଂ ଯୁବ ରେଡକ୍ରସ୍ ଶାଖାର ଉପଦେଷ୍ଟା ଦ୍ବୟ ହିନ୍ଦୀ ଅଧ୍ୟାପକ ରାଜେଶ୍ କୁମାର ସାହୁ ଏବଂ ଓଡ଼ିଆ ଅଧ୍ୟାପକ ଡ. ଅଜିତ୍ କୁମାର ମୁନୀଙ୍କ ସଂଯୋଜନାରେ ସ୍ବେଚ୍ଛାସେବୀ ଛାତ୍ରଛାତ୍ରୀଙ୍କ…

ଗଳ୍ପ ମଧ୍ୟ ଶିକ୍ଷାର ଏକ ଅବିଛେଦ୍ୟ ଅଙ୍ଗ

ଫୁଲବାଣୀ : ଗଳ୍ପ ମାଧ୍ୟମରେ ଶିଶୁ ଓ ସମାଜର ପରିବର୍ତ୍ତନ - ଏହା ଉପରେ କେପି ସାଲୁଙ୍କି ଠାରେ ବାଳ ରକ୍ଷା ଭାରତ ଓ ଓଡିଶା ଶିକ୍ଷା ଓ ଶିଶୁ ବିକାଶ ବିଭାଗର ମିଳିତ ଆନୁକୂଲ୍ୟରେ ଗଳ୍ପ ବହି ଉନ୍ମୋଚନ କାର୍ଯ୍ୟକର୍ମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ବାଲ ରକ୍ଷା ଭାରତର ଆସିଷ୍ଟାଣ୍ଟ…

୨୩ ତାରିଖ ଯାଏଁ ରତ୍ନଭଣ୍ଡାର ଯାଞ୍ଚ ଜାରି ରହିବ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ

ପୁରୀ: ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଆଜିଠାରୁ ଯାଞ୍ଚ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୩ ତାରିଖ ଯାଏଁ ଜାରି ରହିବ। ଆଜି ପ୍ରଥମ ଦିନରେ ଏଏସ୍‌ଆଇ ଓ ବିଶେଷଜ୍ଞ ଟିମ୍‌ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଅପରାହ୍‌ଣ ୨ଟାରେ ପ୍ରବେଶ କରିଥିଲେ। ଦୀର୍ଘ ୪ ଘଣ୍ଟା ପରେ ଏହି ଟିମ୍‌…

ଗିରଫ ହେବାର ୪ ଘଣ୍ଟା ମଧ୍ୟରେ ଜାମିନ ପାଇଲେ ୭ ରୋଡ ରୋମିଓ

ଭୁବନେଶ୍ବର: ସେନାବାହିନୀର ମେଜର ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ କମିସନରେଟ୍‌ ପୁଲିସ ଅନ୍ତର୍ଗତ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଗିରଫ ୭ ଅଭିଯୁକ୍ତଙ୍କୁ ଆଜି ସନ୍ଧ୍ୟାରେ ଜାମିନ୍ ମିଳିଛି। ଭୁବନେଶ୍ବର ଜେଏମ୍‌ଏଫ୍‌ସି କୋର୍ଟ ଅଭିଯୁକ୍ତମାନଙ୍କୁ ଜାମିନ୍‌…

ଘନେଇଲା ଭରତପୁର ପୋଲିସ-ସେନା ବିବାଦ, ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ

ଭୁବନେଶ୍ୱର : ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ଶହଶହ ପୋଲିସ। ଭୁବନେଶ୍ୱର ରିଜର୍ଭ ଗ୍ରାଉଣ୍ଡରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଆଗାମୀ ଦିନରେ…

‘ସୁଭଦ୍ରା’ ପାଇଁ ୫୦ ଟଙ୍କା ନେଇ ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ

ରାଉରେକଲା : ‘ସୁଭଦ୍ରା’ ଫର୍ମ ପୂରଣ ପାଇଁ ମହଳାଙ୍କଠାରୁ ୫୦ ଟଙ୍କା ନେବା ମହଙ୍ଗା ପଡ଼ିଲା। ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ। ରାଉରକେଲା ପ୍ଲାଣ୍ଟ ସାଇଡ୍‌ ଥାନା ପୁଲିସ୍‌ ଜନସେବା କେନ୍ଦ୍ର ମାଲିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ରାଉରକେଲା ମଧୂସୁଦନ ଛକରେ ରହିଛି ଗ୍ଲୋବାଲ୍‌…