Sign in
Sign in
Recover your password.
A password will be e-mailed to you.
ଆସିଲା ରାଉରକେଲା ବିମାନ ଦୁର୍ଘଟଣାର ତଦନ୍ତ ରିପୋର୍ଟ
ରାଉରକେଲା : ରାଉରକେଲା ବିମାନ ଦୁର୍ଘଟଣାର ଆସିଲା ତଦନ୍ତ ରିପୋର୍ଟ । ଅଏଲ ପ୍ରେସର କମ୍ ଯୋଗୁଁ ଦୁର୍ଘଟଣା ହୋଇଥିବା କହିଲା AAIB । ଗତ ଜାନୁଆରୀ ୧୦ ତାରିଖରେ ରାଉରକେଲାରେ ପ୍ଳେନ କ୍ରାସ୍ ହୋଇଥିଲା । AAIB ପକ୍ଷରୁ ହୋଇଥିବା ଦୁର୍ଘଟଣାର ତଦନ୍ତ ରିପୋର୍ଟରେ ଫୁଏଲ ସପ୍ଲାଇ ବନ୍ଦ ହେବା!-->…
ପତ୍ନୀର ତଣ୍ଟି କାଟିଲା ସ୍ବାମୀ, ହତ୍ୟା ପରେ କଲା ଆତ୍ମସମର୍ପଣ
ଭୁବନେଶ୍ବର : ଭୁବନେଶ୍ବର ଏୟାରଫିଲ୍ଡ ଥାନା କୁହାରେ ବୀଭତ୍ସ ହତ୍ୟାକାଣ୍ଡ । ପରିବା କଟା ଛୁରୀରେ ପତ୍ନୀର ତଣ୍ଟି କାଟିଲା ସ୍ବାମୀ । ପତ୍ନୀକୁ ହତ୍ୟା କରିବା ପରେ ଆତ୍ମସମର୍ପଣ କଲା ସ୍ବାମୀ । ଅଭିଯୁକ୍ତ ସ୍ବାମୀ ଦେବରାଜ ଷଡ଼ଙ୍ଗୀକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ପୋଲିସ । ମୃତକଙ୍କ!-->…
କାଠ ଗୋଲା ଭିତରେ ବେଆଇନ ଗ୍ୟାସ୍ ଗୋଦାମ, ଚଢ଼ାଉ ବେଳେ ମିଳିଲା ବିପୁଳ ପରିମାଣର ସିଲିଣ୍ଡର
ଭୁବନେଶ୍ବର: କାଠ ଗୋଲା ଭିତରେ ଗ୍ୟାସ୍ ଗୋଦାମ । ବେଆଇନ ଗ୍ୟାସ ମହଜୁଦ ରଖିବା ଅଭିଯୋଗରେ ବଡ଼ ଧରଣର ଚଢାଉ। ଗ୍ୟାସ ଗୋଦାମରେ ଚଢାଉ କରୁଛି ଯୋଗାଣ ବିଭାଗ । ଭୁବନେଶ୍ବର ସାମନ୍ତରାପୁର ଛକ ନିକଟରେ ଚଢ଼ାଉ ହୋଇଛି। ଚଢ଼ାଉ ବେଳେ ମିଳିଲା ବିପୁଳ ପରିମାଣର ଗ୍ୟାସ ଟ୍ୟାଙ୍କି ଜବତ ହୋଇଛି ।
!-->!-->!-->…
ଶୋଇଥିବା ବେଳେ ଗଛ ପଡ଼ି ଭାଙ୍ଗିଲା ଘର, ୩ ଗୁରୁତର
ସୋର: ଖଇରାରେ କାଳବୈଶାଖୀରେ ପ୍ରଭାବ। ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ କଇଁଥଗଡିଆ ପଞ୍ଚାୟତର ବିଭିନ୍ନ ସ୍ଥାନରେ ଵର୍ଷା, ପବନ, ବିଜୁଳି ଘଡଘଡିର ତାଣ୍ଡବ। ପବନରେ ଭାଙ୍ଗିଲା ଘର ଓ ଅନେକ ବଡ଼ ବଡ଼ ଗଛ । ଲୋକେ ଶୋଇଥିବା ବେଳେ ଗଛ ପଡ଼ି ଘର ଭାଙ୍ଗିଯାଇ ୩ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ!-->…
ମହୁମାଛି ଆକ୍ରମଣରେ ଜଣେ ମୃତ
କୁଚିଣ୍ଡା: ମହୁମାଛି ଆକ୍ରମଣ ରେ ଜଣେ ମୃତ, ଜମନକିରା ବ୍ଲକ ଅନ୍ତର୍ଗତ ଗୁଲୁଜିପାଲି ଗ୍ରାମର ବାସୁଦେବ କିସାନ ମହୁଲ ଫୁଲ ଗୋଟାଉଥିବା ସମୟରେ ମହୁ ମାଛି ଆକ୍ରମଣ କରିଥିଲେ । ତାଙ୍କୁ ତୁରନ୍ତ ଫାଶୀମାଲ ଡାକ୍ତରଖାନା କୁ ଅଣାଯାଇଥିଲା କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।!-->…
ଭୁବନେଶ୍ୱରରେ ଓଡ଼ିଶା ପୋଲିସର ପ୍ରଥମ ‘ପେନସନ ଓ ଜିପିଏଫ ଅଦାଲତ’ ଅନୁଷ୍ଠିତ: ଅବସରପ୍ରାପ୍ତ କର୍ମଚାରୀଙ୍କ ସମସ୍ୟାର…
ଭୁବନେଶ୍ୱର: ଅବସରପ୍ରାପ୍ତ ପୋଲିସ କର୍ମଚାରୀମାନଙ୍କ ପେନସନ ଓ ଆର୍ଥିକ ସମସ୍ୟାର ସମାଧାନ ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଏକ ଅଭିନବ ପ୍ରୟାସ କରାଯାଇଛି। ଭୁବନେଶ୍ୱରସ୍ଥିତ ସପ୍ତମ ବାଟାଲିୟନ ପରିସରରେ ଓଡ଼ିଶା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଏବଂ ଅକାଉଣ୍ଟାଣ୍ଟ ଜେନେରାଲ (A&E)!-->…
ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, ୬ ସ୍ଥାନରେ ଚଢ଼ଉ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ । ସେଣ୍ଟ୍ରାଲ ଇରିଗେସନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍ । ଭୁବନେଶ୍ବର, କଟକ!-->…
୨୦ତାରିଖ ଅକ୍ଷୟ ତୃତୀୟାରେ ରଥ ଅନୁକୂଳ ନେଇ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ ଚୂଡାନ୍ତ
ପୁରୀ: ଏପ୍ରିଲ ୨୦ତାରିଖରେ ପବିତ୍ର ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ । ଏଥିସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଗତକାଲି ସନ୍ଧ୍ୟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ!-->…
ସମାଜସେବୀ କନକ ସାବତଙ୍କ ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ ପାଳିତ
ବ୍ରହ୍ମପୁର : ହିଲପାଟଣା ନିବାସୀ ପରିବେଶବିତ ସ୍ୱର୍ଗତ ଅଚ୍ୟୁତ ରାମ ସାବତ ଙ୍କ ଧର୍ମ ପତ୍ନୀ ତଥା ସମାଜସେବୀ ଶ୍ରୀମତୀ କନକ କୁମାରୀ ସାବତଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀ ସ୍ଥାନୀୟ ସତ୍ୟଭାମା କଲ୍ୟାଣୀ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଅଛି।ଶ୍ରୀମତୀ ସାବତ ଟାଟା କଲୋନୀ ସ୍ଥିତ ଶ୍ରୀଶ୍ରୀ!-->…
ଗଛ ପଡ଼ି ଯବାନଙ୍କ ମୃତ୍ୟୁ
ଜୟପୁର: ସାରଣ୍ଡାର ଘନ ଜଙ୍ଗଲରେ ସ୍ଥିତ ଜରାଇକେଲା ଥାନା ଅଞ୍ଚଳର ବାବୁଡେରା ସିଆରପିଏଫ୍ କ୍ୟାମ୍ପରେ ଘଟିଥିବା ଏକ ଦୁଃଖଦ ଘଟଣାରେ କୋବ୍ରା ୨୧୦ ବାଟାଲିଅନ୍ର କନଷ୍ଟେବଲ୍ ରାକେଶ କୁମାରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସମଗ୍ର ସୁରକ୍ଷା ବଳଙ୍କ ମଧ୍ୟରେ ଶୋକ ଦେଖାଯାଇଛି।ପ୍ରାପ୍ତ ସୂଚନା!-->…