ସବୁ ଉପରେ ରହିବ ମୁଖ୍ୟମନ୍ତ୍ରୀଙ୍କ ନଜର, ବାଣ୍ଟିଲେ ଦାୟିତ୍ବ

ଭୁବନେଶ୍ବର: ବିଭିନ୍ନ ବିଭାଗ ଉପରେ ନଜର ରଖିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଏଥିପାଇଁ ବିଭିନ୍ନ ବିଭାଗ ଉପରେ ରିପୋର୍ଟ କରିବା ପାଇଁ ୬ ଅଧିକାରୀଙ୍କ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ୬ ଅଫିସରଙ୍କ ମଧ୍ୟରେ ଆଇଏଏସ ନିକୁଞ୍ଜ ଧଳଙ୍କୁ ଗୃହ, ଅର୍ଥ, ଶିଳ୍ପ ପରି ଗୁରୁତ୍ବପୂର୍ଣ୍ଣ

ବରିଡା-ଏ ଗ୍ରାମରୁ ସଂପୂର୍ଣ୍ଣ ମଦ ବିକ୍ରି ବନ୍ଦ କରିବା ପାଇଁ ପଞ୍ଚାୟତ ପ୍ରତିନିଧିଙ୍କ ଦାବି

ଛତ୍ରପୁର : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ ଅନ୍ତର୍ଗତ ବରିଡା-ଏ ଗ୍ରାମରୁ ସଂପୂର୍ଣ୍ଣ ମଦ ବିକ୍ରି ବନ୍ଦ କରିବା ପାଇଁ ପଞ୍ଚାୟତ ପ୍ରତିନିଧିମାନେ ଜୋରଦାର ଦାବି କରିଛନ୍ତି । ମଦ ବିକ୍ରିକୁ ବିରୋଧ କରି ଆମ୍ଭ ଗ୍ରାମବାସୀ ବହୁବାର ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ଏଯାବତ

ନୀତୀଶ ସରକାରଙ୍କୁ ସୁପ୍ରିମ ଝଟ୍‌କା: ସଂରକ୍ଷଣ ନିର୍ଦ୍ଦେଶ ଉପରେ ଲାଗିବନି ରୋକ୍‌

ନୀତୀଶ ସରକାରଙ୍କୁ ସୁପ୍ରିମ ଝଟ୍‌କା। ବିହାରରେ ପଛୁଆ ଶ୍ରେଣୀ ପାଇଁ ୬୫ ପ୍ରତିଶତ ସଂରକ୍ଷଣ କୋଟାକୁ ଖଣ୍ଡନ କରିଥିବା ପାଟନା ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ବିହାର ସରକାରଙ୍କ ଆଦିବାସୀ ତଥା ପଛୁଆ ବର୍ଗର ସଂରକ୍ଷଣକୁ ୫୦ ପ୍ରତିଶତରୁ ୬୫

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଭାଙ୍ଗିଲେ ନିୟମ । ଫେରାଦ ହେଲା କଂଗ୍ରେସ । ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ନୋଟିସ୍‌କୁ ଗ୍ରହଣ କଲେ ବାଚସ୍ପତି ସୁରମା ପାଢୀ । ଅଗ୍ନିବୀର ସଂରକ୍ଷଣ ଓ ୫ ବର୍ଷ ବୟସ ସୀମା

ଆସିଲା ମଧୁମିତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ମୃତ୍ୟୁ ପୂର୍ବରୁ ଦେହରେ ଥିଲା ଏକାଧିକ କ୍ଷତ ଚିହ୍ନ

ଭୁବନେଶ୍ୱର : ବହୁଚର୍ଚ୍ଚିତ ସାମ୍ବାଦିକା ମଧୁମିତା ପରିଡ଼ା ମୃତ୍ୟୁ ମାମଲା । ଆସିଲା ମଧୁମିତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ । ମୃତ୍ୟୁ ପୂର୍ବରୁ ମଧୁମିତାଙ୍କ ଦେହରେ ଥିଲା ଏକାଧିକ କ୍ଷତ ଚିହ୍ନ । ମଲ୍ଟିପୁଲ ଇଞ୍ଜୁରୀରୁ ମୃତ୍ୟୁ ହୋଇଥିବା ସ୍ପଷ୍ଟ । ଆବଶ୍ୟକସ୍ଥଳେ ଭିସେରା ରିପୋର୍ଟ

ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡିଲା ଡ୍ରୋନ୍

ସମ୍ବଲପୁର: ହୀରାକୁଦ ଡ୍ୟାମରେ ଉଡିଲା ଡ୍ରୋନ୍ । ସୋସିଆଲ ମିଡିଆରେ ଭାଇରାଲ ହେଲା ଅପରେସନ ଗ୍ୟାଲେରୀର ଭିଡିଓ । ଖାଲି ସେତିକି ନୁହେଁ ଗତକାଲି ଗେଟ୍ ଖୋଲିବା ସମୟର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଘୂରି ବୁଲୁଛି । ଯାହାକୁ ନେଇ ଏବେ ହୀରାକୁଦ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି ।

କୋଚିଂ ସେଣ୍ଟରରେ ଅଘଟଣ: ଆଉ ୫ ଜଣ ଗିରଫ 

ରାଜଧାନୀ ଦିଲ୍ଲୀର ଓଲ୍ଡ ରାଜିନ୍ଦର ନଗରରେ ଥିବା କୋଚିଂ ସେଣ୍ଟରେ ୟୁପିଏସ୍‌ସି ପାଇଁ ପ୍ରସ୍ତୁତ ହେଉଥିବା ତିନି ଛାତ୍ରଛାତ୍ରୀଙ୍କ ମୃତ୍ୟୁକୁ ନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଛି। ଏହି ମାମଲାରେ ବର୍ତ୍ତମାନ ଦିଲ୍ଲୀ ପୁଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆଉ ୫ ଜଣଙ୍କୁ ପୁଲିସ ଗିରଫ

ରାଜଧାନୀରେ ଉପରମୁହାଁ ଡେଙ୍ଗୁ, ୨୦୦ ଟପିଲା

ଭୁବନେଶ୍ବର: ରାଜଧାନୀରେ ଉପରମୁହାଁ ଡେଙ୍ଗୁ ସଂକ୍ରମଣ । ବର୍ଷାଦିନ କାରଣରୁ ମଶାମାନଙ୍କର ଉପଦ୍ରବ ବଢିବାରେ ଲାଗିଛି । ଏହାର ପ୍ରଭାବରେ ଏବେ ରାଜଧାନୀ ଭୁବନେଶ୍ବରରେ ଡେଙ୍ଗୁ ୨୦୦ ପାର୍ କରିଛି । ତେବେ ଗତ ଜୁଲାଇ ୧୬ ସୁଦ୍ଧା ଏହା ୧୧୫ରେ ପହଞ୍ଚିଥିବା ବେଳେ ଏବେ ଏହାର ସଂଖ୍ୟା ଗତ ୨୭ ସୁଦ୍ଧା

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର

ବରଗଡ଼: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର। ବରଗଡ଼ରେ ରହୁଥିବା ବଦ୍ରିପ୍ରସାଦ ଆପର୍ଟମେଣ୍ଟରେ ମଧ୍ୟ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ତେବେ ଏହି ଆପର୍ଟମେଣ୍ଟରେ ଥିବା ଘର କାହାର ସେ ନେଇ ଅଧିକ ପଚରାଉଚରା କରୁଛି ଟିମ୍। ପୂର୍ବରୁ ରାମଚନ୍ଦ୍ର ମିଶ୍ର ବରଗଡ଼ରେ

ଲଗାଣ ବର୍ଷା ଯୋଗୁଁ ବିଦ୍ୟାଳୟ ରେ ପଶିଲା ବର୍ଷା ଜଳ ଛାତ୍ର ଛାତ୍ରୀ ହନ୍ତସନ୍ତ……

ରାଇଘର :୨୯-୭ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ, ସୀମାନ୍ତ ବର୍ତ୍ତୀ ଅଞ୍ଚଳରେ ଗ୍ରାମ ପରଚିପାରା ଡି ଏନ କେ ଉ ଜି ଏମ ଈ ବିଦ୍ୟାଳୟ ମଧ୍ୟରେ ବର୍ଷା ଜଳ ପଶି ବିଦ୍ୟାଳୟ ବଗିଚା ଗୁଡିକ ନଷ୍ଟ ହେଇ ଯାଇଛି।ଏହା ସହ ପାଣି ପାଇଁ ବିଦ୍ୟାଳୟର ଛାତ୍ର ଛାତ୍ରୀ,ମାନଙ୍କର ମଧ୍ୟ ଯିବା ଆସିବା କରିବାକୁ