ମେଡିକାଲରେ ବୃଦ୍ଧି ହେବ ୭୫ ହଜାର ସିଟ୍

ଭୁବନେଶ୍ବର: ଓଡିଶା ସମେତ ବିଭିନ୍ନ ରାଜ୍ୟରେ ବଢିବ ମେଡିକାଲ ସିଟ୍ । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭରେ ଏହି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ ମୋଦି କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବାର ସୌଭାଗ୍ୟ ମିଳିଲା । ଓଡ଼ିଶାର ମା’ ମାନଙ୍କ ପାଇଁ…

ପୂରଣ ହେଲା ଡାକ୍ତରଙ୍କ ଦାବି, ମନୋଜ ବର୍ମା ହେଲେ କୋଲକାତା ପୁଲିସ କମିଶନର 

IPS ଅଫିସର ମନୋଜ କୁମାର ବର୍ମା ହୋଇଛନ୍ତି କୋଲକାତାର ନୂଆ ପୁଲିସ କମିଶନର। ଗତକାଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ପଦରୁ ବିନୀତ ଗୋଏଲଙ୍କୁ ହଟାଇବା ପରେ IPS ମନୋଜ କୁମାର ବର୍ମାଙ୍କୁ ପୁଲିସ କମିଶନର ପଦରେ ନିଯୁକ୍ତି ଦେଇଛନ୍ତି। 1998 ବ୍ୟାଚର ମନୋଜ ବର୍ମା ପଶ୍ଚିମବଙ୍ଗ…

ଆସନ୍ତାକାଲି ପୁଣି ଖୋଲିବ ରତ୍ନଭଣ୍ଡାର

ପୁରୀ: ମହାପ୍ରଭୁଙ୍କ ରତ୍ନଭଣ୍ଡାର ଆସନ୍ତାକାଲି ପୁଣି ଖୋଲିବ। ଖୁବ୍ ଶୀଘ୍ର ରତ୍ନଭଣ୍ଡାର ରହସ୍ୟ ଉପରୁ ପରଦା ହଟିବ। ଗୁପ୍ତ କୋଠରୀ, ଗୁପ୍ତ ସୁଡ଼ଙ୍ଗ ଓ ଗୁପ୍ତଧନ ଚର୍ଚ୍ଚା ଉପରୁ ପୂର୍ଣ୍ଣଛେଦ ପଡ଼ିବାକୁ ଯାଉଛି। ଦୀର୍ଘ ୬ ବର୍ଷ ତଳୁ ରତ୍ନଭଣ୍ଡାର ସ୍ଥିତି ସଙ୍ଗୀନ ଥିବା ବେଳେ ବୁଧବାର ଦିନ…

ସୁଭଦ୍ରା ପଞ୍ଜିକରଣ କଲେଣି ୭୨ ଲକ୍ଷ ମହିଳା, ୧ କୋଟିରୁ ଅଧିକ ସାମିଲ ହେବେ

ଭୁବନେଶ୍ବର: ଏଯାବତ ସୁଭଦ୍ରାରେ ଭରିଲେଣି ୭୨ ଲକ୍ଷ ମହିଳା । ମୋଟ ୧ କୋଟିରୁ ଅଧିକ ମହିଳା ଏଥିରେ ଉପକୃତ ହେବେ । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା । ତେବେ ଆଜି ବହୁ ପ୍ରତିକ୍ଷିତ…

ଆଉ ବୁଲି ପାରିବନି ବୁଲଡୋଜର, ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ବ୍ୟକ୍ତିଗତ ଘର କିମ୍ବା କାର୍ଯ୍ୟାନୁଷ୍ଠାନ ଉପରେ ଆଉ ବୁଲି ପାରିବନି ବୁଲଡୋଜର। ଅକ୍ଟୋବର ୧ ପର୍ଯ୍ୟନ୍ତ ସମଗ୍ର ଦେଶ୍ରରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ। ବିଭିନ୍ନ କାରଣକୁ ନେଇ ଉତ୍ତରପ୍ରଦେଶ ତଥା ଅନ୍ୟାନ୍ୟ ରାଜ୍ୟରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ…

ଯୁବ କଂଗ୍ରେସ ପକ୍ଷରୁ ମୋଦିଙ୍କ ଜନ୍ମଦିନକୁ ବିରୋଧ, ରାସ୍ତା କଡରେ ବିକିଲେ ଚା’

କେନ୍ଦୁଝର: ଆଜି ଅର୍ଥାତ୍ ସେପ୍ଟେମ୍ବର ୧୭ ତାରିଖ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନକୁ ବିଜେପି ସେବା ଦିବସ ଭାବେ ପାଳନ କରୁଛି । ଅନ୍ୟପଟେ ଏହାକୁ ବିରୋଧ କରିଛି ଯୁବ କଂଗ୍ରେସ । କେନ୍ଦୁଝର ଜିଲ୍ଲାରେ ଯୁବ କଂଗ୍ରେସ ପକ୍ଷରୁ ଏହାକୁ ବିରୋଧ କରି ଜାତୀୟ ବେରୋଜଗାର ଦିବସ…

“ମହିଳାଙ୍କୁ ସଶକ୍ତ କରୁ ‘ସୁଭଦ୍ରା’, ମହିଳାଙ୍କ ବିକାଶ ଓଡିଶାର ବିକାଶର ମୂଳମନ୍ତ୍ର”

ଭୁବନେଶ୍ବର: ମହିଳାଙ୍କ ବିକାଶ ଓ ବଢୁଥିବା ସାମର୍ଥ୍ୟ ହିଁ ଓଡିଶା ବିକାଶର ମୂଳମନ୍ତ୍ର । ପ୍ରଭୁ ଜଗନ୍ନାଥଙ୍କ ସାଙ୍ଗରେ ଭଉଣୀ ସୁଭଦ୍ରାଙ୍କ ଉପସ୍ଥିତି ମଧ୍ୟ ଆମକୁ ଏହି ବାର୍ତ୍ତା ଦେଉଛି । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭରେ ଏହି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ…

ମହିଳାଙ୍କୁ ରାତି ଡ୍ୟୁଟି କରିବାକୁ ବାରଣ ନ କରି ସୁରକ୍ଷା ଦିଅ: ସୁପ୍ରିମକୋର୍ଟ

ପଶ୍ଚିମବଙ୍ଗ ସରକାର ମହିଳାମାନଙ୍କ ରାତି ଡ୍ୟୁଟି ବନ୍ଦ କରିବା ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ। ମହିଳାମାନଙ୍କୁ ଡ୍ୟୁଟିକୁ ଆସିବାକୁ ବାରଣ କରିବାକୁ ସରକାର କିଏ, ସେମାନଙ୍କୁ ସୁରକ୍ଷା ଯୋଗାଇବା ରାଜ୍ୟ ସରକାରଙ୍କ କାମ ବୋଲି ସୁପ୍ରିମକୋର୍ଟ ପ୍ରଧାନ…

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଓଡିଶାରେ ଆରମ୍ଭ ହେଲା ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନା । ସୁଇଚ ଚିପି ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହିତ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ ଗଲା । ସବୁ ପ୍ରତିକ୍ଷାର ଅନ୍ତ…

ବିପଦ ସଙ୍କେତ ଉପରେ ପ୍ରବାହିତ ସୁବର୍ଣ୍ଣରେଖା

ଜଳେଶ୍ୱର : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବଢୁଛି ସୁବର୍ଣ୍ଣରେଖା ଏବଂ ଜଳକା ନଦୀର ଜଳସ୍ତର । ଜଳେଶ୍ବର ବ୍ଲକ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ୧୦.୩୬ ରହିଥିବା ବେଳେ ସଂଧ୍ଯା ୫ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୦.୭୯ ମିଟରରେ ପ୍ରବାହିତ ହେଉଛି ।…