ଇଣ୍ଟରସେପ୍ଟର ମିଜାଇଲର ସଫଳ ପରୀକ୍ଷଣ

ବାଲେଶ୍ୱର ଅବଦୁଲ କଲାମ ଦ୍ୱୀପରୁ ଇଣ୍ଟରସେପ୍ଟର ମିଜାଇଲର ପରୀକ୍ଷଣ କରାଯାଇଛି। ଆଜି ଅପରାହ୍ନ ୪ଟା ୨୫ ମିନିଟ ସମୟରେ ମିଜାଇଲର ବ୍ୟବହାରିକ ପରୀକ୍ଷଣ ହୋଇଥିଲା। ପ୍ରଥମେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡରୁ ପୃଥ୍ୱୀ-୨ ଉତ୍ କ୍ଷେପଣ କରାଯାଇଥିଲା। ଏହାର କିଛି ସମୟ ପରେ ଇଣ୍ଟରସେପ୍ଟର ମିଜାଇଲ

୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଫସିଛନ୍ତି ପାଟଣାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସୁଜିତ କୁମାର ପାଢୀ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ। ସୂଚନା ଅନୁସାରେ, ଏକ ବିଲ୍‌

ବେଙ୍ଗଲ ବିଧାନସଭାରେ NEET ବିରୋଧରେ ପ୍ରସ୍ତାବ ପାରିତ, ପୂର୍ବ ପରୀକ୍ଷା ଢାଞ୍ଚା ଆଣିବାକୁ ଦାବି

NEET-UG ପରୀକ୍ଷା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ବିଧାନସଭାରେ ନିଟ୍ ବିରୁଦ୍ଧରେ ପ୍ରସ୍ତାବ ପାରିତ ହୋଇଛି। ଆଜି ବିଧାନସଭାରେ କେନ୍ଦ୍ର ଅଧୀନ ପରିବର୍ତ୍ତେ ପୂର୍ବ ନିୟମ ଆଧାରରେ ପରୀକ୍ଷା ପରିଚାଳନା ପାଇଁ ଦାବି ଉଠିଛି। ଏହା ପୂର୍ବରୁ ତାମିଲନାଡ଼ୁ ସରକାର ମଧ୍ୟ ସମାନ ଦାବି ଉଠାଇଥିଲେ।

ଭବାନୀ ଶଙ୍କର ଭୋଇ ହେଲେ ବିଧାନସଭାର ନୂଆ ଉପବାଚସ୍ପତି

ଭୁବନେଶ୍ୱର: ଭବାନୀ ଶଙ୍କର ଭୋଇ ହେଲେ ବିଧାନସଭାର ନୂଆ ଉପବାଚସ୍ପତି । ବାଚସ୍ପତି ସୁରମା ପାଢୀ କଲେ ନାଁ ଘୋଷଣା । ଘୋଷଣା ହେଲା ଉପ-ବାଚସ୍ପତିଙ୍କ ନାଁ । ସର୍ବସମ୍ମତିକ୍ରମେ ସେ ଉପବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ୨୦୧୯ ଏବଂ ୨୦୨୪ରେ ଲଗାତାର ତଳସରା ନିର୍ବାଚନ ମଣ୍ଡଳିରୁ ସେ

ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା

ଭୁବନେଶ୍ୱର: ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା । ଆଜି ବିଧାନସଭାର ତୃତୀୟ ଦିନରେ ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ଶକ୍ତିମନ୍ତ୍ରୀ କେଭି ସିଂଦେଓ। ମନ୍ତ୍ରୀ କହିଛନ୍ତି ଯ, ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ସୌରଶକ୍ତି ଦ୍ବାରା ବିଜୁଳି ମିଳିବ।

ପ୍ରଶ୍ନପତ୍ର ଲିକ୍ ଦୋଷୀଙ୍କୁ ନାହିଁ ନିସ୍ତାର; ୧୦ ବର୍ଷ ଜେଲ୍ ସାଙ୍ଗକୁ କୋଟିଏ ଟଙ୍କା ଜରିମାନା

ଏଣିକି ବିହାରରେ ପ୍ରଶ୍ନପତ୍ର ଲିକ୍ କରୁଥିବା ଦୋଷୀଙ୍କୁ ମିଳିବ କଠୋରରୁ କଠୋର ଦଣ୍ଡ। ଏକ କୋଟି ଟଙ୍କା ଜରିମାନା ସାଙ୍ଗକୁ କାରାଗାରରେ ଦିନ ବିତାଇବାକୁ ପଡ଼ିବ। କାରଣ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ନୂଆ ଆଇନ। ଆଜି ବିହାର ବିଧାନସଭାରେ ଆଣ୍ଟି-ପେପର୍ ଲିକ୍ ବିଲ୍ (ବିହାର ଜନ ପରୀକ୍ଷା

ଖୁବ୍‌ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା। ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତି ବୋଲି

ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ

ବ୍ରହ୍ମପୁର : ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ । ରାଧାକୃଷ୍ଣନ୍ ଛାତ୍ରାବାସରେ ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରମାନେ ଦ୍ୱୀତିୟ ବର୍ଷର ଛାତ୍ରଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ । ଏନେଇ ବିଶ୍ୱବିଦ୍ୟାଳୟ କୁଳପତି ଓ ୟୁଜିସିର ଆଣ୍ଟି ରେଗିଂ ସେଲକୁ

ରାଜ୍ୟସଭାରେ ଅର୍ଥମନ୍ତ୍ରୀଙ୍କୁ ‘ମାତାଜୀ’ କହି କଟାକ୍ଷ କଲେ ଖଡଗେ

ରାଜ୍ୟସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଆଜି ବଜେଟକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ଏଥିସହ ସହ ବଜେଟ ଉପସ୍ଥାପନ କରିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ସେ ମାତାଜୀ ବୋଲି କହି କଟାକ୍ଷ ମଧ୍ୟ କରିଛନ୍ତି। ଖଡଗେଙ୍କ କହିବା କଥା

‘ରତ୍ନଭଣ୍ଡାର ଅଳଙ୍କାର ଗୁଡ଼ିକ ଗଣତିମଣତି ପାଇଁ ଇସ୍ୟୁ ହୋଇସାରିଛି SOP’

ପୁରୀ: ଏଏସଆଇ ମରାମତି କରି ସାର୍ଟିଫିକେଟ୍‌ ଦେଲେ ରତ୍ନଭଣ୍ଡାର ଗଣତି, ମଣତି ହେବ। ରତ୍ନଭଣ୍ଡାର ଗଣତି, ମଣତି ନେଇ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ସୂଚନା। ମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି ବୋଲି କହିଲେ ଜଷ୍ଟିସ ରଥ। ଜଷ୍ଟିସ ରଥଙ୍କ କହିବା ଅନୁସାରେ,