Sign in
Sign in
Recover your password.
A password will be e-mailed to you.
ଖୁବ୍ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା
ଭୁବନେଶ୍ୱର: ଖୁବ୍ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା। ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତି ବୋଲି!-->…
ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ
ବ୍ରହ୍ମପୁର : ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ । ରାଧାକୃଷ୍ଣନ୍ ଛାତ୍ରାବାସରେ ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରମାନେ ଦ୍ୱୀତିୟ ବର୍ଷର ଛାତ୍ରଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ । ଏନେଇ ବିଶ୍ୱବିଦ୍ୟାଳୟ କୁଳପତି ଓ ୟୁଜିସିର ଆଣ୍ଟି ରେଗିଂ ସେଲକୁ!-->…
ରାଜ୍ୟସଭାରେ ଅର୍ଥମନ୍ତ୍ରୀଙ୍କୁ ‘ମାତାଜୀ’ କହି କଟାକ୍ଷ କଲେ ଖଡଗେ
ରାଜ୍ୟସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଆଜି ବଜେଟକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ଏଥିସହ ସହ ବଜେଟ ଉପସ୍ଥାପନ କରିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ସେ ମାତାଜୀ ବୋଲି କହି କଟାକ୍ଷ ମଧ୍ୟ କରିଛନ୍ତି।
ଖଡଗେଙ୍କ କହିବା କଥା!-->!-->!-->…
‘ରତ୍ନଭଣ୍ଡାର ଅଳଙ୍କାର ଗୁଡ଼ିକ ଗଣତିମଣତି ପାଇଁ ଇସ୍ୟୁ ହୋଇସାରିଛି SOP’
ପୁରୀ: ଏଏସଆଇ ମରାମତି କରି ସାର୍ଟିଫିକେଟ୍ ଦେଲେ ରତ୍ନଭଣ୍ଡାର ଗଣତି, ମଣତି ହେବ। ରତ୍ନଭଣ୍ଡାର ଗଣତି, ମଣତି ନେଇ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ସୂଚନା। ମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି ବୋଲି କହିଲେ ଜଷ୍ଟିସ ରଥ।
ଜଷ୍ଟିସ ରଥଙ୍କ କହିବା ଅନୁସାରେ,!-->!-->!-->…
ସାଂସଦ ଅପରାଜିତା ହେଲେ ଏସିଆ ପାସିଫିକ୍ ଗ୍ରୁପ ଆଇପିୟୁ ଉପସଭାପତି
ଭୁବନେଶ୍ୱର: ସାଂସଦ ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ୍ ଗ୍ରୁପ ଆଇପିୟୁ ଉପସଭାପତି। ଆଇପିୟୁ (IPU) କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ଦେଇଛନ୍ତି ସାଂସଦ ଅପରାଜିତା। ସେ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି ଏହି ଖବର ଦେଛନ୍ତି।
ତେବେ ସେ ବାଚସ୍ପତି ଓମ୍!-->!-->!-->…
ବିମାନରେ ଲାଗିଲା ନିଆଁ, ୧୮ ମୃତ
ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବିମାନ। ଟେକ୍ ଅଫ୍ ବେଳେ ବିମାନରେ ଲାଗିଲା ନିଆଁ। ଏଥିରେ ୧୮ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ନେପାଳରେ ଏହି ଦୁର୍ଘଟଣା ଘଟିଛି।
ଆଜି କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ୧୯ଜଣ ଯାତ୍ରୀଙ୍କୁ ନେଇ ଉଡ଼ାଣ ଆରମ୍ଭ କରିଥିଲା!-->!-->!-->…
ନିତୀ ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ। ଏ ବୈଠକରେ ଯୋଗ ଦେବାକୁ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର!-->…
ଲଗାଣବର୍ଷା ଜନିତ କ୍ଷୟକ୍ଷତି ଆକଳନ ନେଇ ପିଆରଆଇ ସଦସ୍ୟଙ୍କ ସହ ଆଲୋଚନା କଲେ ଜିଲ୍ଲାପାଳ
ମାଲକାନଗିରି : ମାଲକାନଗିରି ଜିଲ୍ଲାର ଲଗାଣ ବର୍ଷା ପ୍ରଭାବିତ ଅଞ୍ଚଳବାସୀଙ୍କ ସହାୟତା ନିମନ୍ତେ ଜିଲ୍ଲା ପ୍ରଶାସନ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଅସ୍ୱାନ ସମ୍ମିଳନୀ କକ୍ଷରେ ଜିଲ୍ଲାର ସାତଟି ବ୍ଲକ ଅଧ୍ୟକ୍ଷ,!-->…
ମାଓ ସହିଦ ସ୍ତମ୍ଭକୁ ଭାଙ୍ଗିଲେ ଯବାନ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ରାଜ୍ୟ ଛତିଶଗଡର ସୁକମା ଜିଲ୍ଲା ଗୋଲ୍ଲାପାଲି ଥାନା ଅଂଚଳରେ ମାଓବାଦୀଙ୍କ ଦୁଇ ସହିଦ ସ୍ତମ୍ଭକୁ ସୁରକ୍ଷାକର୍ମୀ ଦ୍ୱାରା ସମ୍ପୂର୍ଣ ଭାବେ ଧ୍ଵସ୍ତ କରାଯାଇଥିବା ଜଣାପଡିଛି l ସୂଚନା ଅନୁଯାଇ ସୁକମା ଜିଲ୍ଲାର ଗୋଲ୍ଲାପାଲି ଥାନା ଅନ୍ତର୍ଗତ!-->…
ଫୁଲବାଣୀ ଠାରେ ଭାରତୀୟ ମଜଦୂର ସଂଘର ୭୦ତମ ପ୍ରତିଷ୍ଠା ଦିବସ ପାଳିତ
ଫୁଲବାଣୀ : ଦେଶର ସର୍ବବୃହତ ଶ୍ରମିକ ସଂଗଠନ ଭାରତୀୟ ମଜଦୂର ସଂଘ (ବିଏମଏସ) ର ୭୦ତମ ପ୍ରତିଷ୍ଠା ଦିବସ ଫୁଲବାଣୀ ଠାରେ ପାଳିତ ହୋଇଯାଇଛି। ଜିଲା ଶ୍ରମ ଅଧିକାରୀ ତେଜ ବାଗେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସରକାରଙ୍କ ବିଭିନ୍ନ ଶ୍ରମ ନୀତି,ଓ ସରକାରୀ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ।!-->…