Sign in
Sign in
Recover your password.
A password will be e-mailed to you.
ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶନାମା ଜାରି
ନୂଆଦିଲ୍ଲୀ : କଫ୍ ସିରପ୍ କୁ ନେଇ କେନ୍ଦ୍ର ସରକାରଙ୍କ ନୂଆ ନିୟମ । ଏବେ ଡାକ୍ତରୀ ପ୍ରେସକ୍ରିପସନ ବିନା ମେଡିକାଲ ଦୋକାନରେ ମିଳିବ ନାହିଁ କଫ୍ ସିରପ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କଫ୍ ସିରପକୁ ‘ସିଡ୍ୟୁଲ୍ K’!-->…
ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ନିର୍ମମ ହତ୍ୟା
ପ୍ରୟାଗରାଜ : ଉତ୍ତରପ୍ରଦେଶ ପ୍ରୟାଗରାଜରେ ହୃଦୟ ବଦାରକ ଘଟଣା । ମେଜା ଥାନା ଅର୍ନ୍ତଗତ କୁକରକଟୱା ଗାଁରେ ଗୋଟିଏ ପରିବାର ୩ ଜଣ ଲୋକଙ୍କୁ ହତ୍ୟା କରାଯାଇଛି । ମଙ୍ଗଳବାର ସକାଳେ ଗାଁ ଲୋକ ଘର ବାହାରେ ରକ୍ତ ଦେଖିବା ପରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଲା ।
ଖବର ମୁତାବକ, ଗାଁରେ ଥିବା!-->!-->!-->…
NEET UG ପରୀକ୍ଷା ପାଇଁ ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ ବନ୍ଦ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ : NEET UG ପୁନଃ ପରୀକ୍ଷାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ସରକାର ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅସ୍ଥାୟୀ ଭାବେ ବନ୍ଦ କରିଛନ୍ତି । ପରୀକ୍ଷାର ସୁରକ୍ଷିତ ପରିଚାଳନା ସୁନିଶ୍ଚିତ କରିବା ଏବଂ କପି ରୋକିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି ।!-->…
ଇଣ୍ଡୋନେସିଆରେ ୬.୭ ତୀବ୍ରତାର ଭୂକମ୍ପ ଝଟକା
ଜାକାର୍ତ୍ତା : ଇଣ୍ଡୋନେସିଆରେ ପୁଣି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ତ୍ରୀବତା ୬.୭ ରହିଛି । ଦେଶର ସୁଲାୱେସି ଦ୍ୱୀପ ଅଞ୍ଚଳରେ ହୋଇଥିବା ହଠାତ୍ ଭୂକମ୍ପ ଝଟକା ଅନୁଭୂତ ହେବା ପରେ ଅନେକ ଲୋକ ଭୟଭୀତ ହୋଇ ଘରୁ ବାହାରକୁ ଦୌଡ଼ି ଆସିଥିବା ସୂଚନା ମିଳିଛି । ଭୂକମ୍ପର!-->…
B-52 ବୋମାବର୍ଷୀ ବିମାନ ଦୁର୍ଘଟଣାଗ୍ରସ୍ତ, ୮ ମୃତ
ଆମେରିକା : ଆମେରିକା ଏୟାରଫୋର୍ସର B-52 ବୋମାବର୍ଷୀ ବିମାନ ଦୁର୍ଘଟଣା ଘଟିଛି । ବିମାନଟି ଦକ୍ଷିଣ କାଲିଫୋର୍ନିଆରେ ଅବସ୍ଥିତ ଏଡୱାର୍ଡସ୍ ଏୟାର ଫୋର୍ସ ବେସରୁ ଉଡ଼ାଣ ଭରିବାର କେବଳ କିଛି ମିନିଟ୍ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ଏହି ଭୟାବହ ଦୁର୍ଘଟଣାରେ ସମସ୍ତ ୮ ଜଣ!-->…
ନିଟ-ୟୁଜି ୨୦୨୬ ପରୀକ୍ଷା: ସ୍ୱଚ୍ଛ ଓ ସୁରକ୍ଷିତ ପରିଚାଳନା ପାଇଁ ଡିଜିପିଙ୍କ ସମୀକ୍ଷା
ଭୁବନେଶ୍ଵର:ଆସନ୍ତା ଜୁନ ୨୧ ତାରିଖରେ ନିଟ୍ ୟୁଜି – ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ!-->…
ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାଇଲେଭଲ୍ ମିଟିଂ। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା। ଗସ୍ତ ସମୟରେ ଯେପରି କୌଣସି ତ୍ରୁଟି ନରହେ, ସେଥିପାଇଁ ଗୃହ ବିଭାଗ ଓ ବରିଷ୍ଠ ପୋଲିସ ଅଧିକାରୀଙ୍କୁ!-->…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ
ଜୟପୁର: ବୋରିଗୁମ୍ମା ତହସିଲ ଅନ୍ତର୍ଗତ କଷାଗୁଡା ସର୍କଲ ର ମହିଳା ଆରଆଇ ଶୈଳବାଳା ଚାରି ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।ପ୍ରାପ୍ତ ସୂଚନା ଅନୁଯାୟୀ କଷାଗୁଡା ଆରଆଇ ସର୍କଲ ର ଜଣେ ହିତାଧିକାରୀ ମତ୍ସ ପୋଖରୀ ଯୋଜନା ନିମନ୍ତେ ଟ୍ରେସ ମେପ ପାଇଁ କାର୍ଯ୍ୟରତ!-->…
୮ ମାସର ଗର୍ଭବତୀଙ୍କୁ ଗାଁ ଦାଣ୍ଡରେ ମାଡ଼
ଉଦଳା : ଏକ ସାଙ୍ଗେ ୩୦ ରୁ ଅଧିକ ଆସିଲେ, ଘରୁ ଯୁବକଙ୍କୁ ନେଇ ଗଛରେ ବାନ୍ଧି ନିର୍ଘାତ ବାଡେ଼ଇଲେ । ଏହାକୁ ବିରୋଧ କରିବାରୁ ୮ ମାସର ଗର୍ଭବତୀ ମହିଳାଙ୍କୁ ମଧ୍ୟ ଗାଁ ଦାଣ୍ଡରେ ନିର୍ଘାତ ବାଡେ଼ଇଲେ । ଯେଉଁଥିରେ ଉଭୟ ଗୁରୁତର ହୋଇଥିବା ନେଇ ଅଭିଯୋଗ ହୋଇଛି!-->…
ଉନ୍ନତମାନର ଖାଦ୍ୟ ଓ ପରିବାର ସଦସ୍ୟଙ୍କୁ ଭେଟିବା ଦାବିରେ ୧୦୦ କଏଦୀଙ୍କ ଧାରଣା
ପଦ୍ମପୁର : ଜେଲରେ କଏଦୀଙ୍କ ଧାରଣା । ପଦ୍ମପୁର ଉପକାରାଗାରରେ ଉନ୍ନତ ଖାଦ୍ୟ ଓ ମୌଳିକ ସୁବିଧା ଦାବି ନେଇ ପ୍ରାୟ ୧୦୦ ଜଣ କଏଦୀ ଆମରଣ ଅନଶନରେ ବସିଛନ୍ତି । ଜେଲ ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି । ପଦ୍ମପୁର ଉପକାରାଗାରରେ ମୋଟ ୧୩୧ ଜଣ କଏଦୀ!-->…