ରାଇଘର : ୧୫ କିଲୋ ଗଞ୍ଜେଇ ସହ ଦୁଇ ଗିରଫ…

ଉମରକୋଟ (୧୧/୦୯/୨୦୨୪) ଗତ କାଲି ନବରଙ୍ଗପୁର ଜ଼ିଲ୍ଲା ରାଇଘର ପୋଲିଶ ପ୍ରଶାସନ ତରଫରୁ ସଂଧ୍ୟା ସମୟ ରେ ପେଟ୍ରୋଲିଙ୍ଗ କରିବା ସମୟରେ ଦୁଇ ଜଣ ସନ୍ଦିଗ୍ଧ ଲୋକଙ୍କୁ ପାଖରେ ଥିବା ତିନିଟି ବ୍ୟାଗରୁ ୧୫ କିଲୋ ଗଞ୍ଜେଇ ସହ ସେମାନଙ୍କୁ ଗିରଫ କରିଛି ପୋଲିସ ସୂଚନା ପ୍ରକାରେ, ରାଇଘର…

ଅବ୍ୟବସ୍ଥା ଘେରରେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ : ଡାକ୍ତର ଓ କର୍ମଚାରୀ ଅଭାବା ଚିକିତ୍ସା ପାଇଁ ହନ୍ତସନ୍ତ…

୮୦ ଶର୍ଯ୍ୟା ବିଶିଷ୍ଟ ଡାକ୍ତରଖାନାରେ କାର୍ଯ୍ୟକ୍ଷମ ହେଉଛି ୩୦ ଶର୍ଯ୍ୟା ଶିଶୁ, ଚକ୍ଷୁ ଓ ଭେଷଜ ବିଭାଗୀୟ ବିଶେଷଜ୍ଞ ନାହାନ୍ତି, ୫ଜଣ ଷ୍ଟାପନର୍ସରେ ଚାଲିଛି ରୋଗୀସେବା ହିଞ୍ଜିଳିକାଟୁ, ୧୦ା୯(): ଜନସାଧାରଣଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇଦେବା ଲକ୍ଷ୍ୟରେ ଉଭୟ କେନ୍ଦ୍ର ଓ…

ଘୋଡାହାଡ ନଦୀରେ ୧୦ ଫୁଟ ଉଚ୍ଚତାରେ ପାଣି

ଜୟମଙ୍ଗଳ କେନାଳ ଲୁହା ଗେଟ୍ ଭାଙ୍ଗିଲା, ନଦୀକୂଳ ଅଞ୍ଚଳବାସୀ ଆତଙ୍କିତହିଞ୍ଜିଳିକାଟୁ : ରବିବାର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ରବିବାର ଓ ସୋମବାର ୨ ଦିନ ଧରି ସ୍ଥାନୀୟ ଅଞ୍ଚଳରେ ପ୍ରବଳ ବୃଷ୍ଟିପାତ ହୋଇଛି । ଗତ ୩ ଦିନରେ ୧୩୨ ମିମି…

ବାଇକରୁ ପଡ଼ି ଯୁବକଙ୍କ ମୃତ୍ୟୁ

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ଥାନା ଅଧୀନସ୍ଥ ରାଏବଗା ରୋଡ ସ୍ଥିତ କାନ୍ତିଲାଲ ଦଫେଇ ଅଞ୍ଚଳରେ ଆଜି ସନ୍ଧ୍ୟା ପ୍ରାୟ ୫ ଟା ସମୟରେ ଜନୈକ ଯୁବକ ବାଇକରୁ ପଡ଼ି ମୃତ୍ୟୁ ଘଟିଥିବା ଜଣା ପଡ଼ିଛି | ବୀରମିତ୍ରପୁର ପଟୁ କୌଣସି କାମ ସାରି ନିଜ ଘର କୁତ୍ରା ଥାନା ଅନ୍ତର୍ଗତ…

ମାଛ ଧରିବାକୁ ଯାଇ ଫସିଲେ ଵ୍ୟକ୍ତି, ଗଛ କୋରଡରେ ବିତିଲା ୨୦ ଘଣ୍ଟା, ଭରାନଈରୁ ଉଦ୍ଧାର

ମାଲକାନଗିରି : ଗତକାଲି ପୋଟେରୁ ନଦୀ ମାଛ ଧରିବା ପାଇଁ ଯାଇଥିବା ବେଳେ ନଦୀରେ ଅତ୍ୟଧିକ ଜଳପ୍ରବାହ ଓ ଲଗାଣ ବର୍ଷା ଯୋଗୁଁ ଫେରିନପାରି ନଇରେ ଫସିଗଲେ ବୃଦ୍ଧା। ତେବେ ପ୍ରାୟ ୨୦ ଘଣ୍ଟା ପରେ ବୃଦ୍ଧା ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ପଡିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ…

ପୁନଃ ନିଯୁକ୍ତି ଦେବାପାଇଁ ଓଡ଼ିଶା ଆଉଟସୋର୍ସିଂ ନର୍ସିଂ କର୍ମଚାରୀ ୟୁନିଅନ ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଦାବି

ଛତ୍ରପୁର : ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଆଉଟସୋର୍ସିଙ୍ଗ ନର୍ସିଂ (ଜିଏନଏମ ଓ ଏଏନଏମ) କର୍ମଚାରୀଙ୍କ ଛଟେଇ ସମ୍ବନ୍ଧରେ ବିଚାର କରି ପୁନଃନିଯୁକ୍ତି ଦେବାପାଇଁ ଓଡ଼ିଶା ଆଉଟସୋର୍ସିଂ ନର୍ସିଂ କର୍ମଚାରୀ ୟୁନିଅନ ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଦାବି ହୋଇଛି।…

ଅଜଣା ଗାଡି ଧକ୍କାରେ ତିନି ଗୁରୁତର

ଛତ୍ରପୁର : ରମ୍ଭା ଥାନା ଅଧିନ ସାନରାମଚନ୍ଦ୍ରପୁର ଜାତୀୟ ରାଜପଥ ନିକଟରେ ଘଟିଛି ସଡ଼କ ଦୁର୍ଘଟଣା | ଅଜଣା ଗାଡି ଧକ୍କାରେ ବାପା, ଝିଅ ଓ ଜ୍ୱାଇଁ ଗୁରୁତର | ଗୁରୁତର ମାନେ ହେଲେଜ୍ୱାଇଁ ମନୋଜ ସାହୁ, ଝିଅ ପ୍ରିୟଙ୍କା ସାହୁ ଓ ବାପା ରଙ୍କ ସାହୁ | ରମ୍ଭା ଅଗ୍ନିଶମ ବିଭାଗ ପହଂଚି ଗୁରୁତର…

ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ: ଇଞ୍ଜିନିୟର ରଶିଦଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜେଲ୍ ଦଣ୍ଡ ଭୋଗୁଥିବା ବାରାମୁଲା ସାଂସଦ ଇଞ୍ଜିନିୟର ରଶିଦଙ୍କୁ ଜାମିନ ମିଳିଛି। ଆଗକୁ ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଥିବା ବେଳେ ମଙ୍ଗଳବାର ଦିଲ୍ଲୀର ପଟିଆଲା ହାଉସ କୋର୍ଟ ରାଶିଦଙ୍କୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ…

ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର : ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ ନୂତନ ବନ୍ଦେ ଭାରତ ଟ୍ରେନ । ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ର ରେଳ ମନ୍ତ୍ରୀ । ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ…

ରାଜଧାନୀରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣାଧୀନ

ଭୁବନେଶ୍ୱର: ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ନେଇ ମଙ୍ଗଳବାର ଦିନ କହିଛନ୍ତି ମେୟର ସୁଲୋଚାନା ଦାସ। ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯଦିଓ ଡେଙ୍ଗୁ ସଂଖ୍ୟା ଅଧିକ ରହିଛି ତେବେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ରାଜ୍ୟର ସମସ୍ତ ପ୍ରମୁଖ ଡାକ୍ତରଖାନା…