Sign in
Sign in
Recover your password.
A password will be e-mailed to you.
ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଠାରେ ସଂସଦ ଭବନର ପ୍ରତିକାତ୍ମକ ଭାବନା ପ୍ରତିଯୋଗିତା
ବାଲିଗୁଡା, ତା, ୦୭/୦୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ମହାସିଙ୍ଗି ଠାରେ ଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଠାରେ ଚାରିଟି ଜିଲ୍ଲାର ଆଞ୍ଚଳିକ ଇଏମଆରଏସ ସ୍ତରୀୟ ଯୁବ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ପ୍ରଥମ କରି ସଂସଦ ଭବନର ପ୍ରତିକାତ୍ମକ ଭାବନା ଓ!-->…
ଯୀଶୁଙ୍କ ଦୁଇଦିନିଆ ପୁନରୁତ୍ଥାନ ପର୍ବ ଉଦଯାପିତ
କନ୍ଧମାଳ, ତା, ୦୭/୦୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆର ବିଭିନ୍ନ ଚର୍ଚ୍ଚ ରେ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁଉତଥାନ ପର୍ବ ବହୁ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି। ସ୍ଥାନୀୟ କାଥଲିକ୍ ଚର୍ଚ୍ଚ ରେ ଧର୍ମ ଯାଜକ ପ୍ରଦୋଷ ଚନ୍ଦ୍ର ନାୟକଙ୍କ ପୌରହିତ୍ୟରେ ଦିବ୍ୟ ଯଜ୍ଞର!-->…
ଅମୃତ ୨.୦ କାର୍ଯ୍ୟକାରିତାରେ ଦେଶରେ ଓଡ଼ିଶାକୁ ପ୍ରଥମ ସ୍ଥାନ
ଭୁବନେଶ୍ୱର: ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ଗୌରବମୟ ସଫଳତା ହାସଲ କରିଛି। ‘ଅଟଳ ମିସନ ଫର ରିଜୁଭେନେସନ ଆଣ୍ଡ ଅର୍ବାନ ଟ୍ରାନ୍ସଫର୍ମେସନ’ (ଅମୃତ) ୨.୦ ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରିଛି। ୨୦୨୧ ଅକ୍ଟୋବରରେ ଆରମ୍ଭ ହୋଇଥିବା ଏହି!-->…
ଉତ୍ପାଦନ ବୃଦ୍ଧି କରିବାକୁ ଲୁହା ଖଣିଲିଜ୍ଧାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ବର: ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଲୁହାପଥର ଉତ୍ପାଦନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶିଳ୍ପପତିମାନଙ୍କୁ ପରାମର୍ଶ ଦେଇଛନ୍ତି।ମଙ୍ଗଳବାର, ଲୋକସେବା ଭବନରେ ଖଣି ଲିଜ୍ଧାରୀ ଓ ଶିଳ୍ପପତି ମାନଙ୍କ ସହ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ!-->…
ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସଂଘ ସହ ଆଲୋଚନା
ଭୁବନେଶ୍ୱର: ରାଜ୍ୟରେ ସବୁ ସମୟରେ ଖାଉଟିମାନଙ୍କ ପାଇଁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ଉପଲବ୍ଧ କରାଇବା ଓ ଯୋଗାଣ ଶୃଙ୍ଖଳକୁ ଅବ୍ୟାହତ ରଖିବା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାର ଵ୍ୟବସାୟୀ ସଂଘର ପ୍ରତିନିଧିମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଛି ।ରାଜ୍ୟ ଯୋଗାଣ ନିଗମ ସମ୍ମିଳନୀ କକ୍ଷରେ!-->…
ବୁଧବାରଠାରୁ ଆରମ୍ଭ ହେବ ରତ୍ନ ଭଣ୍ଡାର ଗଣତି ମଣତିର ଦ୍ବିତୀୟ ପର୍ଯ୍ୟାୟ
ପୁରୀ : ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଆଧାରରେ ଗତ ୨୫ ତାରିଖରେ ଆରମ୍ଭ ହୋଇଥିବା ରତ୍ନ ଭଣ୍ଡାର ଗଣତି ମଣତି ଦ୍ବିତୀୟ ପର୍ଯ୍ୟାୟରେ ଆରମ୍ଭ ହେବାକୁ ଯାଉଛି। ବୁଧବାର (୮ ଅପ୍ରିଲ୍ରୁ) ସକାଳୁ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ଗଣତି!-->…
ଗଞ୍ଜାମ ୩୬୦ ଆଭିମୁଖ୍ୟ କାର୍ଯ୍ୟକ୍ରମ ଓ ତାଲିମ କର୍ମଶାଳା
ଶିକ୍ଷା, ସ୍ବାସ୍ଥ୍ୟ ଓ ସୁଶାସନର ଗୁଣାତ୍ମକମାନ ବୃଦ୍ଧି ପାଇଁ ଜିଲ୍ଲା ପ୍ରଶାସନର ନୂତନ ପ୍ରୟାସଛତ୍ରପୁର : ଆଜି ଗଞ୍ଜାମ ୩୬୦ ଆଭିମୁଖ୍ୟ କାର୍ଯ୍ୟକ୍ରମ ଓ ତାଲିମ କର୍ମଶାଳା ସ୍ଥାନୀୟ ଋଷିକୂଲ୍ଯା ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଓ୍ବି କୀର୍ତ୍ତି ଓ୍ବାସନଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ!-->…
ଶିଶୁ କଥା ଦିବସ ଓ ବର୍ଣ୍ଣବୋଧ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଖେଳକୁଦ ସହିତ ମନଦେଇ ପାଠ ପଢିବା ପାଇଁ ଜିଲ୍ଲାପାଳଙ୍କ ପିଲାମାନଙ୍କୁ ପରାମର୍ଶ
ଛତ୍ରପୁର ( ୦୭/୦୪) : ଓଡ଼ିଆ ଭାଷା ଓ ଭୂଷଣ, ସୃଜନ ଓ ସାହିତ୍ୟ, ଜୀବନ ଓ ଜାଗତିକ ଚେତନା, ପ୍ରଲୁବ୍ଧ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ସଂସ୍କୃତିର ସରଳ ଓ ସତୀର୍ଥ ସମାହାର ହେଉଛି ବର୍ଣ୍ଣବୋଧ। ଏହା ମଧ୍ୟରେ!-->!-->!-->!-->!-->…
ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ
ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟର ଯୁବ ରେଡକ୍ରସ, ରେଡ ରିବନ କ୍ଲବ, ଜାତୀୟ ସେବା ଯୋଜନା ଏବଂ ଭାରତୀୟ ସ୍କାଉଟ ଆଣ୍ଡ ଗାଇଡର ମିଳିତ ଆନୁକୁଲ୍ୟରେ ମହାବିଦ୍ୟାଳୟ ପରିସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଛି ।ଓଡ଼ିଆ ପକ୍ଷ ପାଳନ ଅବସରରେ ଆୟୋଜିତ!-->…
ନନ୍ଦପୁରରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର….
(୩୦ ଅଭିଯୋଗର ସମୀକ୍ଷା)
କୋରାପୁଟ :-07/04/26(ରିପୋର୍ଟ -ବସନ୍ତ ପେଗଡ଼ ) କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ ଶୋଭାଗୃହରେ ସୋମବାର ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଙ୍କ ଅଧ୍ୟକ୍ଷତାରେ ବ୍ଲକ!-->!-->!-->!-->!-->…