ବଦଳି ନୀତି କାହା ପାଇଁ ? ୧୯ ବର୍ଷ ଧରି ଏକେ ବ୍ଲକରେ କାର୍ଯ୍ୟରତ ଶିକ୍ଷୟିତ୍ରୀଙ୍କୁ ନେଇ ଉଠିଲା ପ୍ରଶ୍ନ

ମାଲକାନଗିରି :ଜିଲ୍ଲାରେ ଶିକ୍ଷକ ବଦଳି ପ୍ରକ୍ରିୟା ଚାଲିଥିବା ବେଳେ କେତେକ ଘଟଣାକୁ ନେଇ ନାନା ପ୍ରଶ୍ନ ଉଠିବାରେ ଲାଗିଛି। ସହକାରୀ ଶିକ୍ଷକ ମହଳରେ ଚର୍ଚ୍ଚା ଜୋର ଧରିଛି। ଉପଲବ୍ଧ ତଥ୍ୟ ଅନୁଯାୟୀ, ସେ ୨୦୦୭ ମସିହାରେ ପଣସପୁଟ ବିଦ୍ୟାଳୟରେ ପ୍ରଥମ ନିଯୁକ୍ତି ପାଇଥିଲେ। ପରେ ୨୦୧୧ ରୁ ୨୦୧୭

ସୈନିକ ସ୍କୁଲ୍‌ ରାସ୍ତାରେ ସିରିଜ୍ ଦୁର୍ଘଟଣା; ୩ ମୃତ

ଭୁବନେଶ୍ୱର: ଭୁବନେଶ୍ୱରର ସୈନିକ ସ୍କୁଲ୍‌ ରାସ୍ତାରେ ସିରିଜ୍‌ ଦୁର୍ଘଟଣା ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ପୂର୍ବରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଜି ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ମୃତ୍ୟୁବରଣ କରିଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି।

ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭିଜିଲାନ୍ସ ଟିମ୍, ଅର୍ଥ ହେରଫେର ମାମଲାରେ ତନାଘନା

ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭିଜିଲାନ୍ସ ଟିମ୍ । କନିଷ୍ଠ କିରାଣୀ ସୁବ୍ରତ ବେହେରାଙ୍କ ଦ୍ୱାରା ଅର୍ଥ ହେରଫେର ମାମଲାରେ ଚାଲିଛି ତନାଘନା । ଡାକ୍ତର, ନର୍ସ, କିରାଣୀ ଓ କର୍ମଚାରୀଙ୍କୁ ହେବ ମାରାଥନ୍ ଜେରା । ଦୁଇ ଦିନ ଧରି ଚାଲିବ ଜେରା । ଜିଲ୍ଲା ମୁଖ୍ୟ

ବିଇଡି କରେଇ ଦେବା ନାଁରେ ଠକେଇ, ଥାନାର ଦ୍ୱାରସ୍ଥ ହେଲେ ଛାତ୍ରଛାତ୍ରୀ

କଣ୍ଟାବାଞ୍ଜି : ବିଇଡି ନାଁରେ ଟଙ୍କା ହଡ଼ପ ଅଭିଯୋଗ । ଥାନାର ଦ୍ୱାରସ୍ଥ ହେଲେ ଛାତ୍ରଛାତ୍ରୀ । ଆନ୍ଧ୍ରା ବିଇଡି କରେଇ ଦେବା ନାଁରେ ଛାତ୍ରଛାତ୍ରୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ ହୋଇଛି । କଣ୍ଟାବାଞ୍ଜି ରିଏମ୍ସ ଇଷ୍ଟିଟ୍ୟୁଚରୁ ଆସିଛି ଏଭଳି ସଂଘାତିକ ଅଭିଯୋଗ । ବିଇଡି

ଟ୍ରକ ପଛରେ ପିଟି ହେଲା ବାଇକ୍, ୨ ମୃତ

ବରଗଡ଼ : ଟ୍ରକ ପଛପଟେ ପିଟି ହୋଇଗଲା ବାଇକ୍ । ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ବରଗଡ଼ ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଛି । ମୃତକ ଦୁଇ ଜଣ ସମ୍ବଲପୁର ଡୁଙ୍ଗୁରିପଡାର ସୌମ୍ୟ ରଞ୍ଜନ ଖମାରୀ ଏବଂ ସଦର ଥାନା ଅଞ୍ଚଳର

ଦୁଇ ୧୮ ଚକିଆ ଟ୍ରଲର ମୁହାଁମୁହିଁ ଧକ୍କା, ୨ ଡ୍ରାଇଭର ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼: ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ ୱେରେ ଭୟଙ୍କର ଦୁର୍ଘଟଣା ଘଟିଛି । ଦୁଇଟି ୧୮ ଚକିଆ ଟ୍ରଲର ମୁହାଁମୁହିଁ ଧକ୍କା ହେବାରୁ ଟ୍ରକରେ ନିଆଁ ଲାଗିଯାଇଥିଲା । ଫଳରେ ଦୁଇଟି ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ

ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ପାଠ୍ୟ ପୁସ୍ତକରେ ମାଳମାଳ ଭୁଲ, ରହିଛି ୧୬୭୮ ବନାନଗତ ଭୁଲ

ଭୁବନେଶ୍ୱର : ଭୁଲ୍ ପଢୁଛନ୍ତି ଆଉ ଭୁଲ ଦେଖୁଛନ୍ତି ସ୍କୁଲ ଛାତ୍ରଛାତ୍ରୀ । ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ପାଠ୍ୟ ପୁସ୍ତକରେ ମାଳମାଳ ଭୁଲ । ବହିରେ ରହିଛି ୧୬୭୮ ବନାନଗତ ଭୁଲ । ରାଜ୍ୟର ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକାଧିକ ପାଠ୍ୟପୁସ୍ତକ ଗୁଡ଼ିକରେ ବ୍ୟାପକ ବନାନ ଓ

କନ୍ଧମାଳ ଜିଲ୍ଲା ପୋଲିସ ପକ୍ଷରୁ ମୋବାଇଲ ରିକଭରି ମେଳା : ହଜିଥିବା ୬୨ ଟି ମୋବାଇଲ ଫେରସ୍ତ…

କନ୍ଧମାଳ, ତା, ୧୬/୦୬ : କନ୍ଧମାଳ ଜିଲ୍ଲା ପୁଲିସ ପକ୍ଷରୁ “ମୋବାଇଲ ରିକଭରି ମେଳା” ଆୟୋଜିତ ହୋଇଥିଲା । ସମଗ୍ର ଜିଲ୍ଲା ର ବିଭିନ୍ନ ଥାନା ଅଞ୍ଚଳ ରେ ଚୋରୀ ହୋଇଥିବା ମୋବାଇଲ ଗୁଡିକୁ ପୋଲିସ ଉଦ୍ଧାର କରିଥିଲା l ଉଦ୍ଧାର ହୋଇଥିବା ୬୨ଟି ହଜିଯାଇଥ‌ିବା ଓ ଚୋରି ହୋଇଥିବା ମୋବାଇଲ ଫୋନ

ହୋମିଓପାଥି ମେଡିକାଲ କଲେଜ ପାଇଁ ହୋଇପାରୁନି ସ୍ଥାନ ଚିହ୍ନଟ : ଦ୍ବନ୍ଦରେ ଜିଲ୍ଲାବାସୀ…

ନୟାଗଡ: ନୟାଗଡ଼ ଜିଲ୍ଲାରେ ହୋମିଓପାଥି ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଘୋଷଣା ହେବା ପରେ କେଉଁ ସ୍ଥାନରେ ଏହାକୁ ତିଆରି କରାଯିବ ସ୍ଥାନ ଖୋଜିବାରେ ଦୀର୍ଘଦିନ ବିତିଗଲାଣି । ଅନେକ ଜାଗା ଦେଖିବା ପରେ ମଧ୍ୟ ମନୋନୀତ ସ୍ଥାନ ଚିହ୍ନଟ ହୋଇପାରୁନାହିଁ ।ବର୍ତ୍ତମାନ ଦଶପଲ୍ଲା ଅଞ୍ଚଳରେ ସ୍ଥାନ

ଦ୍ୱିତୀୟ ବାର୍ଷିକ “ରଜ ମଉଜ” ଉତ୍ସବ ଉଦଯାପିତ : ଶତାଧିକ ପ୍ରତିଯୋଗୀ ବିଭିନ୍ନ ପ୍ରତିଯୋଗିତା ରେ…

ବାଲିଗୁଡା, ତା, ୧୬/୦୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ତିନି ଦିନିଆ ରଜ ଉତ୍ସବ ଆନନ୍ଦ ଉଲ୍ଲାସ ର ସହ ପାଳିତ ହୋଇ ମଙ୍ଗଳବାର ରାତ୍ର ରେ ଉଦଯାପିତ ହୋଇଯାଇଛି l ଏହି ଅବସରରେ ତିନିଦିନ ଧରି ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ଦୋଳି ଖେଳ, ରଜଗୀତ, ପୋଡ଼ପିଠା ଓ ବିଭିନ୍ନ