Sign in
Sign in
Recover your password.
A password will be e-mailed to you.
୯ରୁ ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ
କେନ୍ଦ୍ରାପଡ଼ା: ଆସନ୍ତା ୯ ତାରିଖରୁ ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହେବାକୁ ଯାଉଛି। ଭିତରକନିକା ଜାତୀୟ ଉଦ୍ୟାନରେ କେତେ ପ୍ରଜାତୀର ଓ କେତେ ସଂଖ୍ୟାରେ ଦେଶୀୟ ପକ୍ଷୀ ଅଛନ୍ତି ତାହାର ହେବ ଗଣନା।
ଆସନ୍ତା ୯ ତାରିଖରୁ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ୫!-->!-->!-->…
କଂଗ୍ରେସରେ ଯୋଗଦେଲେ ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ
ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସକୁ ମିଳିଛି ବଳ। ଆଜି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ରେସଲର ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ।
କଂଗ୍ରେସରେ ସାମିଲ ହେବା ପୂର୍ବରୁ ଭିନେଶ ଓ ବଜରଙ୍ଗ ଦିଲ୍ଲୀରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଥିଲେ। ଏହାପରେ!-->!-->!-->…
ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ, ୭ଟି ସ୍ଥାନରେ ଏକକାଳୀନ ଚଢାଉ
କେନ୍ଦୁଝର: ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ । କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ବାଇଁଙ୍କ ଘରେ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ କରିଛି। କେନ୍ଦୁଝର ଅଫିସ ସହ ଭୁବନେଶ୍ବରରେ ଏକକାଳୀନ ରେଡ୍ ଚାଲିଛି।
ଭୁବନେଶ୍ୱରରୁ ଏକ!-->!-->!-->…
ଗଞ୍ଜାମ ବିଜେପି ରେ ବଢୁଛି ଗୋଷ୍ଟି କନ୍ଦଳ : ସାଂସଦ ବିଧାୟକ ଙ୍କ କଳି ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି…..!
ବ୍ରହ୍ମପୁର: ୬-୯ ଗଞ୍ଜାମ ଜିଲ୍ଲାରେ ଏବେ ସାଂସଦ ଓ ବିଧାୟକ ଙ୍କ ମଧ୍ୟରେ ତିକ୍ତତା ଦିନକୁ ଦିନ ବଢୁଥିବା ନେଇ ଚର୍ଚ୍ଚା ଜୋର ଧରିଛି।ସାଧାରଣ ନିର୍ବାଚନ ପରେ ଏବେ ଜିଲ୍ଲାର କିଛି ବିଧାୟକ ଓ ସାଂସଦ ମାନଙ୍କ ମଧ୍ୟରେ କ୍ଷମତା କୁ ନେଇ ଗ୍ୟାଙ୍ଗ ୱାର ଭଳି ପରିସ୍ଥିତି ସୃଷ୍ଟି ହେଉଥିବା ବିଭିନ୍ନ!-->…
ଆଧାର- ମୋବାଇଲ ଲିଙ୍କ ବାଧ୍ୟ ନୁହେଁ,ସାମ୍ବାଦିକ ସମ୍ମିଳନୀରେ ମତରଖିଲେ ଜିଲ୍ଲାପାଳ…
ମାଲକାନଗିରି, ୦୬/୦୯/୨୪:ସୁଭଦ୍ରା ଯୋଜନାରେ ଆବେଦନ ପ୍ରକ୍ରିୟାର ଆରମ୍ଭ ହୋଇଛି। ଏଥି ନିମନ୍ତେ ଆଧାରରେ ଫୋନ୍ ନମ୍ବର ଲିଙ୍କ୍ କୁ ନେଇ ବିଭିନ୍ନ ଆଧାର ସେଣ୍ଟର ଓ ପୋଷ୍ଟ ଅଫିସ ରେ ପ୍ରବଳ ଗହଳି ଲାଗିରହିଛି । ଦୂରଦୂରାନ୍ତରୁ ଲୋକେ ରାତିଅଧିଆ ଲାଇନ ଲଗାଇଥିବା ଖବର ସର୍ବପ୍ରଥମେ ନିଷର୍ତ୍ତ!-->!-->!-->…
ନବରଙ୍ଗପୁର ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକାରିତା ସମ୍ପର୍କରେ ସୂଚନା ପ୍ରଦାନ କଲେ ଜିଲ୍ଲାପାଳ ଡଃ ଶୁଭଙ୍କର…
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ସୁଭଦ୍ରା ଯୋଜନାକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।ଆହୂତସାମ୍ବାଦିକ ସମ୍ମିଳନୀରେ ଡଃ ମହାପାତ୍ର ଜିଲ୍ଲାରେ ସୁଭଦ୍ରା ଯୋଜନା ସମ୍ପର୍କ ରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ। ଡଃ ମହାପାତ୍ର ପ୍ରକାଶ କଲେ!-->…
ସାଇ କଲ୍ୟାଣ ମଣ୍ଡପରେ ଜିଲ୍ଲାସ୍ତରୀୟ ଗୁରୁଦିବସ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲପାଳ ତଥା ମୋ ସ୍କୁଲ ଅଭିଯାନ ଅଧ୍ୟକ୍ଷ ଡଃ ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ବିଧାୟକ ଗୌରୀ ଶଙ୍କର ମାଝୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ଏହି ଅବସରରେ ଜିଲ୍ଲାର ୧୨୧୫ ଜଣ କୃତୀ ବିଦ୍ୟାର୍ଥୀ ଙ୍କୁ ମୁଖ୍ୟମନ୍ତ୍ରୀ!-->…
ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ବୋହୁ ମୃତ, ଶାଶୁ ଗୁରୁତର
ନବରଙ୍ଗପୁର : ବଡ଼ ବାସିନୀ ଗ୍ରାମ ରେ ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ବୋହୁ ମୃତ,ଶାଶୁ ଗୁରୁତର ଓ ଉମରକୋଟ ମେଡ଼ିକାଲରେ ଭର୍ତ୍ତିନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ବଡବାସିନୀ ଗ୍ରାମ ଠାରେ ବଜ୍ରାପାତ ରେ କୁନ୍ତୀ ହରିଜନ ନାମକ ଜଣେ ମହିଳା ମୃତ୍ୟୁ ବରଣ କରିଥିବା ବେଳେ, ମହିଳା ଙ୍କ!-->…
ଉତ୍କଳ ପରିଷଦ ଓ ସମ୍ବାଦ ସାହିତ୍ୟ ଘର ପକ୍ଷରୁ ଗୁରୁଦିବସ ଅବସରରେ ଗୁରୁ ସମ୍ମାନ କାର୍ଯ୍ୟକ୍ରମ
ନବରଙ୍ଗପୁର : ନବରଙ୍ଗପୁର ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଉତ୍କଳ ପରିଷଦ ଓ ସମ୍ବାଦ ସାହିତ୍ୟ ଘର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ତୃପ୍ତି ଲଜ୍ ସମ୍ମିଳନୀ କକ୍ଷ ଠାରେ ଗୁରୁ ଦିବସ ଓ ଗୁରୁ ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗୁରୁ ମାନଙ୍କୁ ଉତ୍ତରୀୟ ଦେଇ!-->…
ବାଲିଗୁଡାରେ ଗୁରୁ ଦିବସ ପାଳିତ
ବାଲିଗୁଡା : ପ୍ରଖ୍ୟାତ ଦାର୍ଶନିକ,ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି | ଏହି!-->…