ମହାନ୍ ସଂଘର ଚଳିତ ବର୍ଷର ମୁଖ୍ୟ ଥିମ୍ : ଶାନ୍ତ ପୃଥିବୀ – ସବୁଜ ପୃଥିବୀ

ବ୍ରହ୍ମପୁର ୧୪/୭ : ବ୍ରହ୍ମପୁର ରୁ ଆରମ୍ଭ ହୋଇ ଚାଳିଶି ବର୍ଷ ଧରି ନିସ୍ବାର୍ଥପର ସେବା କରି ସାରା ଦେଶ ରେ ସୁନାମ ଅର୍ଜନ କରି ଥିବା ଅଗ୍ରଣୀ ଅନୁଷ୍ଠାନ ମହାନ୍ ସଂଘ ର ଏକ ବନ୍ଧୁ ମିଳନ ଉତ୍ସବ ବିଶ୍ବ ନିକେତନ ପରିଷରେ ସଭାପତି ଶ୍ରୀ ସୁଶାନ୍ତ କୁମାର ସାବତ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ

ସରକାରଙ୍କ ଜବରଦଖଲ ଉଛେଦନେଇ ସିଟିଜେନ ଫୋରମ ବୈଠକରେ ପ୍ରତିକ୍ରିୟା

ଫୁଲବାଣୀ : ଫୁଲବାଣୀ ବନାନୀ କଳା ସଂଗମ ପରିସରରେ କନ୍ଧମାଳ ଜିଲ୍ଲା ସିଟିଜେନ ଫୋରମ ପକ୍ଷରୁ ଏକ କାର୍ଯ୍ୟକାରି ବୈଠକ ସଭାପତି ତଥା ବରିଷ୍ଠ ସାମ୍ବାଦିକ ଡ଼ଃ ଅରୂପ କୁମାର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା l ସାଧାରଣ ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ସୁନୀଲ ପଟ୍ଟନାୟକ ଆଜିର

ପାଇପ୍‌ ଫାଟି ଭାସୁଛି ପାଣି

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ ୫ ପାଟଣା ସାହିରେ ଜନସ୍ବାସ୍ଥ୍ୟ ବିଭାଗର ପାଇପ୍‌ ଫାଟି ପାଣି ନଷ୍ଟ ହେଉଛି।ପାନୀୟ ଜଳ ସଙ୍କଟକୁ ଦୂର କରିବାକୁ ରାଜ୍ୟ ସରକାର ଦିନରାତି ‘ଟ୍ୟାପ୍‌ ଟୁ ଓ୍ବାଟର’ ଯୋଜନା କାର୍ଯ୍ୟକାରୀ କରିବାକୁ ପ୍ରସ୍ତୁତ ହେଉଥିଲା ବେଳେ

ଡାଲା ଅଟୋ ସହ ଟିଭିଏସ ଏକ୍ସଏଲ ମୁହିଁମୁହିଁ ଧକ୍କା, ଜଣେ ମୃତ ଜଣେ ଗୁରୁତର

ହିଞ୍ଜିଳିକାଟୁ : ବେଲଗାଁ ଥାନା ଗଣ୍ଡଳା ଝାଡଖଣ୍ଡି ନାଳ ନିକଟରେ ରବିବାର ଅପରାହ୍ନରେ ଡାଲା ଅଟୋ ସହ ଟିଭିଏସ ଏକ୍ସଏଲ ମୁହିଁମୁହିଁ ଧକ୍କା ଘଟିଛି । ଦୂର୍ଘଟଣାରେ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଗୁରୁତର ଆହତ ହୋଇଛନ୍ତି । ମୃତକ ଜଣଙ୍କ ବ୍ରହ୍ମପୁର ସଦର ଥାନା

ଭଙ୍ଗାଗଲା ଭିତର ରତ୍ନଭଣ୍ଡାର ର ୩ଟି ତାଲା, ସିନ୍ଦୁକ-ଆଲ୍‌ମିରାରେ ରହିଛି ଅଳଙ୍କାର: ମୁଖ୍ୟ ପ୍ରଶାସକ

ପୁରୀ: ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଦିନ ୧ଟା ୨୮ରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇଛି। ରତ୍ନଭଣ୍ଡାର ଖୋଲିବା ପାଇଁ ଗଠନ କରାଯାଇଥିବା ସ୍ବତନ୍ତ୍ର ଟିମ୍‌ ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିଛନ୍ତି। ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିବା ପରେ ଅଳଙ୍କାର ସ୍ଥାନାନ୍ତରିତ

ନନ୍ଦନକାନନକୁ ରାଞ୍ଚିରୁ ଆସିଲେ ମହାବଳ ବାଘ ସହ ଅନ୍ୟାନ୍ୟ ଜୀବଜନ୍ତୁ

ଭୁବନେଶ୍ୱର : ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ରାଞ୍ଚି ବିର୍ସାମୁଣ୍ଡା ବାୟୋଲୋଜିକାଲ ପାର୍କରୁ ଗୋଟିଏ ରୟାଲ ବେଙ୍ଗଲ ଟାଇଗରକୁ ପ୍ରାଣୀ ଉଦ୍ୟାନକୁ ଅଣାଯାଇଛି । ଏହାସହ ୪ଟି ହରିଣ, ୪ଟି ପାଲମ ସିଭେଟ, ୨ଟି ଇଣ୍ଡିଆନ ଫକ୍ସ, ୨ଟି ପେଲିକାନ, ୨୦ଟି ନାଇଟ ହେରୋନ, ୨୦ଟି ବ୍ଲାକ ହେଡଡ

ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଭାରୋତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାକୁ ୨୭ ପଦକ 

ଭୁବନେଶ୍ୱର: ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଭାରୋତ୍ତୋଳନ ପ୍ରତିଯୋଗିତା (ଜୋନ୍ ଏ) ଉଦଯାପିତ ହୋଇଯାଇଛି। କଳିଙ୍ଗ ଷ୍ଟାଡ଼ିୟମର ବିଜୁ ପଟ୍ଟନାୟକ ଭାରୋତ୍ତୋଳନ କେନ୍ଦ୍ରରେ ୧୧ ତାରିଖରୁ ଆରମ୍ଭ ହୋଇଥିଲା ଏହି ପ୍ରତିଯୋଗିତା। ଯୁବ ବର୍ଗରେ ଓଡ଼ିଶା ୬ଟି ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ ଏବଂ

EOW ପଞ୍ଝାରେ ୬୦୦ କୋଟି ଟଙ୍କା ଠକେଇର ମାଷ୍ଟରମାଇଣ୍ଡ

ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ EOWକୁ ବଡ଼ ସଫଳତା । ୬୦୦ କୋଟି ଟଙ୍କା ଠକେଇର ମାଷ୍ଟରମାଇଣ୍ଡ ଗିରଫ। LFS ବ୍ରୋକିଂ ଓ PMS ସର୍ଭିସେସର ମୁଖ୍ୟ ଅଭିଯୁକ୍ତ ସୟଦ ଜିୟାକୁର ରେହମାନକୁ ପଶ୍ଚିମ ବଙ୍ଗ ହୁଗୁଳିରୁ ଗିରଫ କରିଛି EOW । ଦୁବାଇରୁ ଫେରିବା ବେଳେ କୋଲକାତାରୁ ଗିରଫ କରାଯାଇଛି ।

ବେଳେ ବେଳେ ଅତ୍ୟଧିକ ଆତ୍ମବିଶ୍ବାସର ପରିଣାମ ଭୋଗିବାକୁ ପଡ଼ିଥାଏ : ଯୋଗୀ

ଲକ୍ଷ୍ନୌ: ଗତ ଲୋକସଭା ନିର୍ବାଚନ ଫଳାଫଳ ପରେ ଲକ୍ଷ୍ନୌରେ ଭାରତୀୟ ଜନତା ପାର୍ଟି କାର୍ଯ୍ୟକାରିଣୀ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହେଉଛି । ବୈଠକରେ ନିର୍ବାଚନରେ ଦଳ ସମ୍ମୁଖୀନ ହୋଇଥିବା ପରାଜୟର ସମୀକ୍ଷା କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୦୨୪ ନିର୍ବାଚନ ଫଳାଫଳ

ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ ଘଟଣା: ଶିଶୁଭବନରେ ଆଖି ବୁଜିଲା ୧୧ ଦିନର ଶିଶୁ

କଟକ: ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଶିଶୁ ଭବନରେ ଚିକିତ୍ସାଧୀନ ଜଣେ ୧୧ ଦିନର ଶିଶୁର ମୃତ୍ୟୁ ଘଟିଛି। ମୃତ ଶିଶୁଟି ଭଦ୍ରକ ଚାନ୍ଦବାଲି ଅଞ୍ଚଳର ହୋଇଥିବା ସୂଚନା ରହିଛି। ମୃତ୍ୟୁ ନେଇ ସୂଚନା ଦେଲେ ଶିଶୁ ଭବନ ଅଧୀକ୍ଷକ। ଗତକାଲି ଅଗ୍ନିକାଣ୍ଡ ପରେ ଶିଶୁଟିକୁ