Sign in
Sign in
Recover your password.
A password will be e-mailed to you.
ମୋଦିଙ୍କ ‘୪ ବର୍ଷରେ ୮ କୋଟି’ ଚାକିରି ବୟାନକୁ ମିଛ କହିଲେ ଖଡଗେ
ଦେଶରେ ୪ ବର୍ଷ ମଧ୍ୟରେ ୮ କୋଟି ଚାକିରି ସୃଷ୍ଟି କରାଯାଇ ବେକାରୀ ସମସ୍ୟାର ମିଛ ଖବର ପ୍ରଚାର କରୁଥିବା ଲୋକଙ୍କୁ ଚୁପ କରି ଦିଆଯାଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନକ ତଳେ କହିଥିଲେ। ମୋଦିଙ୍କ ଏହି ୮ କୋଟି ଚାକିରି ସୃଷ୍ଟି ବୟାନକୁ କଂଗ୍ରେସ ମିଛର ଗନ୍ତାଘର କହି!-->…
ବିଦ୍ୟୁତ ଆଘାତ ଲାଗି ୧୦ରୁ ଉର୍ଦ୍ଧ୍ୱ ଶିଶୁ ଗୁରୁତର…
ବ୍ରହ୍ମପୁର : ବିଦ୍ୟୁତ ଆଘାତ ଲାଗି ୧୦ରୁ ଉର୍ଦ୍ଧ୍ୱ ଶିଶୁ ଗୁରୁତର ହୋଇଥିବା ଖବର ଆସିଛି। ଫାଶିଗୁଡ଼ା ଗାଁରେ ମନ୍ଦିର ପ୍ରତିଷ୍ଠା ବେଳେ ଏହି ଅଘଟଣ ଘଟିଛି। ରାମାୟଣ ନାଟକ ପ୍ରଦର୍ଶନ ବେଳେ ଷ୍ଟେଜ ନିକଟରେ ବିଦ୍ୟୁତ ଆଘାତରେ ଶିଶୁମାନେ ଗୁରୁତର ହୋଇଛନ୍ତି। ତେବେ ଘଟଣାରେ ୪ ଶିଶୁଙ୍କୁ!-->…
ଅତିଥିମାନଙ୍କୁ ୧.୫ କୋଟି ଟଙ୍କିଆ ଘଣ୍ଟା ଗିଫ୍ଟ କଲେ ଅନନ୍ତ ଅମ୍ବାନୀ
ଚର୍ଚ୍ଚାରେ ଅମ୍ବାନୀ ପରିବାରର ବାହାଘର। ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତଙ୍କ ସହ ରାଧିକା ମର୍ଚ୍ଚାଣ୍ଟଙ୍କ ବାହାଘର ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ବାହାଘରରେ ଦେଶ ବିଦେଶରୁ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।
ବାହାଘର ପାଇଁ ଅମ୍ବାନୀ ପରିବାର ୩ରୁ ୫ ହଜାର!-->!-->!-->…
ରତ୍ନଭଣ୍ଡାର ଖୋଲିବା ନେଇ ଖୁସି ବ୍ୟକ୍ତ କଲେ ସୁଦର୍ଶନ ପଟ୍ଟନାୟକ
ପୁରୀ: ଆଜି କୋଟି କୋଟି ଜଗନ୍ନାଥ ପ୍ରେମୀ ଉତ୍କଣ୍ଠାରେ । ଦୀର୍ଘ ୫ ଦଶନ୍ଧିର ଅପେକ୍ଷା ପରେ ଖୋଲିଛି ରତ୍ନଭଣ୍ଡାରର ଦ୍ବାର । ଧିରେ ଧିରେ ଭିତରକୁ ପ୍ରବେଶ କରୁଛନ୍ତି ନିର୍ଦ୍ଧାରିତ ସଦସ୍ୟ । ଏହାପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ରହସ୍ୟ ବିଷୟରେ ଅବଗତ ହେବେ ଓଡିଶାବାସୀ । ଏହାରି ଭିତରେ!-->…
ସୁରକ୍ଷାକର୍ମୀଙ୍କ ମିଳିତ ଟିମ ଉପରେ ଆକ୍ରମଣ, ଜଣେ ଯବାନ ସହିଦ
ପୁଣିଥରେ ଅଶାନ୍ତ ହୋଇଛି ମଣିପୁର। ଏଠାରେ ସୁରକ୍ଷାକର୍ମୀଙ୍କ ମିଳିତ ଟିମ ଉପରେ ଆକ୍ରମଣ କରିଛନ୍ତି ସନ୍ଦିଗ୍ଧ କୁକି ଆତଙ୍କବାଦୀ। ଆଜି ସକାଳ ୯.୪୦ରେ ମଣିପୁରର ଜିରିବାମ ଠାରେ ଏପରି ଘଟଣା ଘଟିଛି। ଏଥିରେ ଜଣେ ସିଆରପିଏଫ ଯବାନ ସହିଦ ହୋଇଥିବା ସ୍ଥାନୀୟ ପୁଲିସ୍ର ଜଣେ କର୍ମଚାରୀ ଗୁରୁତର ଆହତ!-->…
ମହାପ୍ରଭୁଙ୍କ ଇଚ୍ଛାରେ ୪୬ ବର୍ଷ ପରେ ମହତ ଉଦ୍ଦେଶ୍ୟ ନେଇ ଖୋଲାଗଲା ରତ୍ନଭଣ୍ଡାର: ମୁଖ୍ୟମନ୍ତ୍ରୀ
ପୁରୀ: ୪୬ ବର୍ଷ ପରେ ଖୋଲିଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ଦ୍ବାର। ଅନ୍ତ ହେଲା ଦୀର୍ଘ ବର୍ଷର ଅପେକ୍ଷା। ରତ୍ନଭଣ୍ଡାର ଭିତରକୁ ଯିବା ନିର୍ଦ୍ଧାରିତ ହୋଇଥିବା ୧୧ ଜଣ ସଦସ୍ୟ ଶୁଭ ମୁହୂର୍ତ୍ତ ଅନୁଯାୟୀ ୧ଟା ୨୮ରେ ରତ୍ନଭଣ୍ଡାରର ପ୍ରଥମ ଦ୍ବାର ଖୋଲି ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ।!-->…
ଟ୍ରେନି IAS ପୂଜାଙ୍କ ଅଡି କାର୍କୁ ଜବତ କଲା ପୁଲିସ୍
ମହାରାଷ୍ଟ୍ରର ଟ୍ରେନି ଆଇଏଏସ୍ ପୂଜା ଖେଡକରଙ୍କୁ ନେଇ ବିବାଦ ଥମିବା ନାଁ ଧରୁନି। ସେ ନିଜ ପଦର ଦୂରପଯୋଗ କରୁଥିବା ଅଭିଯୋଗ ହୋଇଛି। ଏବେ ପୂଜାଙ୍କ ଦାମୀ ଅଡି କାରକୁ ଜବତ କରିଛି ପୁଣେ ପୁଲିସ୍। ସେ ନିଜର ଅଡି କାର୍ରେ ବେଆଇନ ଭାବେ ନାଲି ବତୀ ଲଗାଇଥିଲେ। ଏଥିସହ ଏକାଧିକ ଥର ଟ୍ରାଫିକ ନିୟମ!-->…
୧ଟା ୨୮, ଶୁଭ ମୁହୂର୍ତ୍ତରେ ଖୋଲିଲା ରତ୍ନଭଣ୍ଡାର
ପୁରୀ: ଅନେକ ବର୍ଷର ଅପେକ୍ଷାର ହେଲା ଅନ୍ତ । ୪୬ ବର୍ଷ ପରେ ଖୋଲିଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ଦ୍ବାର । ରତ୍ନଭଣ୍ଡାର ଭିତରକୁ ଯିବା ନିର୍ଦ୍ଧାରିତ ହୋଇଥିବା ୧୧ ଜଣ ସଦସ୍ୟ ଶୁଭ ମୁହୂର୍ତ୍ତ ଅନୁଯାୟୀ ୧ଟା ୨୮ରେ ରତ୍ନଭଣ୍ଡାରର ପ୍ରଥମ ଦ୍ବାର ଖୋଲି ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି!-->…
ଗୌରବ ଗୋଗୋଇ ହେଲେ କଂଗ୍ରେସର ଲୋକସଭା ଉପ ମୁଖ୍ୟ
କଂଗ୍ରେସ ପକ୍ଷରୁ ବରିଷ୍ଠ ନେତା ତଥା ସାଂସଦ ଗୌରବ ଗୋଗୋଇଙ୍କୁ ଲୋକସଭାରେ ଦଳର ଉପ ମୁଖ୍ୟ ଭାବେ ନିଯୁକ୍ତି କରାଯାଇଛି। ସେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧିଙ୍କୁ ଲୋକସଭାରେ ସହଯୋଗ କରିବେ। ଏଥିସହ ଦଳ ପକ୍ଷରୁ ଲୋକସଭାରେ ମୁଖ୍ୟ ସଚେତକ ଓ ଆଉ ଦୁଇ ଜଣ ସାଂସଦଙ୍କୁ ସଚେତକ ଭାବେ ମଧ୍ୟ ନିଯୁକ୍ତ!-->…
ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ପାଇଁ ସ୍ବତନ୍ତ୍ର ସିନ୍ଦୁକ, କାଠ ଉପରେ ପିତଳ ଛାଉଣୀ
ପୁରୀ: ଆଉ ମାତ୍ର କିଛିଟା ମୁହୂର୍ତ୍ତ । ୪୬ ବର୍ଷ ପରେ ଖୋଲିବ ମଣିମାଙ୍କ ରତ୍ନଭଣ୍ଡାର । ଏହାରି ଭିତରେ ରତ୍ନଭଣ୍ଡାର ଭିତରକୁ ଯିବା ପାଇଁ ନିର୍ଦ୍ଧାରିତ ୧୧ଜଣ ସଦସ୍ୟମାନେ ଶ୍ରୀମନ୍ଦିରରେ ପ୍ରବେଶ କରିସାରିଲେଣି । ଏଥିପାଇଁ ପୁରୀ ଶ୍ରୀମନ୍ଦିରେ ଆସି ପହଞ୍ଚିଛି ସ୍ବତନ୍ତ୍ର ବରାଦରେ!-->…