Sign in
Sign in
Recover your password.
A password will be e-mailed to you.
ହରିୟାଣାରେ ମେଣ୍ଟ ଚାହୁଁଛି କଂଗ୍ରେସ, ଆପ୍ ରଖିଲା ସର୍ତ୍ତ
ପାଖେଇ ଆସୁଛି ହରିୟାଣା ନିର୍ବାଚନ। ଆସନ୍ତା ଅକ୍ଟୋବର 5ରେ ଏଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଆରମ୍ଭ ହୋଇଗଲାଣି ରଣନୀତି। ଲୋକସଭା ନିର୍ବାଚନରେ ଆପ୍-କଂଗ୍ରେସ ମେଣ୍ଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ସତ୍ତ୍ୱେ ବିଧାନସଭାରେ ଉଭୟ ଏକାଠି ଲଢିବା ନେଇ ସୂଚନା ମିଳିଛି।
!-->!-->…
ଦଖଲକାରୀଙ୍କ କବଜାରେ ରାଜଧାନୀର ୩୦ ଏକର ଜମି
ଭୁବନେଶ୍ବର: ମାଡ଼ିବସିଛନ୍ତି ରାଜଧାନୀର ୩୦ ଏକର ମୂଲ୍ୟବାନ ଜମି । ରାଜଧାନୀରେ ଜବରଦଖଲ ପ୍ରସଙ୍ଗ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି ।
ଏନେଇ ମନ୍ତ୍ରୀ କହିଛନ୍ତି, ଜବରଦଖଲକାରୀମାନେ ଭୁବନେଶ୍ବରରେ ୩୦ ଏକର ଜମି ମାଡିବସିଛନ୍ତି ।!-->!-->!-->…
ବାଘଛାଲ ସହ ହରିଣ ଶିଙ୍ଗ ଜବତ : ତିନି ଗିରଫ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ରେଞ୍ଜ ବନବିଭାଗକୁ ମିଳିଛି ସଫଳତା । ଗିରଫ ହୋଇଛନ୍ତି ତିନି ଅଭିଯୁକ୍ତ l ଗତ ରବିବାର ଦିନ ୩:୩୫ ମିନଟ ସମୟରେ କୌଣସି ସୂତ୍ରରୁ ଖବର ପାଇ ଫୁଲବାଣୀ ବନବିଭାଗ ପକ୍ଷରୁ ଜିଲ୍ଲା ବନଖଣ୍ଡ ଅଧିକାରୀ ପ୍ରଶାନ୍ତ ପଟେଲଙ୍କ ନିର୍ଦ୍ଦେଶକ୍ରମେ ଫୁଲବାଣୀ ଏସିଏଫ!-->…
ବିଜେପି କାର୍ଯ୍ୟାଳୟରେ ସୁନୀତି ମୁଣ୍ଡ ହଟହଟା
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ହଟହଟା ହୋଇଛନ୍ତି ଗତ ଭୁବନେଶ୍ୱର ମହାନଗର ନିଗମ (BMC) ନିର୍ବାଚନରେ ଦଳ ତରଫରୁ ମେୟର ପ୍ରାର୍ଥୀ ହୋଇଥିବା ସୁନୀତି ମୁଣ୍ଡ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ତିନି ଦିନ ତଳେ ନିଲମ୍ବିତ ହୋଇଥିବା ସତ୍ତ୍ୱେ ସେ ଦଳୀୟ ଅଫିସକୁ ଆସି ସେଠାରେ ଦଳ ବିରୋଧରେ!-->…
ମନଇଚ୍ଛା ଗାଡ଼ି ପାର୍କିଂ : ଟ୍ରାଫିକ ନିୟନ୍ତ୍ରଣ ଲୋକ ଦେଖାଣିଆ
ବସ୍ ଟର୍ମିନାଲ ପରିସରକୁ ବସ୍ ଯାଉନି, ବାହାରେ ରହି ଯାତ୍ରୀଙ୍କୁ ଗାଡିରୁ ଓହ୍ଲାଉଛନ୍ତି, ବଢୁଛି ଦୁର୍ଘଟଣା ଆଶଙ୍କା !
ହିଞ୍ଜିଳିକାଟୁ : ଜନଗହଳି ପୂର୍ଣ୍ଣ ସ୍ଥାନରେ ଅଯଥା ଭିଡ଼ କମାଇବା, ସୁରକ୍ଷିତ ଓ ନିରାପଦ ଯାତାୟାତ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରି ପ୍ରଭାବୀ ଢଙ୍ଗରେ ନିୟନ୍ତ୍ରଣ!-->!-->!-->…
୫ ବର୍ଷରେ ଉଦ୍ଧାର ହେଲେଣି ୨ଶହରୁ ଅଧିକ ଶିଶୁ ଶ୍ରମିକ
ଭୁବନେଶ୍ବର: ଦେଶ ତଥା ରାଜ୍ୟରେ ଶିଶୁ ଶ୍ରମିକ ଉପରେ ସମ୍ପୂର୍ଣ୍ଣ ରୋକ ଲାଗିଥିଲେ ମଧ୍ୟ ଏବେ ବି ଅନେକ ସ୍ଥାନରେ ଶିଶୁ ଶ୍ରମିକ ଦେଖିବାକୁ ମିଳୁଛି । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ।
ଏନେଇ କଂଗ୍ରେସ ବିଧାୟକ ତାରା ବାହିନୀ!-->!-->!-->…
ବେଙ୍ଗଲରେ ଦୁଷ୍କର୍ମ ବିରୋଧୀ ‘ଅପରାଜିତା’ ବିଲ୍ ପାରିତ
ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଚାଲିଥିବା ବ୍ୟାପକ ଆନ୍ଦୋଳନ ମଧ୍ୟରେ 'ଅପରାଜିତା' ବିଲ୍ ପାରିତ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଆଜି ବେଙ୍ଗଲର ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍ ପାରିତ କରିଛନ୍ତି।
ଏହା ସହ!-->!-->!-->…
ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗର ଚଢ଼ଉ, ପିକଅପ୍ ଭ୍ୟାନ ସହ ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ
ହିଞ୍ଜିଳିକାଟୁ ୩/୯ : ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ଗୁରୁଣ୍ଡି ନରେନ୍ଦ୍ରପୁର ରୋଡରେ ଚଢ଼ଉ କରି ବ୍ୟାପକ ପରିମାଣର ଗଞ୍ଜେଇ ଜବତ କରିଛି । ଯାହାର ଆନୁମାନିକ ଓଜନ ୨୫୦ କେଜି ଏକପିକଅପ ଭ୍ୟନ ଓଡି୦୭ ଏ ଟି ୭୭୩୨ ଯାଉଥିବା ବେଳେ ଗୁଇନ୍ଦା ବିଭାଗ ଗୋଡାଇ ଗାଡିକୁ ଅଟକାଇ ଧରିଛି। ଗଞ୍ଜେଇ!-->…
ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣା: ସାକ୍ଷୀ ଦେଲେ ଅରୁଣ ବୋଥ୍ରା
ପାଟଣାଗଡ଼: ପାଟଣାଗଡ଼ କୋର୍ଟରେ ଅରୁଣ ବୋଥ୍ରା । ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣାରେ ସାକ୍ଷ୍ୟ ଦେବାପାଇଁ କୋର୍ଟରେ ପହଞ୍ଚିଛନ୍ତି ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା । ଘଟଣାର ୬୦ ନମ୍ବର ସାକ୍ଷୀ ହେଉଛନ୍ତି ଅରୁଣ ବୋଥ୍ରା । ପୁଞ୍ଜିଲାଲଙ୍କ ଓକିଲ!-->…
ଟିକେଟ୍ ଦିଅ ନ ହେଲେ କଂଗ୍ରେସରେ ମିଶିବି: ବିଜେପି ନେତାଙ୍କ ଧମକ
ପାଖେଇ ଆସିଲାଣି ହରିଆଣା ବିଧାନସଭା ନିର୍ବାଚନ। ଦିନ ଯେତେ ଗଡୁଛି ରାଜନୈତିକ ଉଷ୍ମତା ସେତେ ବଢ଼ି ଚାଲିଛି। କିଏ କେଉଁଠୁ ନିର୍ବାଚନ ଲଢ଼ିବ, କାହାକୁ ମିଳିବ ଟିକେଟ୍, କାହାର ହେବ ପତ୍ତା ସାଫ। ତାକୁ ନେଇ ସବୁ ଦଳରେ କସରତ ଚାଲିଛି। ଏହାରି ଭିତରେ ଭାରତୀୟ ଜନତା ପାର୍ଟିର ଟେନ୍ସନ୍!-->…