Sign in
Sign in
Recover your password.
A password will be e-mailed to you.
ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ
ଜୟପୁର: କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମାତୃ ଓ ଶିଶୁ ବିଭାଗ ଏସଏନ ସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ତେଣେ ଏସଏନ ସିୟୁରୁ!-->…
ଇ-କେଓ୍ବାଇସି ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ : ମନ୍ତ୍ରୀ
ଭୁବନେଶ୍ବର: ଇ-କେଓ୍ବାଇସି କୁ ନେଇ ବଡ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ଇ-କେଓ୍ବାଇସି ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ଏଥିପାଇଁ ପର୍ଯ୍ୟାପ୍ତ ସମୟ ମିଳିବ । ସମସ୍ତ ହିତାଧିକାରୀଙ୍କୁ ନୋଟିସ୍ ପଠାଯିବ ।
ମନ୍ତ୍ରୀ ଆହୁରି!-->!-->!-->…
ରାଜଧାନୀରୁ ବଡ଼ ବାଇକ ଚୋରି ରାକେଟ ଠାବ, ୩୧ ଚୋରି ବାଇକ୍ ଜବତ
ଭୁବନେଶ୍ୱର : ରାଜଧାନୀରୁ ବଡ଼ ବାଇକ ଚୋରି ରାକେଟ ଠାବ । ପାଖାପାଖି ୩୧ଟି ଚୋରି ବାଇକ୍ ଜବତ କଲା କମିସନରେଟ ପୋଲିସ । ବାଇକ୍ ଚୋରି ଗ୍ୟାଙ୍ଗର ୬ ଜଣ କୁଖ୍ୟାତ ଲୁଟେରାଙ୍କୁ ଗିରଫ କଲା ବଡଗଡ ଥାନା ପୋଲିସ । ଚୋରି ବାଇକ୍ କିଣୁଥିବା ୨ ଜଣଙ୍କୁ ମଧ୍ୟ ପୋଲିସ ଗିରଫ କରିଛି । ରାଜଧାନୀର!-->…
ଆଉ ବର୍ଷେ ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା
ଭୁବନେଶ୍ବର: ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା । କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କଲେ ରାଜ୍ୟ ସରକାର । ଏହାର ସମୟ ସୀମା ଚଳିତ ମାସ ୩୧ ତାରିଖ ପର୍ଯ୍ୟୱନ୍ତ ଥିବାବେଳେ ଏଠାକୁ ଆଉ ଏକ ବର୍ଷ ପର୍ଯ୍ୟନ୍ତ ବଢାଇ!-->…
ଆମ୍ବ ବଗିଚାରୁ ୨ ନାବାଳିକାଙ୍କ ମୃତଦେହ ଉଦ୍ଧାର ଘଟଣା; ୨ ଯୁବକ ଗିରଫ
ଉତ୍ତର ପ୍ରଦେଶ ଫାରୁକାବଦରେ ଦୁଇ ଜଣ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୁଲିସ। ସ୍ଥାନୀୟ ଅଞ୍ଚଳର ଦୀପକ ଏବଂ ପବନଙ୍କୁ ପୁଲିସ ଗିରଫ କରି ଅଧିକ ତଦନ୍ତ କରୁଛି।
ଅଗଷ୍ଟ ୨୭ରେ ଏକ ଆମ୍ବ ବଗିଚାରୁ ଦୁଇ ସାଙ୍ଗଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଉଭୟ!-->!-->!-->…
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ, ୪୧୩ କୋଟି ଟଙ୍କାର ବ୍ୟୟ ଅଟକଳ
ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ । ଶୃଙ୍ଖଳିତ ଦର୍ଶନ ଉପରେ ବୈଠକରେ ଆଲୋଚନା । ପରମ୍ପରା ଓ ସେବା ମଧ୍ୟରେ ବାଧା ନ ଉପୁଜିଲେ ଦର୍ଶନ ଶୃଙ୍ଖଳିତ ହେବ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ।ପରିଚାଳନା କମିଟିର ବୈଠକ ଶେଷ । ଦୀର୍ଘ!-->…
‘ସେବା, ସ୍ୱାଭିମାନ ସଂଗ୍ରାମ ଓ ସଚେତନତା ଆମର ଆଦର୍ଶ’
ଭୁବନେଶ୍ୱର: ସେବା, ସଂଗ୍ରାମ, ସ୍ୱାଭିମାନ ଓ ସଚେତନତା ହେଉଛି ବିଜୁ ଜନତା ଦଳର ଆଦର୍ଶ । ଏକ ଆଞ୍ଚଳିକ ଦଳ ଭାବରେ ବିଜୁ ଜନତା ଦଳଗତ ୨୭ ବର୍ଷ ଧରି ଓଡିଶା ବାସୀଙ୍କ ସେବା କରିଆସୁଛି । ଛାତ୍ର, ଯୁବକ, ମହିଳା, ଚାଷୀ ଶ୍ରମିକ ସମସ୍ତଙ୍କୁ ସାଥିରେ ନେଇ ଏହା ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ!-->…
ଶିଖ୍ ବିରୋଧୀ ଦଙ୍ଗା: ଜଗଦୀଶ ଟାଇଟଲରଙ୍କ ବିରୁଦ୍ଧରେ ଅଭିଯୋଗ ଦାଖଲ କରିବାକୁ ନିର୍ଦ୍ଦେଶ
ପୂର୍ବତନ କଂଗ୍ରେସ ସାଂସଦ ଜଗଦୀଶ ଟାଇଟଲରଙ୍କ ବିରୋଧରେ ଦାଖଲ ହେବ ଅଭିଯୋଗ। 1984 ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ତାଙ୍କ ବିରୁଦ୍ଧରେ ଅଭିଯୋଗ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ। ଆଜି ଏହି ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି!-->…
ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ, ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ
କୋରାପୁଟ : କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ବଡ ଅଘଟଣ ଘଟିଛି । ମାତୃ ଓ ଶିଶୁ ବିଭାଗ SNCUରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟି ଥିବା ସନ୍ଦେହ କରାଯାଉଛି । ଏଥିରେ ଅନେକ ଶିଶୁ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଉପଜିଲ୍ଲାପାଳ ଓ ଅଗ୍ନିଶମ ବିଭାଗ ଓ ହସ୍ପିଟାଲ!-->…
ବିଜେଡି ସରକାରଙ୍କର ‘ନୂଆ ଓ’ରେ ପଡିଲା ପୂର୍ଣ୍ଣଚ୍ଛେଦ
ଭୁବନେଶ୍ବର: ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’ । ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର ।
ଶୁକ୍ରବାର ପୂର୍ବ ସରକାରଙ୍କ ‘ନୂଆ ଓ’ ତଥା ନୂତନ ଉନ୍ନତି ଅଭିଳାଷ ଓଡିଶା କାର୍ଯ୍ୟକ୍ରମ ବନ୍ଦ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଣିକି ନୂଆ ସରକାର ପିଜି ଓ!-->!-->!-->…