Sign in
Sign in
Recover your password.
A password will be e-mailed to you.
କନ୍ଧମାଳ ଜିଲ୍ଲାରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ
ବାଲିଗୁଡା, ତା, ୧୫/୦୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଖଜୁରୀନାଳ ଠାରେ ଅନୁରାଗ ପାଳ ଙ୍କ ଆବାହନ କ୍ରମେ ଜିଲ୍ଳା ସ୍ତରୀୟ ହାଇୱା ଆସୋସିଏସନ୍ ଗଠିତ ହୋଇଛି l ଏଥିରେ ସମଗ୍ର ଜିଲ୍ଲା ରେ ଥିବା ସମସ୍ତ ହାଇୱା ଓ ଟିପର ମଲିକ ମାନେ ଉପସ୍ଥିତ ରହି ସର୍ବସମ୍ମତି କ୍ରମେ ସଭାପତି ଭାବେ!-->…
TMC ନେତା କୁନାଲ ଘୋଷଙ୍କୁ ଅଣ୍ଡା ମାଡ
କୋଲକତା : ବର୍ତ୍ତମାନର ବଡ ଖବର କଲିକତାରୁ ସାମ୍ନାକୁ ଆସିଛି । ପଶ୍ଚିମବଙ୍ଗର ପୂର୍ବତନ ମୂଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କ ଘର ସାମ୍ମନାରେ ଟିଏମସି ନେତା କୁନାଲ ଘୋଷଙ୍କ ଉପରେ ଅଣ୍ଡା ମାଡ ହୋଇଛି । ସ୍ଥାନୀୟ କିଛି ଲୋକ ଏହି ଘଟଣାକୁ ସମର୍ଥନ କରିଛନ୍ତି । ସୂଚନା!-->…
କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେଙ୍କୁ ଆକ୍ରମଣ
ଜୟପୁର : ରାଜସ୍ଥାନ ଜୟପୁରରେ ଏକ ପ୍ରତିବାଦ ସମୟରେ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେଙ୍କୁ ଜଣେ ଯୁବକ ଚାପୁଡ଼ା ମାରିଛନ୍ତି । ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଜୟପୁରରେ ଚାଲିଥିବା ପ୍ରତିବାଦ ସମୟରେ ଏହି ଘଟଣା ଘଟିଥିଲା ।
ଖବର!-->!-->!-->…
ପାକିସ୍ତାନ ଏୟାରଫୋର୍ସର ଟ୍ରେନି ବିମାନ କ୍ରାସ୍, ଚାଲିଗଲା ୨ ପାଇଲଟଙ୍କ ଜୀବନ
ନୂଆଦିଲ୍ଲୀ : ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ପାକିସ୍ତାନ ବାୟୁସେନାର ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନଟି ନିୟମିତ ସାମରିକ ଅଭ୍ୟାସ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଏହି ଭୟଙ୍କର ଦୁର୍ଘଟଣାରେ ବିମାନରେ ଥିବା ଦୁଇ ପାଇଲଟ୍ ମୃତ୍ୟୁ ହୋଇଛି । ବିମାନ!-->…
ପରିବାର ଓ ପୋଲିସ ଉପସ୍ଥିତିରେ ପ୍ରେମିକାର ଗଳା କାଟି ହତ୍ୟା କଲା ପ୍ରେମିକ
ମଧ୍ୟପ୍ରଦେଶ : ବନ୍ଦ କୋଠରୀର ଅନ୍ଧାର ରାତିରେ ଘଟିଗଲା ବୀଭତ୍ସ ଓ ଲୋମ ଟାଙ୍କୁରା କାହାଣୀ । ଗୁଜରାଟ ଗାନ୍ଧୀନଗର ନ୍ୟାସନାଲ ହାଇୱେ ସ୍ଥିତ ଏକ ହୋଟେଲରେ ଘଟିଛି ଏଭଳି ଜଘନ୍ୟ ହତ୍ୟାକାଣ୍ଡ । ପୋଲିସ ଏବଂ ପରିବାର ଲୋକ ଉପସ୍ଥିତିରେ ପ୍ରେମିକାର ଗଳା କାଟିଦେଇଛି ପ୍ରେମିକ । ଆଉ!-->…
ମଝି ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର, ୬ ମୃତ
ବ୍ରାଜିଲ : ବ୍ରାଜିଲର ରିଓ ଡି ଜେନେରିଓରେ ଦୁଇ ହେଲିକପ୍ଟର ମୁହାଁମୁହିଁ ଧକ୍କା । ହେଲିକପ୍ଟର ଦୁଇଟି ମୁହାଁମୁହିଁ ଧକ୍କା ହେବା ଯୋଗୁଁ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏଠାରେ ଆକାଶରେ ଦୁଇଟି ହେଲିକପ୍ଟର ମଧ୍ୟରେ ଭୟଙ୍କର ଦୁର୍ଘଟଣା ଘଟିଛି । ହେଲିକପ୍ଟର ପରସ୍ପର ସହିତ ଧକ୍କା ହେବା ପରେ!-->…
ଆମେରିକା-ଇରାନ ମଧ୍ୟରେ ଚୁକ୍ତି ଘୋଷଣା, କମୁଛି ଅଶୋଧିତ ତେଲ ଦର
ଆମେରିକା : ହୁ ହୁ ହୋଇ କମୁଛି ତେଲ ଦର । ଆମେରିକା ଓ ଇରାନ ମଧ୍ୟରେ ସାମରିକ ତିକ୍ତତା କମିବା ପାଇଁ ହୋଇଥିବା ଚୁକ୍ତିନାମା ପରେ ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦରରେ ବଡ଼ ହ୍ରାସ ରେକର୍ଡ ହୋଇଛି । ହର୍ମୁଜ ପ୍ରଣାଳୀ ଉପରୁ ପ୍ରତିବନ୍ଧକ ହଟିବା ଓ ଜାହାଜ ଚଳାଚଳ ସ୍ଵାଭାବିକ ହେବା!-->…
ଅନୁଭବ-ବର୍ଷା ବିବାଦ, ଅନୁଭବଙ୍କ ଆବେଦନ ଉପରେ ସରକାରଙ୍କୁ ସୁପ୍ରିମ ନୋଟିସ୍
ଭୁବନେଶ୍ୱର : ଅନୁଭବ-ବର୍ଷା ବିବାଦ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ !। ପୂର୍ବତନ ସାଂସଦଙ୍କ ଆବେଦନ ଉପରେ ଜବାବ ମାଗିଲେ ସର୍ବୋଚ୍ଚ ଅଦାଲତ । ବର୍ଷାଙ୍କ ନିର୍ଯାତନା ମାମଲା ରଦ୍ଦ କରିବାକୁ ହୋଇଥିଲା ଆବେଦନ । ଓଲିଉଡ ଅଭିନେତା ତଥା ପୂର୍ବତନ ସାଂସଦ!-->…
ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା, ତଦନ୍ତ କଲେ ଏସ୍ ପି
ନବରଙ୍ଗପୁର : ରଜ ରାତିରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଘଟଣାରେ ତଦନ୍ତ କଲେ ନବରଙ୍ଗପୁର ଏସ୍ ପି । ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା ଅନ୍ତର୍ଗତ ଚଚରାଗୁଡା ଗ୍ରାମରେ ରଜ ରାତିରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଘଟଣା ରେ ନବରଙ୍ଗପୁର ଏସ୍ପି ଜଗଦୀଶ!-->…
ସୋମନାଥ ସ୍ୱାଭିମାନ ଯାତ୍ରା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଜ୍ୟୋତିର୍ଲିଙ୍ଗ ଦର୍ଶନ କରିବେ ୧୧୦୦ରୁ ଅଧିକ ଶ୍ରଦ୍ଧାଳୁ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ସ୍ୱତନ୍ତ୍ର “ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬” । ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୧୧୦୦ରୁ ଅଧିକ ଶ୍ରଦ୍ଧାଳୁ ଗୁଜୁରାଟସ୍ଥିତ ପ୍ରସିଦ୍ଧ ସୋମନାଥ ଜ୍ୟୋତିର୍ଲିଙ୍ଗ ଦର୍ଶନ ପାଇଁ!-->…