ଛତ୍ରପୁର ବ୍ଲକ ସମ୍ମିଳନୀ କକ୍ଷରେ ସୁଭଦ୍ରା ଯୋଜନାକୁ ନେଇ ମୋ ସେବା କେନ୍ଦ୍ର ସଦସ୍ୟଙ୍କୁ ତାଲିମ କାର୍ଯ୍ୟକ୍ରମ

ଛତ୍ରପୁର : ସୁଭଦ୍ରା ଯୋଜନା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏସଓପି ଜାରି ହୋଇସାରିଛି l ସୁଭଦ୍ରା ଯୋଜନାର ଆବେଦନ ପ୍ରକ୍ରିୟା ଯେପରି ସୁରୁଖୁରରେ ସମ୍ପାଦନ କରାଯାଇପାରିବ ସେନେଇ ମଙ୍ଗଳବାର ଛତ୍ରପୁର ବ୍ଲକ ସମ୍ମିଳନୀ କକ୍ଷରେ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଛତ୍ରପୁର ବ୍ଲକର…

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର : ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁମିତା, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର , ଅତିରିକ୍ତ ଆରକ୍ଷୀ…

ହିଞ୍ଜିଳି ପୌରପରିଷଦରେ କୁଢକୁଢ ଆବର୍ଜନା

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ସହରକୁ ସ୍ଵଛ ଓ ସୂନ୍ଦର ଲକ୍ଷରେ ହିଞ୍ଜିଳିକାଟୁ ପୌରପରିଷଦ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି।ସିଟିଜେନ ଭଏସ ସଂଖ୍ୟା ହ୍ରାସ ପାଇବାରୁ ଗତବର୍ଷ ରେ ଙ୍କ ହ୍ରାସ ପାଇଥିବା ପ୍ୟୈରପରିଷଦ ତରଫରୁ କୁହାଯାଏ । କିନ୍ତୁ ଅନ୍ୟ ପକ୍ଷରେ ହିଞ୍ଜିଳିକାଟୁ ପୌରପରିଷଦ ର…

ସାପ କାମୁଡ଼ାରେ ମୃତ୍ୟୁବରଣ କଲା ୬ବର୍ଷର ପୁଅ ଧରବେନ୍ଦ୍ର

ମାଲକାନଗିରି : ମାଲକାନଗିରି ଜିଲ୍ଲା ବାଲିମେଳା ସହରରେ ଗତକାଲି ମଧ୍ୟରାତ୍ରୀରେ ଏକ ଦୁଃଖଦ ଘଟଣା ଘଟିଥିବା ଦେଖିବାକୁ ମିଳିଛି । ପରିବାର ଲୋକଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ ବାଲିମେଳା ସହରର ଏନ ଏ ସି କାର୍ଯ୍ୟାଳୟ ସମ୍ମୁଖ ସାହିରେ ରହୁଥିବା ପୂର୍ଣ୍ଣଚନ୍ଦ୍ର ଜେନାଙ୍କ ୬ ବର୍ଷର ପୁଅ…

ଆଇନ ସେବାପ୍ରାଧୀକରଣ ପକ୍ଷରୁ ପାରା ଲିଗାଲ ସ୍ଵେଚ୍ଛାସେବୀ ତାଲିମ ଶିବିର ଅନୁଷ୍ଠିତ

ଫୁଲବାଣୀ : ଜିଲ୍ଳା ଆଇନ ସେବା ପ୍ରାଧୀକରଣ ଫୁଲବାଣୀ ପକ୍ଷରୁ କୋର୍ଟ ପରିସର ମଧ୍ୟରେ ଥିବା ଲିଗାଲ ସେଲ ଦ୍ୱାରା ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଡାଳିମ ଶିବିରକୁ ଏସଡ଼ି ଯେ ଏମ ର ମାନ୍ୟବର ଜିଲ୍ଲା ଦୌରାଜଜ୍ ବିଚାରପତି ତଥା ଆଇନସେବା ପ୍ରାଧିକରଣ ଅଧ୍ଯକ୍ଷ ସତ୍ୟପୀର ମିଶ୍ର ଙ୍କ…

ଦିଲ୍ଲୀ ଅବକାରୀ ନୀତି: ସିବିଆଇ ଓ ଇଡିର ନିରପେକ୍ଷତା ଉପରେ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିକୁ ନେଇ ବଡ଼ ମତ ରଖିଛନ୍ତି ସୁପ୍ରିମକୋର୍ଟ। ଘଟଣାର ତଦନ୍ତ କରି ଇଡି ଓ ସିବିଆଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଠାରୁ ଆରମ୍ଭ କରି କେ କିବତାଙ୍କ ଭଳି ହେଭିୱେଟ ରାଜନେତାଙ୍କୁ ଗିରଫ କରିଛନ୍ତି। ହେଲେ ସିବିଆଇ ଓ ଇଡିର ନିରପେକ୍ଷତା ଓ…

ବିଧାନସଭାରେ ସଂରକ୍ଷଣ ତାତି

ଭୁବନେଶ୍ବର: ବିଧାନସଭାରେ ସଂରକ୍ଷଣ ତାତି। ଓବିସି ସଂରକ୍ଷଣ ଓ ଜାତିଭିତ୍ତିକ ଜନଗଣନା ନେଇ ସରକାରଙ୍କୁ ଘେରିଲେ ବିରୋଧୀ। ଉଭୟ ବିଜେଡି ଓ କଂଗ୍ରେସ ସଂରକ୍ଷଣ ଦାବିରେ ଗୃହରେ ହୋହଲ୍ଲା କରିଛନ୍ତି । ଶିକ୍ଷା କ୍ଷେତ୍ରରେ ଓବିସଙ୍କ ପାଇଁ ସଂରକ୍ଷଣ ସହ ଏସସି ଏସଟିଙ୍କ ପାଇଁ ପର୍ଯ୍ୟାପ୍ତ ସଂରକ୍ଷଣ…

ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମମତା

ଭୁବନେଶ୍ୱର: ରାଜ୍ୟସଭାକୁ ନିର୍ବାଚିତ ହେଲେ ମମତା ମହାନ୍ତ । ଆଜି ବିଧିବଦ୍ଧ ଭାବେ ସାର୍ଟିଫିକେଟ୍ ନେଇଛନ୍ତି । ଆଜି ସ୍ବାଧୀନ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ନାମାଙ୍କନ ପତ୍ର ପ୍ରତ୍ୟାହାର କରିବା ପରେ ସେ ଏକାମାତ୍ର ପ୍ରାର୍ଥୀ ଥିଲେ । ଆଉ ନିର୍ବାଚନର ଆବଶ୍ୟକତା ପଡିନାହିଁ । କିନ୍ତୁ ବିଜେପିର…

ବାର୍ଡ ଫ୍ଲୁ; ୩୮ଟି ରାପିଡ୍‌ ରେସପନ୍‌ସ ଟିମ୍‌ ଗଠିତ

ଭୁବନେଶ୍ୱର: ବାର୍ଡ ଫ୍ଲୁ ନିୟନ୍ତ୍ରଣ ପାଇଁ ଗଠିତ ହେବ ୩୮ଟି ରାପିଡ୍‌ ରେସପନ୍‌ସ ଟିମ୍‌ l ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ l ୨୦ଟି ଟିମ୍‌ କୁକୁଡ଼ା ମରା ଓ ବିଶୋଧନ ପାଇଁ ଗଠିତ ହୋଇଛି l ସେହିପରି ୧୮ଟି ଟିମ୍‌ ଚଢ଼ାଉ ଓ ଲୋକଙ୍କୁ ସଚେତନ କରାଇବେ l…

ଗାନ୍ଦେରବଲରୁ ନିର୍ବାଚନ ଲଢ଼ିବେ ଓମାର ଅବଦୁଲ୍ଲା

ଜମ୍ମୁ-କଶ୍ମୀର ବିଧାନସଭା ଆସନ ପାଇଁ ଆଜି ନ୍ୟାଶନାଲ କନଫରେନ୍ସ ପ୍ରଥମ ପର୍ଯ୍ୟାୟରେ ୩୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଦଳ କଂଗ୍ରେସ ସହ ମେଣ୍ଟ କରି ଏଠାରେ ବିଧାନସଭା ନିର୍ବାଚନ ଲଢ଼ୁଛି। ଡିଲ୍‌ ଅନୁସାରେ ଏନସି ୫୧ଟି ଓ କଂଗ୍ରେସ ୩୨ଟି ଆସନରେ ପ୍ରାର୍ଥୀ ଦେବ। ସିଟ ଶେୟାରିଂ…