Sign in
Sign in
Recover your password.
A password will be e-mailed to you.
ଗାନ୍ଦେରବଲରୁ ନିର୍ବାଚନ ଲଢ଼ିବେ ଓମାର ଅବଦୁଲ୍ଲା
ଜମ୍ମୁ-କଶ୍ମୀର ବିଧାନସଭା ଆସନ ପାଇଁ ଆଜି ନ୍ୟାଶନାଲ କନଫରେନ୍ସ ପ୍ରଥମ ପର୍ଯ୍ୟାୟରେ ୩୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଦଳ କଂଗ୍ରେସ ସହ ମେଣ୍ଟ କରି ଏଠାରେ ବିଧାନସଭା ନିର୍ବାଚନ ଲଢ଼ୁଛି।
ଡିଲ୍ ଅନୁସାରେ ଏନସି ୫୧ଟି ଓ କଂଗ୍ରେସ ୩୨ଟି ଆସନରେ ପ୍ରାର୍ଥୀ ଦେବ। ସିଟ ଶେୟାରିଂ!-->!-->!-->…
ଭଙ୍ଗାଯିବ ୧୯୧ଟି ବେଆଇନ ଆପାର୍ଟମେଣ୍ଟ
ଭୁବନେଶ୍ୱର: ଭଙ୍ଗାହେବ ଭୁବନେଶ୍ୱରରେ ୧୯୧ ବେଆଇନ ଆପାର୍ଟମେଣ୍ଟ । ଏନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବିଧାନସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସୂଚନା ଦେଇଛନ୍ତି । ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଅଧୀନରେ ବେଆଇନ ଭାବେ ଗଢ଼ି ଉଠିଥିବା ଆପାର୍ଟମେଣ୍ଟ!-->…
ଟଙ୍କା ବୁହା ଗାଡ଼ିରୁ ସୁନା ଓ ରୂପ ଜବତ ଘଟଣା: ଜିଏସଟି ଅଫିସରେ ଏକାଧିକ ସୁନା ଦୋକାନୀ
ଭୁବନେଶ୍ୱର: ଟଙ୍କା ବୁହା ଗାଡ଼ିରୁ ୮୦ କେଜି ସୁନା ଓ ରୂପ ଜବତ ଘଟଣାରେ ନୂଆ ମୋଡ l ଜିଏସଟି ଅଫିସରେ ପହଞ୍ଚିଲେ ଏକାଧିକ ସୁନା ଦୋକାନୀ l ବିଭିସି ଲଜିଷ୍ଟିକ୍ସ କୋରିଅର ଜରିଆରେ ସୁନା ଆଣୁଥିବା ନେଇ କହିଛନ୍ତି ଉକ୍ତ ସୁନା ଦୋକାନୀ ମାନେ l ନିଜ ସୁନା ସଂପର୍କିତ ତଥ୍ୟ ମଧ୍ୟ ଦେଉଛନ୍ତି!-->…
କେ. କବିତାଙ୍କୁ ମିଳିଲା ଜାମିନ୍
ଜେଲ୍ରୁ ମୁକୁଳିବେ ବିଆର୍ଏସ୍ ନେତ୍ରୀ କେ.କବିତା। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା କେ.କବିତାଙ୍କୁ ମିଳିଲା ଜାମିନ୍। ସୁପ୍ରିମକୋର୍ଟରୁ ତାଙ୍କୁ ଆଜି ୧୦ ଲକ୍ଷ ଟଙ୍କା ମୁଚଲିକାରେ ସର୍ତ୍ତମୂଳକ ଜାମିନ ମିଳିଛି।
କେ.କବିତାଙ୍କ ଜାମିନକୁ ନେଇ ଆଜି ସୁପ୍ରିମକୋର୍ଟରେ!-->!-->!-->…
ଦଳରୁ ବହିଷ୍କାର ହେଲେ ବିଜେଡି ନେତ୍ରୀ
ଭୁବନେଶ୍ବର: ଦଳରୁ ବହିଷ୍କାର ହେଲେ ବିଜେଡି ନେତ୍ରୀ ତଥା ମାଲକାନଗିରି ମାଥିଲି ବ୍ଲକ ଜୋନ-୩ର ଜିଲ୍ଲା ପରିଷଦ ସଦସ୍ୟ ସସ୍ମିତା ମାଝି । ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ଲୋକ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି!-->…
ରାଜ୍ୟରେ ୨୭୫୯ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ବର: ରାଜ୍ୟରେ ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏଯାଏ ଓଡ଼ିଶାରେ ୭୦ ହଜାର ଟେଷ୍ଟିଂ ହୋଇଥିବା ବେଳେ ୨୭୫୯ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏଥିମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୮୬୫ ଜଣ ଡେଙ୍ଗୁ ରୋଗୀ!-->…
କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା
ଝାରସୁଗୁଡ଼ା: ଝାରସୁଗୁଡ଼ାର ଜଣେ କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସାହାଜାହାନ ଖାଁ। ତାଙ୍କ ବୟସ ୨୬ ବର୍ଷ ହେଇଥିବା ନେଇ ସୂଚନା ମିଳିଛି।
ଝାରସୁଗୁଡ଼ା ସଦର ଥାନା ବେହେରାପାଟରେ ଏହି ଘଟଣା ଘଟିଛି। ତେବେ!-->!-->!-->…
‘ନବାନ୍ନ ରାଲି’: ବ୍ୟାରିକେଡ୍ ଭାଙ୍ଗି ଧସେଇ ପଶିଲେ ଛାତ୍ର
ଅଭୟାଙ୍କୁ ନ୍ୟାୟ ଦେବାକୁ ଆଜି ମମତାଙ୍କ ଗଡ଼ରେ ହୋଇଛି ମହା ବିକ୍ଷୋଭ। ଛାତ୍ର ସଂଗଠନର ଆନ୍ଦୋଳନ ବେଳେ ପୁଲିସ ସହ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ବ୍ୟାରିକେଡ୍ ଡେଇଁ ଧସେଇ ପଶିବାକୁ ଉଦ୍ୟମ କରିଛନ୍ତି ଛାତ୍ରଛାତ୍ରୀ। ଏତିକି ବେଳେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଛି। ଏମାନଙ୍କ!-->…
ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡିଓ
ଭୁବନେଶ୍ବର: ସରକାରଙ୍କ ହରଡଘଣାରେ ରାଜ୍ୟର ୯୧ ଦୁର୍ନିତିଖୋର ବିଡିଓ । ରାଜ୍ୟରେ ୯୧ ଜଣ ବ୍ଲକ ଉନ୍ନୟନ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରଧିନ ଅବସ୍ଥାରେ ଅଛି ।
ଆଜି ଏମିତି କିଛି ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ!-->!-->!-->…
ନିଶା ଦେଇ ନର୍ସିଂ ଛାତ୍ରୀଙ୍କୁ ଦୁଷ୍କର୍ମ
କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ହଡ଼ତାଳ ମଧ୍ୟରେ ମହାରାଷ୍ଟ୍ରରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ସ୍ୱାସ୍ଥ୍ୟକର୍ମୀ ଓ ନର୍ସମାନେ ଆନ୍ଦୋଳନକୁ ଓହ୍ଲାଇବା ସହ ଡାକ୍ତରଖାନା ଘେରାଉ!-->…