Sign in
Sign in
Recover your password.
A password will be e-mailed to you.
‘ନବାନ୍ନ ରାଲି’: ବ୍ୟାରିକେଡ୍ ଭାଙ୍ଗି ଧସେଇ ପଶିଲେ ଛାତ୍ର
ଅଭୟାଙ୍କୁ ନ୍ୟାୟ ଦେବାକୁ ଆଜି ମମତାଙ୍କ ଗଡ଼ରେ ହୋଇଛି ମହା ବିକ୍ଷୋଭ। ଛାତ୍ର ସଂଗଠନର ଆନ୍ଦୋଳନ ବେଳେ ପୁଲିସ ସହ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ବ୍ୟାରିକେଡ୍ ଡେଇଁ ଧସେଇ ପଶିବାକୁ ଉଦ୍ୟମ କରିଛନ୍ତି ଛାତ୍ରଛାତ୍ରୀ। ଏତିକି ବେଳେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଛି। ଏମାନଙ୍କ!-->…
ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡିଓ
ଭୁବନେଶ୍ବର: ସରକାରଙ୍କ ହରଡଘଣାରେ ରାଜ୍ୟର ୯୧ ଦୁର୍ନିତିଖୋର ବିଡିଓ । ରାଜ୍ୟରେ ୯୧ ଜଣ ବ୍ଲକ ଉନ୍ନୟନ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରଧିନ ଅବସ୍ଥାରେ ଅଛି ।
ଆଜି ଏମିତି କିଛି ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ!-->!-->!-->…
ନିଶା ଦେଇ ନର୍ସିଂ ଛାତ୍ରୀଙ୍କୁ ଦୁଷ୍କର୍ମ
କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ହଡ଼ତାଳ ମଧ୍ୟରେ ମହାରାଷ୍ଟ୍ରରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ସ୍ୱାସ୍ଥ୍ୟକର୍ମୀ ଓ ନର୍ସମାନେ ଆନ୍ଦୋଳନକୁ ଓହ୍ଲାଇବା ସହ ଡାକ୍ତରଖାନା ଘେରାଉ!-->…
୧ କୋଟି ୮ ଲକ୍ଷ ମହିଳାଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ: ପ୍ରଭାତୀ ପରିଡ଼ା
ଭୁବନେଶ୍ବର: ‘ସୁଭଦ୍ରା' ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିରୋଧୀଙ୍କୁ କାଉଣ୍ଟର କରି କହିଛନ୍ତି, ରାଜ୍ୟରେ ୧ କୋଟି ୮ ଲକ୍ଷ ମହିଳାଙ୍କୁ 'ସୁଭଦ୍ରା' ଯୋଜନାରେ ସାମିଲ କରାଯିବ। ୨୧ରୁ ୬୦ ବୟସ୍କ ମହିଳାଙ୍କ ସଂଖ୍ୟା ୨ କୋଟି ୨୫ ଲକ୍ଷ' ସ୍ବଚ୍ଛଳ ବର୍ଗଙ୍କୁ ଛାଡ଼ିଦେଲେ ୨୧ରୁ ୬୦!-->…
ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ
ଭୁବନେଶ୍ୱର: ଜଗା ଓହରିଲେ, ମମତା ରହିଲେ । ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି ଜଗନ୍ନାଥ ପ୍ରଧାନ । ଗତ ୨୧ ତାରିଖରେ ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ବିଜେପି ପ୍ରାର୍ଥୀ ମମତା ମହାନ୍ତ ନାମାଙ୍କନ ଦାଖଲ କରିବା ପରେ ଜଗନ୍ନାଥ ମଧ୍ୟ ନାମାଙ୍କନ ଦାଖଲ!-->…
ୟୁକ୍ରେନ୍ରେ ଶାନ୍ତି ପାଇଁ ମୋଦି-ବାଇଡେନ୍ କଥାବାର୍ତ୍ତା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହେଲେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍। ନିକଟରେ ୟୁକ୍ରେନ ଗସ୍ତରୁ ଫେରିଥିବା ପ୍ରଧାନମନ୍ତ୍ରୀ ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ କଥା ହୋଇଛନ୍ତି।
ଉଭୟ ରାଷ୍ଟ୍ର ନେତାଙ୍କ ମଧ୍ୟରେ ହୋଇଥିବା ଏହି ଟେଲିଫୋନ!-->!-->!-->…
ରାଉଲକେଲା ବିମାନବନ୍ଦରର ଅପାରଗତା, ଓହ୍ଲାଇ ପାରିଲେନି ରାଜ୍ୟପାଳ
ରାଉଲକେଲା: ବାତିଲ୍ ହେଲା ରାଜ୍ୟପାଳଙ୍କ ରାଉଲକେଲା ଗସ୍ତ । ରାଉଲକେଲା ବିମାନବନ୍ଦରର ଅପାରଗତା ଯୋଗୁଁ ରାଉଲକେଲା ମାଟିରେ ଓହ୍ଲାଇପାରିଲାନି ରାଜ୍ୟପାଳଙ୍କ ଏୟାରକ୍ରାଫ୍ଟ ।
ତେବେ ଗତ ରବିବାର ରାଜ୍ୟପାଳ ରଘୁବର ଦାସ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ବିୟୋଗରେ ତାଙ୍କୁ!-->!-->!-->…
ଅନିର୍ଦ୍ଧିଷ୍ଟ କାଳ ପାଇଁ ଘରୋଇ ବସ୍ ସେବା ବନ୍ଦ କଲେ ମାଲକାନଗିରି ମାଲିକ ସଂଘ
ମାଲକାନଗିରି: ଆଜି ଠାରୁ ମାଲକାନଗିରି ଜିଲ୍ଲାରେ ଘରୋଇ ବସ ଚଳାଚଳ ବନ୍ଦ। ଜିଲ୍ଲାରେ ଚାଲୁଥିବା ଟାୟାର-୨ ଲକ୍ଷ୍ମୀ ବସ ଅର୍ଥାତ ବ୍ଲକ ସଦର ମହକୁମାରୁ ଜିଲ୍ଲା ସଦର ମହକୁମାକୁ ଯାତାୟତ କରୁଥିବା ଶୀତତାପ ନିୟନ୍ତ୍ରିତ ଲକ୍ଷ୍ମୀ ବସକୁ ବିରୋଧ କରିଛି ଜିଲ୍ଲା ଘରୋଇ ବସ ମାଲିକ ସଂଘ। ଏଥିଲାଗି!-->…
ପଦ୍ମ ଧରିବେ ଚମ୍ପାଇ ସୋରେନ୍
ପଦ୍ମ ଧରିବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମ୍ଏମ୍ ନେତା ଚମ୍ପାଇ ସୋରେନ୍। ଆସନ୍ତା ୩୦ ତାରିଖରେ ସେ ବିଜେପିରେ ମିଶିବେ ବୋଲି ସୂଚନା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବଶ୍ୱଶର୍ମା। ସୋସିଆଲ ମିଡିଆରେ ଏନେଇ ସେ ପୋଷ୍ଟ କରିଛନ୍ତି।
ଝାଡ଼ଖଣ୍ଡର ଆଦିବାସୀ ନେତା ତଥା!-->!-->!-->…
ଓଡ଼ିଶା ସରକାର କରିବେ ନିଯୁକ୍ତି ମେଳା, ମିଳିବ ୩୫ ହଜାର ଚାକିରି
ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସରକାର କରିବେ ନିଯୁକ୍ତି। ମିଳିବ ୩୫ ହଜାର ଚାକିରି। ନିର୍ବାଚନ ବେଳେ ବିଜେପି ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଏଥିପାଇଁ ପ୍ଲାନ ଅଫ୍ ଆକ୍ସନ ପ୍ରସ୍ତୁତ କରିଛନ୍ତି ମୋହନ ସରକାର।
!-->!-->!-->…