Sign in
Sign in
Recover your password.
A password will be e-mailed to you.
ବାର୍ଡ ଫ୍ଲୁ କୁକୁଡ଼ାର ସଂସ୍ପର୍ଶରେ ମଣିଷ ଆସିବା ଉଚିତ ନୁହେଁ
ଭୁବନେଶ୍ବର: ବାର୍ଡ ଫ୍ଲୁକୁ ନେଇ ସ୍ଥିତି ଚିନ୍ତାଜନକ ରହିଛି। ଏଣୁ ଏବେ କିଛି ଦିନ ପାଇଁ ଚିକେନ୍ ନ ଖାଇବା ଭଲ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ମତ ରଖିଛନ୍ତି। ସେ କହିଛନ୍ତି, ବାର୍ଡ ଫ୍ଲୁକୁ ନେଇ ଜିଲ୍ଲା ମାନଙ୍କୁ ମାର୍ଗଦର୍ଶିକା ଦିଆଯାଇଛି। ବାର୍ଡ ଫ୍ଲୁରେ ସଂକ୍ରମଣ ହେଲେ!-->…
ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ବୈଠକ: ଜଳବାୟୁ ଅନୁକୂଳ ଓ ସୌରଶକ୍ତି ଚାଳିତ ଶୀତଳ ଭଣ୍ଡାର ପ୍ରତିଷ୍ଠା ଉପରେ…
ଭୁବନେଶ୍ୱର: ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କୃଷି ଭବନ ବୋର୍ଡ ରୁମ୍ରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ.!-->…
ପବିତ୍ର ଜନ୍ମାଷ୍ଟମୀରେ ପୁରପଲ୍ଲୀ କୃଷ୍ଣମୟ
ଭୁବନେଶ୍ବର : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ । ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳନ କରୁଛନ୍ତି ନନ୍ଦଲାଲାଙ୍କ ଜନ୍ମୋତ୍ସବ। ମଥୁରା ଓ ବୃନ୍ଦାବନରେ!-->…
ଚୋରା ଦେଶୀ ମଦର ହବ୍ ପାଲଟିଛି ସାଲିଆ ସାହି
ଭୁବନେଶ୍ବର : ଭୁବନେଶ୍ୱର ସାଲିଆସାହି ପାଲଟିଛି ଦେଶୀ ମଦର ହବ୍। ଯେତେ ଚଢ଼ାଉ ହେଉଛି ସେତିକି ମଦ ଭାଟି ଠାବ ହେଉଛି। ଆଜି ଭୁବନେଶ୍ୱର ଅବକାରୀ ବିଭାଗ ପକ୍ଷରୁ ସଲିଆସାହି ମୁଣ୍ଡା ସାହିରେ ରେଡ୍ ବେଳେ ଠାବ ହୋଇଛି ପୁଣି ଏକ ଚୋରା ଦେଶୀ ମଦ ଭାଟି। ବ୍ୟାପକ ପରିମାଣର ପୋଚ ଓ ମଦ ନଷ୍ଟ କରିଛନ୍ତି!-->…
ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ: ଆଇନ ମନ୍ତ୍ରୀ
ଭୁବନେଶ୍ବର : ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ? ରତ୍ନଭଣ୍ଡାର ମାଟିତଳେ କିମ୍ବା କାନ୍ଥ ଭିତରେ କିଛି ଅଛି କି ନାହିଁ। ଏସବୁର ସର୍ଭେ ହେବ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବ। ଏହାପରେ!-->…
କାଲି ଓଡ଼ିଶା ଆସିବେ ED ନିର୍ଦ୍ଦେଶକ ରାହୁଲ ନବୀନ
ଭୁବନେଶ୍ବର : ଓଡ଼ିଶା ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ରାହୁଲ ନବୀନ। ଆସନ୍ତାକାଲିଠୁ ୩ ଦିନିଆ ଗସ୍ତରେ ଆସିବେ ରାହୁଲ ନବୀନ।। କାଲି ସନ୍ଧ୍ୟା ପ୍ରାୟ ୭ ଟା ୫୫ ମିନିଟ୍ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାହୁଲ ନବୀନ ପୁରୀ ଗସ୍ତରେ ଯିବେ।ସେଠାରେ!-->…
ଚାକିରୀ କରାଇ ଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ : ବିଜେଡ଼ି ନେତାଙ୍କ ନାଁରେ ମାମଲା…
ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଅଂଚଳରେ ଚାକିରୀ କରାଇଦେବା ନାଁ ରେ ନିର୍ବାଚିତ ପ୍ରତିନିଧି ସହ ଜଣେ ପଦାଧିକାରୀ ଜରିଆରେ କୋଟି କୋଟି ଟଙ୍କା ଠକି ନେଇଥିବା ଜଣାପଡିଛି l ସୂଚନା ଅନୁଯାଇ ଏହି ଲିଙ୍କ ମାଲକାନଗିରି ଜିଲ୍ଲା ମାଥିଲିରୁ କେନ୍ଦ୍ରାପଡ଼ା ଲମ୍ବୀଥିବା ଜଣାପଡିବା ସହ!-->!-->!-->…
ଚୋରାଚାଲାଣବେଳେ ୩୦ କୋଟି ଟଙ୍କାର ସୁନା-ରୂପା ଜବତ
ଭୁବନେଶ୍ବର : ବ୍ୟାଙ୍କରେ ଟଙ୍କା ଲୋଡ୍ କରୁଥିବା ଗାଡିରେ ସୁନା ଚୋରାଚାଲାଣ ହେଉଥିବାବେଳେ ଧରିଲା ସିଟିଜିଏସଟି ବିଭାଗ । ଭୁବନେଶ୍ବର ଏୟାରପୋର୍ଟରୁ ଦୁଇଟି ଗାଡି ଆସୁଥିବା ନେଇ ସୂଚନା ମିଳିଥିଲା । ସୂଚନା ପାଇ ୮୦ କେଜି ସୁନା ଓ ରୂପା ଚାଲାଣ ହେଉଥିବାବେଳେ ଦୁଇଟି କଣ୍ଟେନର ଜବତ କଲା!-->…
ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ
ଭୁବନେଶ୍ୱର:ଖୁବ୍ ଶୀଘ୍ର ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ। ଏ ନେଇ ନିଷ୍ପତ୍ତି ନେବେ ସରକାର।ମୁଖ୍ୟମନ୍ତ୍ରୀ ଏ ନେଇ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ସରକାର କଣ କରିବେ ସେ ନେଇ ଶୀଘ୍ର ନିଷ୍ପତ୍ତି ହେବ। ଏଭଳି ସୂଚନା ଦେଇଛନ୍ତି ଆଇନ!-->…
ଜନ୍ମାଷ୍ଟମୀ ଅବସରରେ ଉତ୍ସବ ମୁଖରିତ ଡ଼ି.ଏ.ଭି. ଗୁରୁକୁଳ, ଚିତ୍ରକୋଣ୍ଡା…
ଚିତ୍ରକୋଣ୍ଡା :୨୬/୦୮ ଡ଼ି.ଏ.ଭି. ଗୁରୁକୁଳ, ଚିତ୍ରକୋଣ୍ଡା ଆନୁକୁଲ୍ୟ ରେ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ମହା ଆଡ଼ମ୍ବରେ ପାଳନ କରାଯାଇ ଅଛି। ମୁଖ୍ୟ ଅତିଥି ଶ୍ରୀ କୃଷ୍ଣ ପ୍ରସାଦ କର, ସମ୍ମାନିତ ଅତିଥି ଶ୍ରୀ ଅଲେଖ ପ୍ରସାଦ ସ୍ୱାଇଁ (ଶିକ୍ଷକ) ଯୋଗଦାନ କରିଥିଲେ। ଏକ ଆଧ୍ୟାତ୍ମିକ ପରିବେଶ!-->!-->!-->…