Sign in
Sign in
Recover your password.
A password will be e-mailed to you.
୩ ନକ୍ସଲଙ୍କ ଆତ୍ମସମର୍ପଣ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ଲଗାତାର ନକ୍ସଲ ଉପରେ ସୁରକ୍ଷାକର୍ମୀଙ୍କ ହମଲାରେ ନକ୍ସଲ ବିଳବିଳାଉଛନ୍ତି ଓ ଆତଙ୍କିତ ମଧ୍ୟ ହେଲେଣି। ଫଳରେ ଶତାଧିକ ନକ୍ସଲଙ୍କର ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆତ୍ମସମର୍ପଣ କଲେଣି। ଏହି କ୍ରମରେ ଆଜି ଦନ୍ତେଵାଡା ଜିଲ୍ଲା ପୁଲିସ ନିକଟରେ କଟେକଲ୍ୟାଣ ଓ!-->…
ପାରୋଲରେ ଆସି ସାଂସଦ ଭାବେ ଶପଥ ନେଲେ ଅମୃତପାଲ ଓ ଇଞ୍ଜିନିୟର ରଶିଦ
ଜେଲରେ ଥିବା ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂହ ଓ କଶ୍ମୀରର ଶ୍ରମିକ ନେତା ଶେଖ ଅବଦୁଲ ରଶିଦ ଓରଫ ଇଞ୍ଜିନିୟର ରଶିଦ ପାରୋଲରେ ଆସି ଲୋକସଭା ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ପାର୍ଲାମେଣ୍ଟ କମ୍ପ୍ଲେକ୍ସରେ ଉଭୟ ଶପଥ ନେଇଥିବା ବେଳେ ବାହାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ!-->…
ଲୋକଙ୍କ ଅଭିଯୋଗ ଶୁଣୁନି ଜଗତସିଂହପୁର ପୋଲିସ, ଥାନାକୁ ଆସି ପେନ୍, ପେପର ଦେଲେ ବିଧାୟକ
ଜଗତସିଂହପୁର: ଲୋକଙ୍କ ସରକାରରେ ଚାଲିବ ନାହିଁ ପୋଲିସର ନାଲି ଆଖି। ନିଜେ ମୁଖ୍ୟମନ୍ତ୍ରୀ ସର୍ବସମ୍ମୁଖରେ ଲୋକଙ୍କୁ ଭଲ ବ୍ୟବହାର ଦେଖାଇବା ପାଇଁ ପୋଲିସ ଡିଜିଙ୍କୁ ପରାମର୍ଶ ଦେଇସାରିଛନ୍ତି। ଏପରି ସ୍ଥିତିରେ ଜଗତସିଂହପୁର ପୋଲିସ ଯେଉଁଭଳି ଭାବେ ଲୋକଙ୍କୁ ଖରାପ ବ୍ୟବହାର ଦେଖାଯାଉଛି ତାହା!-->…
ସୋର ଟ୍ରିପିଲ ମର୍ଡର ଘଟଣାରେ ୮ ଅଟକ, ଜଙ୍ଗଲରୁ ମାରଣାସ୍ତ୍ର ଜବତ
ସୋର : ସୋର ଟ୍ରିପିଲ ମର୍ଡର ଘଟଣା । ତିନି ଜଣଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣାରେ ୮ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ୧୫ରୁ ଅଧିକ ଲୋକଙ୍କ ସଂପୃକ୍ତି ଥିବା ପୋଲିସ ତଦନ୍ତରୁ ସୂଚନା ମିଳିଛି । ଗତକାଲି ମୃତଦେହ ଠାବ ପରେ ପୋଲିସ ୭ ଜଣଙ୍କୁ ଅଟକ ରଖି ତଦନ୍ତ କରିଥିଲା ।!-->…
ବ୍ରିଜ ଭୁଶୁଡ଼ିବା ପାଇଁ ମୌସୁମୀକୁ ଦାୟୀ କଲେ କେନ୍ଦ୍ରମନ୍ତ୍ରୀ
ବିହାରରେ ଏବେ ଗୋଟିଏ ପରେ ଗୋଟିଏ ବ୍ରିଜ ଭୁଶୁଡ଼ିବାରେ ଲାଗିଛି। ଗଲା ୧୭ ଦିନ ମଧ୍ୟରେ ୧୨ଟି ବ୍ରିଜ ଭୁଶୁଡ଼ିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ନିମ୍ନମାନର କାମ ଓ ସରକାରୀ ଅବହେଳା ପାଇଁ ବ୍ରିଜ ଭୁଶୁଡ଼ିଥିବା ଲୋକମାନେ କହୁଛନ୍ତି।
ହେଲେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା!-->!-->!-->…
ଏ ବର୍ଷ ରାଜ୍ୟରେ ଲାଗିବ ୫ କୋଟି ଗଛ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ବର: ଏ ବର୍ଷ ରାଜ୍ୟରେ ମୋଟ ୫ କୋଟି ଗଛ ଲଗାଇବା ପାଇଁ ଟାର୍ଗେଟ କରିଛି ବନ ବିଭାଗ। ଶିକ୍ଷାନୁଷ୍ଠାନ, ଘରୋଇ ଅନୁଷ୍ଠାନ, ଛାତ୍ରଛାତ୍ରୀ ଭଳି ସମସ୍ତଙ୍କୁ ବଣ୍ଟାଯିବ ଚାରା। ସମସ୍ତେ ଅତି କମ୍ ରେ ଗୋଟିଏ ଗଛ ଲଗାଇବାକୁ ଅନୁରୋଧ କରାଯାଇଛି। ବୃକ୍ଷରୋପଣରେ ଓଡ଼ିଶା ହେବ ନମ୍ବର ଏକ। ଏଭଳି!-->…
ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁ ରେ ଥାନାରେ ଏତଲା
ଭୁବନେଶ୍ୱର: ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଲିଖିତ ଅଭିଯୋଗ । କ୍ୟାପିଟାଲ ଥାନାରେ ଅଭିଯୋଗ କଲେ ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି। ସରକାରୀ ବାସଭବନରେ ଅନୁମତି ନନେଇ ନିର୍ମାଣ କରିଥିବା ଅଭିଯୋଗରେ ଏତଲା ଦାୟର କରାଯାଇଛି। ସ୍ବତନ୍ତ୍ର କମିଟି ଗଢ଼ି ଏହାର!-->…
NEET-PG ପାଇଁ ଘୋଷଣା ହେଲା ତାରିଖ, ୨ଟି ସିଫ୍ଟରେ ହେବ ପରୀକ୍ଷା
ନିଟ୍ ପେପର ଲିକ୍ ଅଭିଯୋଗ ମଧ୍ୟରେ ସ୍ଥଗିତ ରହିଥିବା ନିଟ୍-ପିଜି ପରୀକ୍ଷା ପାଇଁ ଆଜି ତାରିଖ ଘୋଷଣା କରାଯାଇଛି। ଅଗଷ୍ଟ ୧୧ ତାରିଖରେ ନିଟ୍ ପିଜି ପରୀକ୍ଷା ଅନୁଷ୍ଠିତ ହେବ।
ପୋଷ୍ଟଗ୍ରାଜ୍ୟୁଏଟ ମେଡିକାଲ ପାଠ୍ୟକ୍ରମ ପାଇଁ ଅନୁଷ୍ଠିତ ହେବାକୁ ଥିବା ଏହି ପରୀକ୍ଷା ଦୁଇଟି ସିଫ୍ଟରେ!-->!-->!-->…
୪୬ ବର୍ଷ ପରେ ଖୋଲାଯିବ ରତ୍ନଭଣ୍ଡାର, ସରକାର ଦେଇଥିବା ଦାୟିତ୍ୱକୁ ସଠିକ ଭାବେ ତୁଲାଇବି : ଜଷ୍ଟିସ ବିଶ୍ବନାଥ ରଥ
ପୁରୀ : ବିଜେପି ସରକାର ଆସିବା ପରେ ରତ୍ନଭଣ୍ଡାର ଖୋଲିବା ନେଇ ଲୋକଙ୍କ ମଧ୍ୟରେ ଉତ୍ସୁକତା ବଢିଯାଇଛି । କେବେ ଖୋଲିବ ରତ୍ନ ଭଣ୍ଡାର ଏ ନେଇ ଚର୍ଚ୍ଚା ଲାଗି ରହିଛି। ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । ହାଇକୋର୍ଟଙ୍କ ପୂର୍ବତନ ବିଚାରପତି ଜଷ୍ଟିସ!-->…
ମୋହନ ମାଝୀଙ୍କୁ ଥାନାରେ ଖରାପ ବ୍ୟବହାର ଦେଖାଇ ଚର୍ଚ୍ଚାକୁ ଆସିଥିବା ଆଇଆଇସିଙ୍କ ବଦଳି
କଟକ: କେନ୍ଦୁଝରର ଆଇଆଇସି ତ୍ରିନାଥ ସେଠୀଙ୍କର ଗଜପତିକୁ ବଦଳି ହୋଇଛି। କଟକ ପୋଲିସ ମୁଖ୍ୟାଳୟରୁ ଏହି ବଦଳି ଆଦେଶ ହୋଇଛି। ସେହିପରି ଭଦ୍ରକ ଥାନାର ଆଇଆଇସି ଅମିତ କୁମାର ଭୂୟାଁ କେନ୍ଦୁଝର ଥାନାକୁ ବଦଳି ହୋଇଛନ୍ତି।
ତ୍ରିନାଥ ହେଉଛନ୍ତି ସେହି ବ୍ୟକ୍ତି ଯିଏକି ବିଜେଡି ସରକାରରେ ଥିବା ବେଳେ!-->!-->!-->…