Sign in
Sign in
Recover your password.
A password will be e-mailed to you.
ହାଥରସ ଦଳାଚକଟା: ୨୦ ସେବକ ଗିରଫ
ହାଥରସ : ଉତ୍ତରପ୍ରଦେଶର ହାଥରସରେ ହୋଇଥିବା ଦଳଚକଟା ମାମଲାରେ ବଡ଼ ଆକ୍ସନ ନେଇଛି ପୁଲିସ। ଏହି ମାମଲାରେ ପୁଲିସ ୨୦ ସେବାଦାରଙ୍କୁ ଗିରଫ କରିଛି। ସେମାନଙ୍କୁ ପଚରାଉଚରା ଜାରି ରହିଛି।ମଙ୍ଗଳବାର ହାଥରସରେ ଭୋଲେ ବାବା ଆୟୋଜିତ ହୋଇଥିବା ସତ୍ସଙ୍ଗରେ ଦଳାଚକଟା ହୋଇ ୧୨୧ ଜଣ ପ୍ରାଣ ହରାଇଛନ୍ତି।!-->…
ପୁଣି ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ
ରାଞ୍ଚି : ପୁଣିଥରେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ହେମନ୍ତ ସୋରେନ। ଆଜି ସେ ରାଜ୍ୟର ୧୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗୁରୁବାର ଅପରାହ୍ନରେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ହେମନ୍ତ ସୋରେନ ନିକଟରେ ଜେଲରୁ ଜାମିନରୁ!-->…
୫ ବର୍ଷରେ ପ୍ରଥମ: ରୁଷ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁଲାଇ ୮ ଓ ୯ ଦୁଇ ଦିନ ଧରି ରୁଷ ଗସ୍ତରେ ଯିବେ। ସେଠାରେ ୨୨ତମ ଭାରତ-ରୁଷ ବାର୍ଷିକ ସମ୍ମିଳନୀରେ ସାମିଲ ହେବେ।ଦୁଇ ଦେଶ ମଧ୍ୟରେ ଥିବା ସମସ୍ତ ପ୍ରକାରର ସମ୍ପର୍କର ସେ ସମୀକ୍ଷା କରିବେ। ରୁଷ ଗସ୍ତ ପରେ ମୋଦି ଅଷ୍ଟ୍ରିଆ ଯିବେ। ଦୀର୍ଘ!-->…
ଆଜି ଅଣସର ତ୍ରୟୋଦଶୀ; ମହାପ୍ରଭୁଙ୍କ ଘଣାଲାଗି ଓ ଖଳିଲାଗି ନୀତି ସମ୍ପନ୍ନ
ପୁରୀ : ଆଜି ହେଉଛି ଆଷାଢ ଶୁକ୍ଳ ତ୍ରୟୋଦଶୀ ବା ଅଣସରର ତ୍ରୟୋଦଶୀ ତିଥି। ଏହି ତିଥିରେ ମହାପ୍ରଭୁଙ୍କୁ ଘଣା ଓ ଖଳି ଲାଗି ନୀତି ହୋଇଛି। ଘଣ୍ଟ, ଛତ୍ରୀ ଓ କାହାଳୀ ସହ ଖଳି ପ୍ରସାଦ ସୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯାଇଥିଲା। ସେପଟେ ଆଉ ମାତ୍ର ଦୁଇ ଦିନ ପରେ ଅର୍ଥାତ ଜୁଲାଇ ୭!-->…
ସାମାନ୍ୟ କଳିରୁ ୩ ଜଣଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ
ଔପଦା : ଜନ୍ମଦିନ ଭୋଜିରେ ହୋଇଥିଲା କଳି। ଆଉ ସେହି କଳି ଉଗ୍ର ରୂପ ଧାରଣ କରିଥିଲା। ୩ ଜଣଙ୍କୁ ପିଟିପିଟି ମାରିଦେଲେ! ପରେ ମୃତଦେହକୁ ଜଙ୍ଗଲରେ ଫିଙ୍ଗି ଦେଇଥିଲେ। ଗତ ରବିବାର ଏହି ବୀଭତ୍ସ ହତ୍ୟାକାଣ୍ଡ ବାଲେଶ୍ୱର ଜିଲ୍ଲା ଔପଦା ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ଆଜି!-->…
ବେଲଝରୀ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଆମ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ
ଉମରକୋଟ /ଝରୀଗାଁ : ନବରଙ୍ଗପୁର ଜିଲ୍ଲା ଝରୀଗାଁ ବ୍ଲକ ରାମସା କ୍ଲଷ୍ଟରର ବେଲଝରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ସିଆରସିସି ସଂଗ୍ରାମ କେଶରୀ ବଡଜେନାଙ୍କ ମାର୍ଗଦର୍ଶନରେ ତଥା ବେଲଝରୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବ୍ରଜ ମୋହନ ପୂଜାରୀଙ୍କ ସହଯୋଗରେ ଏବଂ ରାମସା!-->…
ବିଜେଡି ଆରୋପକୁ ଖଣ୍ଡନ କରିଛନ୍ତି ବରିଷ୍ଠ ବିଜେପି ନେତା କାହ୍ନୁ ପତି ଏବଂ ପୀତବାସ ପଣ୍ଡା
ବ୍ରହ୍ମପୁର : ଗତ ନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କ ଶୋଚନୀୟ ପରାଜୟକୁ ଦଳର କିଛି ନେତା ଆଜି ବି ଗ୍ରହଣ କରିପାରୁ ନଥିବା କହିଛି ବିଜେପି । ପରାଜୟର ଗ୍ଲାନିରୁ ମୁକୁଳି ପାରୁନଥିବା ନେତା ମାନେ ନିଜର ଦୋଷ, ଦୁର୍ବଳତା ଓ ଜନବିରୋଧୀ ନୀତିକୁ ନିଜେ ଜାଣିବା ପରିବର୍ତ୍ତେ ବିଜେପି!-->!-->!-->…
ଆସିକା ବିଜ୍ଞାନ ମହାବିଦ୍ୟାଳୟ ରସାୟନ ବିଭାଗ ଛାତ୍ରୀଙ୍କ ସଫଳତା
ଆସିକା ତା ୪/୭ : ଆସିକା ବିଜ୍ଞନ ମହାବିଦ୍ୟାଳୟର ଜନୈକ ଛାତ୍ରୀ ସୁଶ୍ରୀ ଇପ୍ସିତା ମହାନ୍ତି ରସାୟନ ବିଭାଗରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଟପ୍ପର ତାଲିକାରେ ଦ୍ବିତୀୟ ସ୍ଥାନ ଅଳଂକୃତ କରିଛନ୍ତି। ଛାତ୍ରୀ ସୁଶ୍ରୀ ମହାନ୍ତି ଆସିକା ବ୍ଳକ ଅନ୍ତର୍ଗତ କାଳଷଣ୍ଢପୁର ଗ୍ରାମପଞ୍ଚାୟତର ପୁଡୁଗେଶ୍ବର!-->…
୭୫ତମ ବନ ମହୋତ୍ସବ ଅବସରରେ ‘ଏକ ପେଡ଼ ମାଆ କେ ନାମ’ କାର୍ଯ୍ୟକ୍ରମ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାବର୍ତ୍ତୀ ପଡିଆ ବ୍ଳକ ସଦର ମହକୁମାରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷ୍ୟରୁ ୭୫ତମ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିପାଇଁ ପଡିଆ ସ୍ଥିତ ଅନୂସୁଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ କରାଯାଇ!-->…
ଗଞ୍ଜାମ ଜିଲ୍ଲାର ରଥଯାତ୍ରା ସମ୍ପର୍କିତ ପ୍ରସ୍ତୁତି ବୈଠକ
ଛତ୍ରପୁର : ଜିଲ୍ଲାରେ ଚଳିତ ବର୍ଷ ପାଳିତ ହେଉଥିବା ରଥଯାତ୍ରାର ପରିଚାଳନା ନିମିତ୍ତ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅସୱାନ ଜରିଆରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ଆୟୋଜିତ ହୋଇଥିବା ଏହି ବୈଠକରେ ଜିଲ୍ଲାପାଳ!-->…