ଟେକେଲଗୁଡା ଆଇଇଡି ବିସ୍ଫୋରଣ ପରେ ସର୍ଚ୍ଚିଙ୍ଗରେ ୯ ନକ୍ସଲ ଗିରଫ

ମାଲକାନଗିରି, ୧।୭ : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ସୁକୁମା ଜିଲ୍ଲା ଟେକେଗୁଡା ଠାରେ ପୁଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ୯ ଜଣ ନକ୍ସଲଙ୍କୁ କାବୁ କରିବାରେ ସଫଳ ହୋଇଛି ପୁଲିସ।ଟେକାଲଗୁଡା ନକ୍ସଲ ବିସ୍ଫୋରଣ ପରେ ଜାଗରଗୁଣ୍ଡା ଅଞ୍ଚଳରେ ପୁଲିସ ତରଫରୁ ତଲାସି

ମନ୍ତ୍ରୀ ଡ଼.ମୁକେଶ ମହଲିଙ୍ଗଙ୍କ ବ୍ରହ୍ମପୁର ଗସ୍ତ

ବ୍ରହ୍ମପୁର : ଆଜି ଦିନିକିଆ ବ୍ରହ୍ମପୁର ଗସ୍ତରେ ଆସି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ,ସାଂସଦିୟ ବ୍ୟାପାର, ବୈଦ୍ୟୁତିକ ସୂଚନା ବୈଷୟିକ ମନ୍ତ୍ରୀ ଡ଼.ମୁକେଶ ମହଲିଙ୍ଗ ଏମକେସିଜି ବଡ଼ ମେଡ଼ିକାଲ ପରିଦର୍ଶନ କରିବା ସହିତ ସ୍ୱାସ୍ଥ୍ୟ ସେବାକୁ ନେଇ ସମୀକ୍ଷା କରିଛନ୍ତି। ଆଜି ଅନ୍ତର୍ଜାତୀୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଜି ସାକ୍ଷାତ କରିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆଗାମୀ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୃଙ୍ଖଳିତ ରଥଯାତ୍ରା ନୀତିକାନ୍ତିଠୁ ଆରମ୍ଭ କରି ରତ୍ନଭଣ୍ଡାର ଖୋଲାଯିବା ନେଇ ଆଲୋଚନା

ବିନା ଅନୁମତିରେ ତାଳ ଗଛ କାଟିଲେ ନିଆଯିବ କାର୍ଯ୍ୟନୁଷ୍ଠାନ

ଭୁବନେଶ୍ବର: ଏଣିକି ମନ ଇଚ୍ଛା କାଟିପାରିବେନି ତାଳଗଛ । ସରକାରଙ୍କ ବିନା ଅନୁମତିରେ ତାଳ ଗଛ କାଟିଲେ ହେବ କାର୍ଯ୍ୟନୁଷ୍ଠାନ । ଏମିତିକି ନିଜ ବାରିରେ ଲାଗିଥିବା ତାଳ ଗଛ ମଧ୍ୟ କାଟିବା ବେଆଇନ । ବନବିଭାଗର ବିନା ଅନୁମତିରେ ତାଳ ଗଛ କାଟିଲେ ନିଆଯିବ ଦୃଢ କାର୍ଯ୍ୟନୁଷ୍ଠାନ । ବଜ୍ରପାତ ଜନିତ

ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସଚିବଙ୍କ ସହଯୋଗ କାମନା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସମସ୍ତ ସଚିବଙ୍କ ସହଯୋଗ କାମନା କରିଛନ୍ତି। ବୈଠକରେ ମୁଖ୍ୟ ଶାସନ

ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶ ମନା

ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ

ମେଧା ପାଟକରଙ୍କୁ ୫ମାସ ଜେଲ୍ ସହିତ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦଣ୍ଡା‌ଦେଶ

ନୂଆଦିଲ୍ଲୀ:ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ ସୋମବାର କୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଦିଲ୍ଲୀର ଏକ କୋର୍ଟ ମେଧା ପାଟକରଙ୍କୁ ୫ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହା ସହିତ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ୨୩ ବର୍ଷ ପୁରୁଣା ଅପରାଧିକ

ପ୍ରଥମ ଦିନ ୧୫୦୦ ଲୋକଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ଶୁଣିଛନ୍ତି। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ରହିଥିଲେ। ଆଜି ଥିଲା ଜନ ଶୁଣାଣିର ପ୍ରଥମ ଦିନ। ପ୍ରଥମ ଦିନରେ ହିଁ ପାଖାପାଖି ୧୫୦୦ ଲୋକ

ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ ଲିକ୍: ୮ ଜଣ ଗୁରୁତର

ରାଉଲକେଲା: ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଘଟିଛି ବଡ ଅଘଟଣ । ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ କାରଣରୁ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି । ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ  ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍‌ ପ୍ଲାଣ୍ଟର ୫ନଂ

ମାନହାନୀ କେସ୍‌: ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ପାଇଁ ଟିଏମସି ସାଂସଦଙ୍କୁ ନିର୍ଦ୍ଦେଶ

ଟିଏମସିର ରାଜ୍ୟସଭା ସାଂସଦ ସାକେତ ଗୋଖଲେଙ୍କୁ ବଡ଼ ଝଟକା ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ତାଙ୍କ ବିରୋଧରେ ରୁଜୁ ହୋଇଥିବା ମାନହାନୀ କେସ୍‌ରେ ଆବେଦନକାରୀଙ୍କ ବିଜୟ ହୋଇଛି। ଏଥିପାଇଁ ହାଇକୋର୍ଟ ସାଂସଦ ସାକେତଙ୍କୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଆବେଦନକାରୀ ଲକ୍ଷ୍ମୀ ପୁରୀଙ୍କୁ ଦେବା ପାଇଁ