Sign in
Sign in
Recover your password.
A password will be e-mailed to you.
ଅନୁଗୁଳରେ ସେକ୍ସ ରାକେଟ ଠାବ, ଦୁଇ ରୁପଜୀବୀଙ୍କ ସହ ୪ ଅଭିଯୁକ୍ତ ଗିରଫ
ଅନୁଗୁଳ: ଅନୁଗୁଳ ମଦନମୋହନ ପଡାରେ ସେକ୍ସ ରାକେଟ ଠାବ କରିଛି ଅନୁଗୁଳ ପୁଲିସ । ଅନୁଗୁଳ ପୁଲିସ ଏକ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ମଦନମୋହନ ପଡ଼ା ସ୍ଥିତ ବିକ୍ରମ ଲଜ ପଛ ପଟେ ଥିବା ଗୋଟିଏ ଦୁଇ ମହଲା ଘର ଉପରେ ଚଢ଼ାଉ କରିଥିଲା । ଚଢାଉ ବେଳେ ସେଠାରେ ଚାଲିଥିବା ଏକ ସେକ୍ସ ରାକେଟକୁ ଠାବ!-->…
ଚୀନ-ଫିଲିପାଇନ୍ସ ମୁହାଁମୁହିଁ, ଦକ୍ଷିଣ ଚୀନ ସାଗରରେ ବିମାନବାହୀ ଜାହାଜ ମୁତୟନ କଲା ବେଜିଂ
ବେଜିଂ: ଚୀନ୍ ଓ ଫିଲିପାଇନ୍ସ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ସେପଟେ ଫିଲିପାଇନ୍ସ ଉପକୂଳ ନିକଟରେ ଚୀନ ନିଜର ଦ୍ୱିତୀୟ ବିମାନବାହୀ ଜାହାଜ ‘ଶାନଡୋଙ୍ଗ’କୁ ମୁତୟନ କରିଛି । ଚୀନ୍ ଜାହାଜଟି ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ଦେଖିବାକୁ ମିଳିଛି। ବିବାଦୀୟ ଦକ୍ଷିଣ ଚୀନ୍!-->…
ଜିଲ୍ଲାସ୍ତରରେ ଜନ ଶୁଣାଣୀ ଆରମ୍ଭ
ଛତ୍ରପୁର : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠ ସୋମବାର ଜୁଲାଇ ୧ ତାରିଖ ଠାରୁ ଆରମ୍ଭ ହୋଇଯାଇଛି । ନିର୍ବାଚନ ଆଚରଣ ବିଦ୍ଧି ଅପସାରଣ ପରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଆରମ୍ଭ ହୋଇଛି । ବହୁଦିନର ବ୍ୟବଧାନ ପରେ ଜୁଲାଇ ପହିଲାରେ ଆରମ୍ଭ ହୋଇଥିବା ଅଭିଯୋଗ!-->…
ଓଡିଶାର ଗଞ୍ଜାମ ଜିଲ୍ଲାରୁ ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନର ଶୁଭାରମ୍ଭ
ସ୍ୱାସ୍ଥ୍ୟ ହିଁ ସମ୍ପଦ, ଏଥିପ୍ରତି ସମସ୍ତେ ଯତ୍ନବାନ ହେବା ଉଚିତ-ସ୍ବାସ୍ଥ୍ୟ ମନ୍ତ୍ରୀ
ଛତ୍ରପୁର : ରାଜ୍ୟରେ ଆରମ୍ଭ ହୋଇଛି ପ୍ରଧାନ ମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ l ସମନ୍ବୀତ ସ୍ବାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ କାର୍ଯ୍ୟକ୍ରମକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଂଜାମ!-->!-->!-->…
CBI ଗିରଫଦାରୀ ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ତ ହେଲେ କେଜ୍ରିୱାଲ
CBI ଗିରଫଦାରୀ ବିରୋଧରେ ହାଇକୋର୍ଟରେ ପହଞ୍ଚିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ସେ ଆଜି ସିବିଆଇ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଉଚ୍ଚ ନ୍ୟାୟାଳୟରେ ଏକ ଆବେଦନ କରିଛନ୍ତି।
ଅବକାରୀ ନୀତି ଦୁର୍ନୀତି ମାମଲାରେ ଜୁନ୍ ୨୬ରେ କେଜ୍ରିୱାଲଙ୍କୁ ସିବିଆଇ ଗିରଫ କରିଥିଲା।!-->!-->!-->…
ଜାଲରେ ପଡିଲା ୪୦ କେଜି ଓଜନର ବିରଳ ପ୍ରଜାତିର ମାଛ
ବୌଦ୍ଧ : ଜାଲରେ ପଡିଲା ବିରଳ ପ୍ରଜାତିର ମାଛ। ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ମହାନଦୀରୁ ଧରାପଡ଼ିଲା ୪୦ କେଜି ଓଜନର ବୁଦ ମାଛ। ଏହି ମାଛ ସାତକୋଶିଆରୁ ଚାଲିଆସିଥିବା ଅନୁମାନ କରାଯାଉଛି। ଆଜି ସକାଳେ ମହାନଦୀରେ ମାଛ ଧରୁଥିବାବେଳେ ମତ୍ସ୍ୟଜୀବୀଙ୍କ ଜାଲରେ ପଡିଥିଲା ଏହି ମାଛ। ପ୍ରତି ବର୍ଷ!-->…
ସପ୍ତଶଯ୍ୟା ପାହାଡ଼ରେ ୫ ନିଖୋଜ ଛାତ୍ର ଉଦ୍ଧାର
ଢେଙ୍କାନାଳ: ସପ୍ତଶଯ୍ୟା ପାହାଡ଼ରେ ୫ ନିଖୋଜ ଛାତ୍ର ଉଦ୍ଧାର। ବିଳମ୍ବିତ ରାତିରେ ଉଦ୍ଧାର କଲେ ବନ ବିଭାଗ କର୍ମଚାରୀ ଓ ପୋଲିସ। ସପ୍ତଶଯ୍ୟା ବୁଲିବାକୁ ଯାଇ ୫ ଛାତ୍ର ଅନ୍ଧାରରେ ଫସି ଯାଇଥିଲେ। ବର୍ଷା ହେବାରୁ ରାସ୍ତା ଭୁଲି ୫ ଛାତ୍ର ପାହାଡ଼ ଉପରୁ ଫେରି ପାରି ନଥିଲେ। ଉଦ୍ଧାର ପରେ ସମସ୍ତ!-->…
TRAIର ନୂଆ ନିୟମ ଲାଗୁ; ଆଉ ସହଜ ହେବନି ସିମ୍ କାର୍ଡ ପରିବର୍ତ୍ତନ
ଆଜିଠୁ ବଦଳିଲା ସିମ୍ କାର୍ଡ ନିୟମ। ଆଉ ସହଜ ହେବନି ସିମ୍ କାର୍ଡ ପରିବର୍ତ୍ତନ। ମୋବାଇଲ ବ୍ୟବହାରକାରୀଙ୍କ ପାଇଁ ଲାଗୁ ହୋଇଛି TRAIର ନୂଆ ନିୟମ।
ଟ୍ରାଇର ନିଷ୍ପତ୍ତି ଅନୁସାରେ ଏବେ ଆଉ ସହଜ ହେବନି ସମାନ ନମ୍ବର ଥାଇ ସେବା ପ୍ରଦାନକାରୀ କମ୍ପାନୀ ବଦଳାଇବା। ଏଥିପାଇଁ ଆପଣଙ୍କୁ ଆବଶ୍ୟକ!-->!-->!-->…
୩ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ
ଭୁବନେଶ୍ୱର : ୩ ଜଣ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ । ଗୃହ ସଚିବ ଅଜୟ କୁମାର ଭାଲ୍ଲାଙ୍କୁ କାର୍ମିକ ଓ ତାଲିମ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ମିଳିଛି । ସେହିପରି ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ସଚିବ ସଂଜୀବ ଚେପ୍ରାଙ୍କୁ ମିଳିଛି ଅତିରିକ୍ତ ଦାୟିତ୍ବ । ତାଙ୍କୁ କୃଷି ଓ!-->…
ବିଷାକ୍ତ ଛତୁ ଖାଇ ୧୧ ଅସୁସ୍ଥ, ୫ ଜଣଙ୍କ ଅବସ୍ଥା ଗୁରୁତର
ଭଞ୍ଜନଗର: ବିଷାକ୍ତ ଛତୁ ଖାଇ ୩ ପରିବାରର ୧୧ ଜଣ ଅସୁସ୍ଥ । ଅସୁସ୍ଥ ଭଞ୍ଜନଗର ମେଡିକାଲରେ ଭର୍ତ୍ତି । ୫ ଜଣଙ୍କ ଅବସ୍ଥା ଗୁରୁତର । ଅସୁସ୍ଥ କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ପାର୍ତିଗୁଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଅସୁସ୍ଥଙ୍କ ମଧ୍ୟରେ ୫ ଜଣ ମହିଳା ଏବଂ ୬ ଜଣ ଶିଶୁ ଥିବା!-->…