Sign in
Sign in
Recover your password.
A password will be e-mailed to you.
ପୋଖରୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ
ନୂଆପଡା : ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ସରେଇପାଲି ଗାଁରେ ପୋଖରୀରେ ବୁଡ଼ି ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗାଁର ଜନଉ ବରିହାଙ୍କ ପୁଅ ହେମରାଜ ଓ ବେଦରାମ ବରିହାଙ୍କ ପୁଅ ଶଙ୍କର।ଉଭୟ ନାବାଳକ ଆଜି ଅପରାହ୍ନରେ ଗାଁ ନିକଟରେ ଥିବା ଦର୍ଲିଭଟା ପୋଖରୀକୁ ଗାଧୋଇବାକୁ!-->…
ଅନ୍ଧ କରିଦେଲା ସମ୍ପତ୍ତି ଲୋଭ; କିନ୍ନର ପ୍ରେମିକା ସହ ମିଶି ବାପା ଜୀବନ ନେଲା ପୁଅ…
ବ୍ରହ୍ମପୁର : ନିଶାଗ୍ରସ୍ତ ବେକାର ପୁଅକୁ ଘାରିଲା ବାପାର ପେନସନ୍ ଟଙ୍କା । ମାତ୍ର ବୃଦ୍ଧ ବାପା ଏହାକୁ ବିରୋଧ କରିବାରୁ ପାଲଟିଗଲା ଶତ୍ରୁ। ଦିନେ ଯେଉଁ ବାପା ହାତ ଧରି ଚାଲିବା ଶିଖାଇଥିଲା, ତାକୁ ଅତି ନିର୍ମମ ଭାବେ ହତ୍ୟା କରିବାକୁ ପଛାଇଲା ନାହିଁ ପୁଅ। ବାପା ATM କାର୍ଡ ହାତେଇବାକୁ ପୁଅ!-->…
ଶ୍ରାବଣ ମାସର ଶେଷ ସୋମବାର ବାବା ଧବଳେଶ୍ୱରଙ୍କ ପୀଠରେ ଅସମ୍ଭବ ଭିଡ଼
କଟକ : ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର। ଏହି ଦିନ ବାବା ଧବଳେଶ୍ୱରଙ୍କ ଉପରେ ଜଳଲାଗି ନିମନ୍ତେ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁ ଛୁଟି ଆସିଛନ୍ତି। ଆଠଗଡ଼ ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ରାତ୍ର ଚାରିଟାରେ ମନ୍ଦିରର ଦ୍ଵାର ଫିଟାଯାଇ ସମସ୍ତ ରୀତିନୀତି ସମାପନ କରାଯାଇଥିଲା ।!-->…
୧୫-୨୦ ଦିନ ମଧ୍ୟରେ ବାଂଲାଦେଶରୁ ଓଡ଼ିଆ ଶ୍ରମିକଙ୍କୁ ରାଜ୍ୟକୁ ଫେରାଇ ଅଣାଯିବ: ଶ୍ରମ ମନ୍ତ୍ରୀ
ଭୁବନେଶ୍ବର: ବାଂଲାଦେଶରେ ଲାଗିରହିଥିବା ହିଂସା ଓ ସେଠାରେ ହିଂସାରେ ଶିକାର ହେଉଥିବା ପ୍ରବାସୀ ଶ୍ରମିକଙ୍କୁ ନେଇ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ରାଜ୍ୟ ସରକାର ବାଂଲାଦେଶରେ ରହୁଥିବା ସମସ୍ତ ଓଡ଼ିଆ ଶ୍ରମିକଙ୍କୁ ତୁରନ୍ତ ରାଜ୍ୟକୁ ଫେରାଇଆଣିବାକୁ ଯୋଜନା କରୁଛନ୍ତି। ଏହି କ୍ରମରେ ଆଜି!-->…
ଆଦିବାସୀ ଗାଁର ପରମ୍ପରା ଓ ସଂସ୍କୃତି ବଜାୟ ରଖିବା ଆମ ସରକାରଙ୍କ ପ୍ରାଥମିକତା: ମନ୍ତ୍ରୀ ରବି ନାରାୟଣ ନାୟକ
ଭୁବନେଶ୍ବର: ୫୦୦ ଆଦିବାସୀ ଗାଁକୁ ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଆକ୍ସନ ମୋଡ଼ରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ। ରୋଡ଼ମ୍ୟାପ ପ୍ରସ୍ତୁତ କଲା ବିଭାଗ। ଯେଉଁ ଗାଁଗୁଡିକରେ ୮୦ ରୁ ୯୦ ପ୍ରତିଶତ ଆଦିବାସୀ ରହିଛନ୍ତି ସେହି ସବୁ ଗାଁଗୁଡିକୁ ଚିହ୍ନଟ କରାଯାଇ ଖୁବ!-->…
ରକ୍ତରେ ଭିଜିଲା ରାକ୍ଷୀ: ଛୁରୀ ଭୁଷି ଭଉଣୀକୁ ମାରିଦେଲା ଭାଇ
ବ୍ରହ୍ମପୁର : ରାକ୍ଷୀ ପୂର୍ଣ୍ଣିମାରେ ରକ୍ତରେ ଭିଜିଲା ରାକ୍ଷୀ। ଆଉ ସୁରକ୍ଷା ଦେବାର ପ୍ରତିଶ୍ରୁତି ଦେଇ ପ୍ରତାରଣା କଲା ଭାଇ। ଯେଉଁ ଭାଇର ଦୀର୍ଘାୟୂ କାମନା କରି ତା’ ହାତରେ ବାନ୍ଧିଥିଲା ରାକ୍ଷୀ, ଆଜି ସିଏ ପାଲଟିଲା ନର ରାକ୍ଷସ। ଚିର ଦିନ ପାଇଁ ସୁରକ୍ଷା ଦେବାର ପ୍ରତିଶ୍ରୁତି ଦେଇ ଦିନ!-->…
ତାରା ପଚାରିଲେ: କୁଆଡ଼େ ଗଲା ‘ସୁଭଦ୍ରା’ ଏସ୍ଓପି
ଭୁବନେଶ୍ବର : ‘ସୁଭଦ୍ରା’ ଯୋଜନା ମାଧ୍ୟମରେ ମହିଳାଙ୍କୁ ହାତ ଖର୍ଚ୍ଚ ଦେବେ ରାଜ୍ୟ ସରକାର। ସେଥିପାଇଁ ବଜେଟ୍ରେ ବ୍ୟୟବରାଦ କରିଥିଲେ। ଡିସେମ୍ୱର ୧୫ ତାରିଖ ସୁଦ୍ଧା ‘ସୁଭଦ୍ରା’ ଯୋଜନାର ଏସ୍ଓପି ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଥିଲେ। ହେଲେ!-->…
ଯୁଦ୍ଧ ଭିତରେ ପ୍ରଥମଥର ପାଇଁ ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବଶୀଘ୍ର ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନ ଗସ୍ତ କରିବେ। ରୁଷ ସହ ଯୁଦ୍ଧ ଆରମ୍ଭ ହେବା ପରେ ପ୍ରଥମଥର ପାଇଁ ମୋଦି ୟୁକ୍ରେନ ଗସ୍ତ କରୁଛନ୍ତି। ଗୋଟିଏ ମାସ ତଳେ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଗସ୍ତ କରି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ!-->…
ଅଭିଯୁକ୍ତ ସଞ୍ଜୟ ରୟର ହେବ ମିଛ ଧରା ପରୀକ୍ଷା
କୋଲକାତା : କୋଲକାତାର ସରକାରୀ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟର ହେବ ମିଛ ଧରା ପରୀକ୍ଷା। ଘଟଣାର ତଦନ୍ତ କରୁଥିବା ସିବିଆଇକୁ ମିଛ ଧରା ପରୀକ୍ଷା କରିବା ପାଇଁ ଆଜି କୋଲକାତାର ଗୋଟିଏ କୋର୍ଟ ଅନୁମତି ଦେଇଛନ୍ତି।ଘଟଣା!-->…
ଆମ୍ବୁଶ ଲଗାଇ ଆତଙ୍କବାଦୀଙ୍କ ଆକ୍ରମଣ, ଜଣେ ସିଆରପିଏଫ୍ ଅଧିକାରୀ ସହିଦ
ଶ୍ରୀନଗର : ଜମ୍ମୁ ଓ କଶ୍ମୀରର ଉଧାମପୁର ଜିଲ୍ଲାର ଡୁଡୁ ଅଞ୍ଚଳରେ ଆତଙ୍କବାଦୀଙ୍କ ଗୁଳିରେ ସୋମବାର ସହିଦ ହୋଇଛନ୍ତି ଜଣେ ସିଆରପିଏଫ୍ ଅଧିକାରୀ। ମୃତ ଅଧିକାରୀ ସିଆରପିଏଫରେ ଇନ୍ସପେକ୍ଟର ଥିଲେ।ଡୁଡୁ ପୁଲିସ୍ ଷ୍ଟେସନଠାରୁ ପ୍ରାୟ ୮ କିଲୋମିଟର ଦୂରରେ ସିଆରପିଏଫର ଏକ ପୋଷ୍ଟ ନିର୍ମାଣ ଚାଲିଛି।!-->…