ଯୋଗାଣ ବିଭାଗର ଚଢାଉ : ୬ କ୍ୱିଣ୍ଟାଲ କଣ୍ଟ୍ରୋଲ ଚାଉଳ ଜବତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବାଲିଗୁଡା ନୁଆସାହି ରାସ୍ତାରେ ତେଜରାତି ଦୋକାନ କରିଥିବା ସୂର୍ଯ୍ୟ ପ୍ରସାଦ ପଣ୍ଡାଙ୍କ ଦୋକାନ ଉପରେ ଶନିବାର ଅଚାନକ ଚଢ଼ାଉ କରି ୬ କ୍ୱିଣ୍ଟାଲ ସରକାରୀ କଣ୍ଟ୍ରୋଲ ଚାଉଳ ଦେଖିବାକୁ ପାଇଥିଲେ l…

ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଓ ପୌର ପରିଷଦ କାର୍ଯ୍ୟାଳୟରେ ବୁଥ ସ୍ତରୀୟ ଅଧିକାରୀ ଏବଂ ବୁଥ ସ୍ତରୀୟ ସୁପରଭାଇଜର ମାନଙ୍କୁ ନେଇ ଜ଼ିଲ୍ଲା ସଂଚୟ ଓ ଆର୍ଥିକ ବିଭାଗ ତରଫରୁ ଏକ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଫୁଲବାଣୀ ବ୍ଲକ ଓ ପୌର ପରିଷଦରେ ଥିବା…

ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କ ଦର୍ଶନ କଲେ ନୂଆ ଡିଜିପି

ଭୁବନେଶ୍ବର : ପୁଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ଯୋଗେଶ ବହାଦୂର ଖୁରାନିଆ।ମହାପ୍ରଭୁଙ୍କ ଦର୍ଶନ କରିବା ପରେ ପୁରୀ ପୁଲିସ ପକ୍ଷରୁ ତାଙ୍କୁ ଖଣ୍ଡୁଆ ପ୍ରଦାନ କରାଯାଇଥିଲା। ପ୍ରତିକ୍ରିୟାରେ ୱାଇ.ବି ଖୁରାନିଆ କହିଛନ୍ତି…

ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହାନ୍ତ!

ଭୁବନେଶ୍ବର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହାନ୍ତ। ମମତାଙ୍କୁ ପୁଣିଥରେ ରାଜ୍ୟସଭା ପଠାଇବ ବିଜେପି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମାର। ତାଙ୍କ କହିବା ମୁତାବକ, ମମତା ମହନ୍ତ ବିଜେପି ଟିକେଟରୁ ପୁଣିଥରେ ରାଜ୍ୟସଭା ଯିବେ। ଏନେଇ ଆସନ୍ତା…

GST ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ; ୫ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ବର : GST ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ। ଯାଜପୁର CT&GST ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ରହିଛି। ପ୍ରାୟ…

ବଜ୍ରପାତରେ ୧୦ ମୃତ , ୧୭ ଆହତ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ଏକ ଦମ୍ପତିଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି। ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଯାଜପୁର, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ଏହି ଘଟଣାଗୁଡ଼ିକ ଘଟିଛି। ଆଉ ଅଧିକାଂଶ ବିଲରେ କାମ କରୁଥିବା…

ଅରୁଣ ସ୍ତମ୍ଭ ଆଗରେ ଭାସୁଛି ପେଜ ପାଣି, ଭକ୍ତ ଅସନ୍ତୁଷ୍ଟ

ପୁରୀ : କୋଟି କୋଟି ଟଙ୍କା ବ୍ୟୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶେଷ ହେବାର ୬ ମାସ ନ ପୁରୁଣୁ ଦେଖାଦେଲାଣି ସାଂଘାତିକ ତ୍ରୁଟି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଅରୁଣ ସ୍ତମ୍ଭ ସାମ୍ନାରେ ଭାସୁଛି ପେଜ ନଳାରୁ ନିର୍ଗତ ପାଣି। ଏହାର ଦୁର୍ଗନ୍ଧରେ ନାକ ଫାଟି ପଡ଼ୁଥିବା ସତ୍ତ୍ୱେ ଭକ୍ତମାନେ…

୨୫ରେ ଶଙ୍ଖ ଭବନରେ ଆୟୋଜିତ ହେବ ବିଜେଡିର ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର: ବିଜେଡି ନିଜର ନବନିର୍ବାଚିତ ବିଧାୟକମାନଙ୍କୁ ପ୍ରଶିକ୍ଷଣ ଦେବା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିଛି। ଆଗାମୀ ୨୫ ତାରିଖରେ ଶଙ୍ଖ ଭବନରେ ଆୟୋଜିତ ହେବ ଏହି ପ୍ରଶିକ୍ଷଣ ଶିବିର। ଏଥିରେ ବରିଷ୍ଠ ତଥା ଅନୁଭବୀ ନେତା ବିଧାନସଭାର ନୀତି ନିୟମ ବାବଦରେ ପ୍ରଶିକ୍ଷଣ ଦେବେ। ଏଥିରେ…

ଅତିରିକ୍ତ ଯୋଗାଣ ଅଧିକାରୀ ଗିରଫ; ଠୁଳ କରିଥିଲେ ଆୟଠାରୁ ଅଧିକ ସମ୍ପତ୍ତି

କଟକ : ଭିଜିଲାନ୍ସ ସ୍କାନରରେ ସରକାରୀ ବାବୁ। ଜଣକ ପରେ ଜଣେ ବଡ଼ ଅଧିକାରୀଙ୍କ ଘରେ ରେଡ୍ ପରେ ବନ୍ଧାଯାଉଛନ୍ତି। ଗତକାଲି ଭିଜିଲାନ୍ସ ଜାଲରେ ପଡ଼ିଥିବା କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ର ଆଜି ବନ୍ଧାଯାଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ…

ପିଲାଙ୍କୁ ମିଳିଲା ପଚା ଅଣ୍ଡା ତରକାରୀ ! ୬୦ ହସ୍ପିଟାଲରେ ଭର୍ତ୍ତି

ଝାରସୁଗୁଡ଼ା : ମଧ୍ୟାହ୍ନ ଭୋଜନରେ ମିଳିଲା ପଚା ଅଣ୍ଡା ତରକାରୀ। ଆଉ ତାହାକୁ ଖାଇ ଅସୁସ୍ଥ ହୋଇଗଲେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ । ପିଲାମାନେ ଏବେ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ଏପରି ସାଂଘାତିକ ଅଭିଯୋଗ ଆଣିଛନ୍ତି ଅଭିଭାବକ । ଏପରି ଏକ ଅଭାବନୀୟ ଘଟଣା ଆଜି ଝାରସୁଗୁଡ଼ା ଜିଲ୍ଲା…