ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା ଛେଣ୍ଡ ଥାନା ପୋଲିସ । ଗତ ୨୩ ତାରିଖରେ ଛେଣ୍ଡ କଲୋନୀ ସ୍ଥିତ ଆରଡିଏ କଲୋନୀରେ ରହୁଥିବା ନିହାର ସରକାର ରାତିରେ ଘର ପାଖର ରାସ୍ତାରେ ବୁଲୁଥିବା ବେଳେ ହଠାତ୍ ଏକ କାରରେ ଆସି ୩

ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ ରାଷ୍ଟ୍ରପତି। ସେହିପରି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ ରାଷ୍ଟ୍ରପତି

ବାଚନିକ ଭୋଟରେ ବିରୋଧୀ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ନିର୍ବାଚିତ ହେଲେ ଓମ୍‌ ବିର୍ଲା

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ଦଶ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍‌ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଧ୍ୱନୀ ମତରେ ଏହି ନିଷ୍ପତ୍ତି ନିଆଯାଇଛି। ବାଚନିକ ଭୋଟରେ ବିରୋଧୀ ମେଣ୍ଟ ପ୍ରାର୍ଥୀ

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା । ନବଯୌବନ ଦର୍ଶନ,ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଛି । ଏହାକୁ ସୂଚାରୁ ରୂପେ ସମ୍ପନ୍ନ କରିବା ଚ୍ୟାଲେଞ୍ଜ । ତେବେ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ କରିବା ନେଇ ଅନେକ କଠୋର

ମଙ୍ଗଳବାର ଖୁବ୍ ଉତ୍ସଵମୁଖର ଥିଲା ମା’ ରାମାୟଣାମ୍ମାଙ୍କ ଘଟଯାତ୍ରା

ଛତ୍ରପୁର : ଛତ୍ରପୁର ସହରର ଅଧିଷ୍ଠାତ୍ରୀ ଦେବୀ ମା' ରାମାୟଣାମ୍ମା ଙ୍କ ପାରମ୍ପରୀକ ଠାକୁରାଣୀଯାତ୍ରା ଗତ ମଇମାସ ୨୭ତାରିଖରେ ଆରମ୍ଭ ହୋଇଛି । ଏହି ଯାତ୍ରା ଆସନ୍ତା ୩୦ତାରିଖରେ ଉଦଯାପିତ ହେବ ବୋଲି ଯାତ୍ରା କମିଟୀ ପକ୍ଷରୁ କୁହାଯାଇଛି । ମଙ୍ଗଳବାର ମା'ରାମାୟଣାମ୍ମା ଙ୍କ ଘଟଯାତ୍ରା ଖୁବ୍

ଜିଲ୍ଲାସ୍ତରୀୟ ଆଣ୍ଟି-ମ୍ୟାଲେରିଆ ମାସ ଅଭିଯାନ-୨୦୨୪ ଆରମ୍ଭ

ଫୁଲବାଣୀ : ଜିଲ୍ଲା ସ୍ତରୀୟ ଆଣ୍ଟି-ମ୍ୟାଲେରିଆ ମାସ ଅଭିଯାନ-୨୦୨୪ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ମନୋଜ କୁମାର

ଭଙ୍ଗାଦଦରା ଘରେ ଭବିଷ୍ୟତ ଗଢିବା ପାଇଁ ସଂଗ୍ରାମ କରୁଥିଲେ ଭାଇ ଭଉଣୀ : ପ୍ରଶାସନ ବଢାଇଲା ସହଯୋଗର ହାତ

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ଗ୍ରାମରେ ନିଜ ଭାଗ୍ୟକୁ ଆଦରି ଓଳିଏ ଖାଇ ଓଳିଏ ଉପାସ ରହି ଦିନ କାଟୁଥିଲେ ୩ ଭାଇ ଭଉଣୀ । ସେମାନଙ୍କ ପାଖରେ ନା ଥିଲା ଭଲ ବାସସ୍ଥାନ ନା ଥିଲା ଖାଇବାକୁ ଦାନା । ଏଭଳି ସ୍ଥିତିରେ ପିନ୍ଧିବାକୁ ଭଲ କନା କଥା ନକହିବା

ନିର୍ବାଚନ ପୂର୍ବରୁ ଆସିକା ଏନ.ଏ.ସି ରେ ହୋଇଥିବା ଫେବର ଫାଟି ଆଁ : ଉଚ୍ଚସ୍ତରୀୟ ତଦନ୍ତ ଦାବୀ…

ବାବୁ ମାନେ ସଫେଇ ଦେଇଥିଲେ ଭଲ କାମ ହେଇଛି…….ବ୍ରହ୍ମପୁର : ନିର୍ବାଚନ କୁ ଆଖି ଆଗରେ ରଖି ଆସିକା ଏନ.ଏ.ସି ରେ ଥିବା ବିଭିନ୍ନ ୱାର୍ଡରେ ଅତି ତରବରିଆ ଭାବେ କଂକ୍ରିଟ ରୋଡ଼ ଉପରେ ଫେବର ରୋଡ଼ ନିର୍ମାଣ କରାଯାଇଥିଲା।ସହରାଞ୍ଚଳ କୁ ସୁନ୍ଦରିକରଣ ଆଳ ଦେଖାଇ ଆସିକା ବିଜ୍ଞାପିତ ଅଞ୍ଚଳ ରେ ଥିବା

ହିଞ୍ଜିଳିକାଟୁ ଭଗବତ କଥା ବିତରଣ ପରିଷଦ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ହିଞ୍ଜିଳିକାଟୁ ୨୫/୬ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ସରକାରୀ ବୃନ୍ଦାବନ ବିଦ୍ୟାପୀଠ ଖେଳ ପଡିଆରେ ଭଗବତ କଥା ବିତରଣ ପରିଷଦ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ୨୫ତମ ସ୍ଵନକ୍ଷତ୍ର ସମାରୋହ ପାଳିତ ହୋଇଆସୁଛି। ଭଗବତ କଥା ବିତରଣ ପରିଷଦ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ୧୮ତାରିଖ ଠାରୁ ଆରମ୍ଭ ହୋଇ

ବିଜେପି ପକ୍ଷରୁ କଳା ଦିବସ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ସ୍ଥାନୀୟ ହାଟପଦା ସ୍ଥିତ ନାରାୟଣୀ ଯାତ୍ରା କାର୍ଯ୍ୟାଳୟ ଠାରେ କଳା ଦିବସ ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇନଜିବୀ ତଥା ବିଜେପି ନେତା ଭଗବାନ ମହାନ୍ତି ଯୋଗ ଦେଇ ଆଜକୁ ୪୯ ବର୍ଷ ତଳେ ଆଜିର